Posted inଖେଳ

ମୋତେ କୁହ, ମୋ ପରିବାରକୁ ଟାଣନି

ଭାରତୀୟ କ୍ରିକେଟ ଦଳର ଓପନିଂ ବ୍ୟାଟ୍ସମ୍ୟାନ୍‌ ରୋହିତ ଶର୍ମା ଶ୍ରୀଲଙ୍କା ବିପକ୍ଷ ଟି୨୦ ସିରିଜରୁ ବିଶ୍ରାମ ନେଇଛନ୍ତି। ଏବେ ସେ ନିଜ ପରିବାର ସହ ସମୟ ବିତାଉଛନ୍ତି। ଆଇସିସି ବିଶ୍ୱକପର ସେମିଫାଇନାଲରୁ ଭାରତୀୟ ଦଳ ବିଦାୟ ନେବା ପରେ ଖେଳାଳି ନିଜ ପରିବାର ସହ ଅଧିକ ସମୟ ବିତାଉଥିବାରୁ ଦଳ ହାରିଲା ବୋଲି ପ୍ରଶଂସକ ମତ ଦେଇଥିଲେ। ଏପରି କି ଗଣମାଧ୍ୟମରେ ଏହାକୁ ନେଇ ଚର୍ଚ୍ଚା ହୋଇଥିଲା। ଏନେଇ ମୁହଁ ଖୋଲିଛନ୍ତି ରୋହିତ। ସେ କହିଛନ୍ତି, ସବୁକଥାକୁ ନେଇ ପରିବାରକୁ ଟାଣିବା ଉଚିତ୍‌ ନୁହେଁ। ଯଦି ମୋ ପ୍ରଦର୍ଶନରେ ତ୍ରୁଟି ରହୁଛି, ତେବେ ମୋତେ ନେଇ ଚର୍ଚ୍ଚା କରାଯାଉ। କିନ୍ତୁ ମୋ ପରିବାରକୁ ଟାଣନ୍ତୁ ନାହିଁ। ଗଣମାଧ୍ୟମରେ ଏଭଳି ଚର୍ଚ୍ଚା ହେଲେ ଦୁଃଖ ଲାଗେ। ସମସ୍ତଙ୍କ ଲାଗି ପରିବାରର ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଥାଏ। ତେଣୁ ସେମାନଙ୍କୁ ପ୍ରଦର୍ଶନ ପାଇଁ ଦାୟୀ କରାଯିବା ଆଦୌ ଉଚିତ୍‌ ନୁହେଁ ବୋଲି ରୋହିତ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

୯୮ ବର୍ଷର ପୁରୁଣା ରେକର୍ଡ ଭାଙ୍ଗିଲେ କର୍ନଓ୍ବାଲ

କିଙ୍ଗ୍‌ଷ୍ଟନ (ଜାମାଇକା),୩୧।୮: ଭାରତ ବିପକ୍ଷ ଦ୍ୱିତୀୟ ଟେଷ୍ଟରେ ଓ୍ବେଷ୍ଟଇଣ୍ଡିଜ ପକ୍ଷରୁ ଅଫ୍‌ ସ୍ପିନିଂ ଅଲରାଉଣ୍ଡର ରଖିମ କର୍ନଓ୍ବାଲ ପଦାର୍ପଣ କରିଛନ୍ତି। ଏଥିସହ ଅନ୍ତର୍ଜାତୀୟ କ୍ରିକେଟ ଖେଳିଥିବା...

ପଡ଼ିଆରେ ଶୋଇ ଏହି କଥା ଚିନ୍ତା କରୁଛନ୍ତି ରୋହିତ ଶର୍ମା

ଅହମଦାବାଦ,୧।୩: ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ଚାରି ଟେଷ୍ଟ ସିରିଜର ଶେଷ ମ୍ୟାଚ ମାର୍ଚ୍ଚ ୪ରୁ ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଖେଳାଯିବ। ଏହି ମ୍ୟାଚ ସିରିଜ...

ପରିସ୍ଥିତିର ଫାଇଦା ଉଠାଇ ପାରିଲେନି ଭାରତୀୟ ବୋଲର

ଓଭାଲ,୩।୯: ଚଳିତ ଓଭାଲ ଟେଷ୍ଟରେ ପ୍ରମୁଖ ବ୍ୟାଟ୍ସମ୍ୟାନ ବିଫଳ ହେବା ସତ୍ତ୍ୱେ ଇଂଲଣ୍ଡ ପ୍ରଥମ ଇନିଂସରେ ଅଗ୍ରଣୀ ହାସଲ କରିଛି। ଭାରତ ୧୯୧ ରନ୍‌ କରିଥିବା...

ଭାବି କ୍ରିକେଟର୍‌ ସ୍ବାମୀଙ୍କୁ ଝୁରୁଛନ୍ତି ଧନଶ୍ରୀ

ଆଇପିଏଲ୍‌ ୨୦୨୦ ଶେଷ ହୋଇଛି। ଭାରତୀୟ କ୍ରିକେଟ ଦଳର ଅଧିକାଂଶ ଖେଳାଳି ଦୁବାଇରୁ ଅଷ୍ଟ୍ରେଲିଆ ଅଭିମୁଖେ ବାହାରିଛନ୍ତି। ଏଥିରେ ସାମିଲ ଅଛନ୍ତି ସ୍ପିନର ୟୁଜବେନ୍ଦ୍ର ଚହଲ।...

ପ୍ରଥମ ଦିବସରେ ଓଡ଼ିଶା ୨୧୩ରେ ସୀମିତ

ଡେରାଡୁନ୍‌,୨୧ା୧୨: ରଣଜୀ ଟ୍ରଫିରେ ଓଡ଼ିଶା ଦଳ ଉତ୍ତରାଖଣ୍ଡ ବିପକ୍ଷରେ ଏହାର ଦ୍ୱିତୀୟ ମ୍ୟାଚ ଖେଳିଛି। ପ୍ରଥମ ଦିନରେ ଓଡ଼ିଶା ବ୍ୟାଟିଂ ବିପର୍ଯ୍ୟୟର ସମ୍ମୁଖୀନ ହୋଇ ୨୧୩...

ପାକିସ୍ତାନକୁ ଦୋହଲାଇ ଦେଇଥିଲେ ଏହି ଭାରତୀୟ କ୍ରିକେଟର୍‌

ଆଜି ଭାରତୀୟ କ୍ରିକେଟର ପୂର୍ବତନ ଖେଳାଳି ଲକ୍ଷ୍ମୀପତି ବାଲାଜୀଙ୍କ ୩୮ତମ ଜନ୍ମଦିନ। ୧୯୮୧ ସେପ୍ଟେମ୍ବର ୨୭ରେ ସେ ଚେନ୍ନାଇରେ ଜନ୍ମଗ୍ରହଣ କରିଥିଲେ। ଯଦିଓ ସେ ବେଶୀ...

ଶୁଆଙ୍ଗ କ୍ରିକେଟ କ୍ଲବ ଚାମ୍ପିୟନ

ପୁରୁଣା ଭୁବନେଶ୍ୱର,୧୩।୨ (ଡି.ଏନ.ଏ.) : ବାଙ୍କୁଆଳ ହାଇସ୍କୁଲ ପଡିଆରେ ୮ ଦିନ ଧରି ଚାଲିଥିବା ୧୨ତମ ଜଗବନ୍ଧୁ ସ୍ବାଇଁ ମେମୋରିଆଲ କ୍ରିକେଟ ଟୁର୍ନାମେଣ୍ଟ ଉଦ୍‌ଯାପିତ ହୋଇଯାଇଛି।...

ହସ୍ପିଟାଲରେ ଏହି କ୍ରିକେଟର୍‌

ଧର୍ମଶାଳା,୨୭।୨: ଶ୍ରୀଲଙ୍କା ବିପକ୍ଷ ଦ୍ୱିତୀୟ ଟି -୨୦ ମ୍ୟାଚରେ ଇଶାନ କିଶନ ଫ୍ଲପ ହୋଇଥିଲେ। ଏହି ମ୍ୟାଚରେ ଲାହିରୁ କୁମାରଙ୍କ ତୀକ୍ଷ୍ଣ ବାଉନ୍ସର୍‌ ତାଙ୍କ ମୁଣ୍ଡରେ...

Advertisement
Archives

Model This Week