Posted inଖେଳ

ମୋଣ୍ଟେ-କାର୍ଲୋରୁ ଜୋକୋଭିଚ୍‌ ଭ୍ରାତାଙ୍କ ବିଦାୟ

ମୋନାକୋ (ଫ୍ରାନ୍ସ), ୧୬।୪- ବିଶ୍ୱର ଏକ ନମ୍ବର ଟେନିସ ଖେଳାଳି ନୋଭାକ ଜୋକୋଭିଚ୍‌ ଓ ତାଙ୍କ ଭ୍ରାତା ମାର୍କୋ ଏଠାରେ ଚାଲିଥିବା ମୋଣ୍ଟେ-କାର୍ଲୋ ମାଷ୍ଟର୍ସ ପ୍ରତିଯୋଗିତାର ପୁରୁଷ ଡବଲ୍ସ ଇଭେଣ୍ଟରୁ ବିଦାୟ ନେଇଛନ୍ତି। ପୁରୁଷ ଡବଲ୍ସ ପ୍ରଥମ ରାଉଣ୍ଡର ଏକ ମୁକାବିଲାରେ ଜୋକୋଭିଚ୍‌ ଭ୍ରାତା ୧-୬, ୩-୬ ସିଧାସଳଖ ସେଟ୍‌ରେ ୪ର୍ଥ ସିଡ୍‌ ସେବାଷ୍ଟିଆନ କାବଲ ଓ ରୋବର୍ଟ ଫର୍‌ହାଙ୍କ ନିକଟରୁ ପରାସ୍ତ ହୋଇଛନ୍ତି। କଲମ୍ବିଆ ଯୋଡ଼ି ସେବାଷ୍ଟିଆନ ଓ ରୋବର୍ଟ ଏହି ମ୍ୟାଚ୍‌ ଜିତିବାକୁ ମାତ୍ର ୫୫ ମିନିଟ୍‌ ସମୟ ନେଇଥିଲେ। ଜୋକୋଭିଚ୍‌ ଏଥିପୂର୍ବରୁ ଚଳିତ ବର୍ଷ ବିଏନ୍‌ପି ପରିବାସ ଓପନ୍‌ର ପୁରୁଷ ଡବଲ୍ସ ସେମିଫାଇନାଲରେ ପ୍ରବେଶ କରିଥିଲେ। ଏହି ଟୁର୍ନାମେଣ୍ଟରେ ସେ ଫାବିଓ ଫୋଗନିନିଙ୍କୁ ସାଥୀ କରି ଖେଳିଥିଲେ। ସେହିଭଳି ଭାଇ ମାର୍କୋଙ୍କୁ ସାଥୀ କରି ଜୋକୋଭିଚ୍‌ ସିଜନ ଆରମ୍ଭରେ ଅନୁଷ୍ଠିତ ଦୋହା ପ୍ରତିଯୋଗିତାର ମଧ୍ୟ ସେମିଫାଇନାଲକୁ ଉନ୍ନିତ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଅଶ୍ୱିନଙ୍କ ପାଇଁ ବିସିସିଆଇର ସ୍ବତନ୍ତ୍ର ବ୍ୟବସ୍ଥା

ମୁମ୍ବାଇ,୮।୭: ଭାରତୀୟ ଦଳର ଅଭିଜ୍ଞ ସ୍ପିନର ରବିଚନ୍ଦ୍ରନ ଅଶ୍ୱିନଙ୍କ ପାଇଁ ସ୍ବତନ୍ତ୍ର ବ୍ୟବସ୍ଥା କରିଛି ବିସିସିଆଇ। ଇଂଲଣ୍ଡ ବିପକ୍ଷ ଟେଷ୍ଟ ସିରିଜ୍‌ ପୂର୍ବରୁ ଅଶ୍ୱିନ ସରେ...

ଏହି କ୍ରିକେଟର୍‌ଙ୍କ ଉପରେ ପ୍ରବଳ ରାଗିଗଲେ ଦ୍ରାବିଡ

ଜୋହାନ୍ସବର୍ଗ,୭।୧:ଜୋହାନ୍ସବର୍ଗରେ ଅନୁଷ୍ଠିତ ଦ୍ୱିତୀୟ ଟେଷ୍ଟ ମ୍ୟାଚରେ ଦକ୍ଷିଣ ଆଫ୍ରିକା ବିପକ୍ଷ ସିରିଜ ଜିତିବାର ସୁଯୋଗକୁ ଟିମ ଇଣ୍ଡିଆ ସୁଯୋଗ ହାତଛଡ଼ା କରିଛି। ଏବେ ତୃତୀୟ ଟେଷ୍ଟ...

ଅଲିମ୍ପିକ୍ସ ଖେଳିବା ପାଇଁ ସର୍ତ୍ତ ରଖିଲେ ନମ୍ବର ଓ୍ବାନ୍‌ ଟେନିସ ଖେଳାଳି

ବେଲଗ୍ରେଡ, ୨୭।୫: ଟୋକିଓ ଅଲିମ୍ପିକ୍ସରେ ଖେଳିବା ଲାଗି ସର୍ତ୍ତ ରଖିଛନ୍ତି ବିଶ୍ୱର ନମ୍ବର ଓ୍ବାନ୍‌ ପୁରୁଷ ସିଙ୍ଗଲ୍ସ ଟେନିସ ଖେଳାଳି ନୋଭାକ ଜୋକୋଭିଚ୍‌। ଫ୍ୟାନ୍ସଙ୍କୁ ଷ୍ଟାଡିୟମରେ...

ଅନ୍ତର୍ଜାତୀୟ ଟି୨୦ରେ ସର୍ବାଧିକ ଉଇକେଟ ନେଇଥିବା ଭାରତୀୟ

ଦୁବାଇ,୬।୧୧: ପେସର ଯଶପ୍ରୀତ ବୁମରା ଶୁକ୍ରବାର ଏକ ବଡ଼ ସଫଳତା ହାସଲ କରିଛନ୍ତି। ସ୍କଟଲାଣ୍ଡ ବିପକ୍ଷରେ ଦୁଇ ଉଇକେଟ ନେଇ ସେ ନିଜ ନାମରେ କରିଛନ୍ତି...

ପ୍ଲିସ୍‌କୋଭାଙ୍କୁ ଇଟାଲିଆନ ଓପନ ଟାଇଟଲ

ରୋମ୍‌, ୧୯ା୫ (ଏଏଫ୍‌ପି)- ଚତୁର୍ଥ ସିଡ୍‌ ତଥା ଚେକ୍‌ରିପବ୍ଲିକର କାରୋଲିନା ପ୍ଲିସ୍‌କୋଭା ଡବ୍ଲ୍ୟୁଟିଏ ଇଟାଲିଆନ ଓପନ ମହିଳା ସିଙ୍ଗଲ୍ସ୍ସ ଟାଇଟଲ ଜିତିଛନ୍ତି। ରବିବାର ଫାଇନାଲରେ ସେ...

ସୋମବାର ଷ୍ଟୋକ୍ସଙ୍କ ଅଙ୍ଗୁଳି ଅସ୍ତ୍ରୋପଚାର

ଲଣ୍ଡନ, ୧୭।୪(ପି.ଟି.)- ଇଂଲଣ୍ଡ ଅଲରାଉଣ୍ଡର ବେନ୍‌ ଷ୍ଟୋକ୍ସଙ୍କ ବାମହାତ ବିଶି ଅଙ୍ଗୁଳିରେ ଅସ୍ତ୍ରୋପଚାର ଆସନ୍ତା ସୋମବାର ହେବ। ଫଳରେ ସେ ଅତିକମ୍‌ରେ ୧୨ ସପ୍ତାହ ପାଇଁ...

ପାକିସ୍ତାନ ଟି୨୦ ଦଳରେ ମୋଇନଙ୍କ ପୁଅ

କରାଚୀ,୫।୬(ପି.ଟି.): ଆଗାମୀ ଇଂଲଣ୍ଡ ଓ ଓ୍ବେଷ୍ଟଇଣ୍ଡିଜ ଗସ୍ତ ପାଇଁ ପାକିସ୍ତାନ ଟି୨୦ ଦଳ ଘୋଷଣା କରିଛି। ପୂର୍ବତନ ଅଧିନାୟକ ମୋଇନ ଖାଁଙ୍କ ପୁଅ ଆଜାମଙ୍କୁ ଏଥିରେ...

ଲଜ୍ଜାଜନକ ସ୍କୋର ୩୬/୯: ସେହଓ୍ବାଗ କହିଲେ ‘ମ୍ୟାଚ୍‌କୁ ଭୁଲିବା ପାଇଁ ଓଟିପି ୪୯୨୦୪୦୮୪୦୪୧’

ନୂଆଦିଲ୍ଲୀ,୧୯।୧୨:ଆଡିଲେଡ୍‌ରେ ଖେଳାଯାଇଥିବା ଅଷ୍ଟ୍ରେଲିଆ ବିପକ୍ଷ ଟେଷ୍ଟ ମ୍ୟାଚ୍‌ର ଦ୍ୱିତୀୟ ଇନିଂସରେ ୯/୧ରୁ ଖେଳ ଆରମ୍ଭ କରିଥିଲା ଭାରତୀୟ ଦଳ। ମାତ୍ର ୩୬ ରନ୍‌ କରି ଦଳ...

Advertisement
Archives

Model This Week