ମୋତେ ରାଜ୍ୟ ସଭା ପ୍ରାର୍ଥୀ କରାଯିବା ବଡ଼ ସରପ୍ରାଇଜ୍‌: ସୁଜିତ କୁମାର

ଭୁବନେଶ୍ୱର,୭ା୩(ବ୍ୟୁରୋ): ମୋତେ ରାଜ୍ୟ ସଭା ଲାଗି ପ୍ରାର୍ଥୀ କରିବା ମୋ’ ପାଇଁ ବହୁତ ବଡ଼ ସରପ୍ରାଇଜ୍‌ ଥିଲା। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମୋତେ ପ୍ରାର୍ଥୀ ଲାଗି ଯୋଗ୍ୟ ଭାବିଥିବାରୁ ମୁଁ ତାଙ୍କଠାରେ କୃତଜ୍ଞ। ଆଦିବାସୀ ଅଞ୍ଚଳର ବିକାଶ ଲାଗି ମୁଁ ଉଦ୍ୟମ କରିବି। ବିଶେଷକରି ଶିକ୍ଷା, ସ୍ବାସ୍ଥ୍ୟର ବିକାଶକୁ ପ୍ରାଧାନ୍ୟ ଦେବି ବୋଲି ପ୍ରତିକ୍ରିୟା ରଖି ସୁଜିତ କୁମାର କହିଛନ୍ତି।
ସୁଜିତ ସ୍ବତନ୍ତ୍ର ବିକାଶ ପରିଷଦର ଉପଦେଷ୍ଟା। ଅବିଭକ୍ତ କଳାହାଣ୍ଡି ଜିଲାରେ ସେ ବିଜେଡିର ସାଂଗଠନିକ କାର୍ଯ୍ୟ ବୁଝୁଥିଲେ। ଶେଷରେ ତାଙ୍କୁ ଦଳ ପ୍ରାର୍ଥୀ କରିଥିବା ନେଇ ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଡଙ୍ଗାଭସା ଉପରେ କଟକଣା

ଭୁବନେଶ୍ୱର, ୨୫ା୧୧(ବ୍ୟୁରୋ): ଆସନ୍ତା ୩୦ ତାରିଖରେ କାର୍ତ୍ତିକ ପୂର୍ଣ୍ଣିମା ଓ ବଡ଼ଓଷା ପର୍ବ ପାଳିତ ହେବ। ନଦୀ, ପୋଖରୀ କିମ୍ବା ଜଳାଶୟରେ ଡଙ୍ଗା ଭସାଇବା ଓ...

୨୩.୫ଲକ୍ଷ ଶ୍ରମିକଙ୍କୁ ନିଜ ରାଜ୍ୟରେ ଛାଡ଼ିଛି ୧୭୭୩ ଟ୍ରେନ

ଭୁବନେଶ୍ୱର,୨୧।୫(ବ୍ୟୁରୋ): ଦେଶର ବିଭିନ୍ନ ସ୍ଥାନରେ ଫସି ରହିଥିବା ପ୍ରବାସୀ ଶ୍ରମିକ, ତୀର୍ଥଯାତ୍ରୀ, ପର୍ଯ୍ୟଟକ, ଛାତ୍ରୀଛାତ୍ର ଓ ଅସହାୟ ବ୍ୟକ୍ତିଙ୍କୁ ନିଜ ରାଜ୍ୟକୁ ଫେରାଇ ଆଣିବା ପାଇଁ...

ରାଜ୍ୟରେ ୨୩୩୧ ଏନ୍‌ସେଫାଲାଇଟିସ୍‌ ରୋଗୀ: ୧୬ ମାସରେ ୧୧ ଜୀବନ ହାନି

କଟକ ଅଫିସ, ୧୮।୬: ଆକ୍ୟୁଟ୍‌ ଏନ୍‌ସେଫାଲାଇଟିସ୍‌ ସିଣ୍ଡ୍ରମ (ଏଇଏସ୍‌) ବା ମସ୍ତିଷ୍କ ତୀବ୍ର ପ୍ରଦାହ ରୋଗ ରାଜ୍ୟରେ ୧୧ ଜଣଙ୍କ ଜୀବନ ନେଲାଣି। ୨୦୧୮ ଜାନୁୟାରୀ...

ବଳାତ୍କାର ଉଦ୍ୟମ ପରେ ନାବାଳିକାଙ୍କ ତଣ୍ଟି କାଟିଲେ

ଗୋପାଳପୁର,୨୮ା୧: ଗଞ୍ଜାମ ଜିଲା ଗୋଳନ୍ଥରା ଥାନା ଅଞ୍ଚଳରେ ଗୁରୁବାର ପୁଣି ଏକ ବର୍ବରକାଣ୍ଡ ଘଟିଛି। ଜଣେ ୭ବର୍ଷର ନାବାଳିକାଙ୍କୁ ବଳାତ୍କାର ଉଦ୍ୟମ ବେଳେ ପାଟି କରିବାରୁ...

CORONAVIRUS UPDATE: ରାଜ୍ୟରେ ଆଉ ୮ ଆକ୍ରାନ୍ତ ସୁସ୍ଥ, ମୋଟ ଆରୋଗ୍ୟ ସଂଖ୍ୟା ୧୬୬କୁ ବୃଦ୍ଧି

ଭୁବନେଶ୍ୱର,୧୫।୫(ବ୍ୟୁରୋ): ରାଜ୍ୟରେ ଆଉ ୮ କରୋନା ଆକ୍ରାନ୍ତ ଶୁକ୍ରବାର ସୁସ୍ଥ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ଯାଜପୁରର ୪ଜଣ, ଭଦ୍ରକରୁ ୨ ଏବଂ ବାଲେଶ୍ୱର ଓ କେନ୍ଦୁଝର...

ରଥାରୁଢ଼ ହେଲେ ଚତୁର୍ଦ୍ଧାମୂର୍ତ୍ତି

ପୁରୀ ଅଫିସ,୨୦।୭: ଜନ୍ମବେଦୀ ଛାଡ଼ି ବାହୁଡ଼ା ଯାତ୍ରାରେ ମହାପ୍ରଭୁ ବାହାରିଛନ୍ତି । ଚତୁର୍ଦ୍ଧାମୂର୍ତ୍ତି ଧାଡ଼ି ପହଣ୍ଡିରେ ଆସି ରଥାରୁଢ଼ ହୋଇଛନ୍ତି॥ ପ୍ରଥମେ ଚକ୍ରରାଜ ସୁଦର୍ଶନ, ପରେ...

ପଞ୍ଚାୟତ ଅଧିକାରୀଙ୍କୁ ତାଲା ପକାଇଲେ ଲୋକେ

ବାହାନଗା, ୨୫ ।୧(ଡି.ଏନ.ଏ.) ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ଲାଗି ଶନିବାର ନାମାଙ୍କନପତ୍ର ଯାଞ୍ଚ ପ୍ରକ୍ରିୟା ଥିଲା। ଯାଞ୍ଚ ପରେ ରବିବାର ବ୍ଲକ ଓ ପଞ୍ଚାୟତରେ ସରପଞ୍ଚ...

ଅଣନିଃଶ୍ୱାସୀ କରୁଛି ଓଏମ୍‌ସି ଡମ୍ପ

ଯାଜପୁର ଅଫିସ, ୯।୭: ଯାଜପୁର ଜିଲା ସୁକିନ୍ଦା ବ୍ଲକ କାଳିଆପାଣି ପଞ୍ଚାୟତ ଅଧୀନ ହାଟସାହି (ଗୁରୁଜଙ୍ଗପାଳ) ଗ୍ରାମ ପଟକୁ ଓଡ଼ିଶା ଖଣି ନିଗମ(ଓଏମ୍‌ସି) ଦକ୍ଷିଣ କାଳିଆପାଣି...

Advertisement
Archives

Model This Week