Posted inଜାତୀୟ

‘ମୋତେ ହରାଇବା ବ୍ୟକ୍ତି ଜନ୍ମ ହୋଇନାହାନ୍ତି, ଭଗବାନଙ୍କ ଲେଖାକୁ ବି ହଟେଇଦେବି’

ନୂଆଦିଲ୍ଲୀ, ୧୫।୫: ଭୋଜପୁରୀ ଅଭିନେତା ତଥା ଆଜମଗଡ ଲୋକ ସଭା ଆସନର ଭାଜପା ପ୍ରାର୍ଥୀ ଦିନେଶ ଲାଲ ଯାଦବ ବିବାଦୀୟ ମନ୍ତବ୍ୟ ଦେଇ ଚର୍ଚ୍ଚାକୁ ଆସିଛନ୍ତି। ଏକ ସାକ୍ଷାତକାରରେ ସେ କହିଛନ୍ତି, ମୋତେ ନିର୍ବାଚନରେ ହରାଇବା ବ୍ୟକ୍ତି ଏଯାଏ ଜନ୍ମ ନେଇନାହାନ୍ତି। ଇଶ୍ୱରଙ୍କ ଲେଖାକୁ ମୁଁ ହଟେଇଦେବି ବୋଲି ସେ କହିଛନ୍ତି। ମୋତେ କେହି ପରାସ୍ତ କରିପାରିବେ ନାହିଁ ବୋଲି ଦିନେଶ ଲାଲ ଦମ୍ଭୋକ୍ତିର ସହ କହିଛନ୍ତି। ମୋ ବିଚାରଧାରା ସ୍ବତନ୍ତ୍ର, ମୁଁ କାହାର ଚାକର ନୁହେଁ ବୋଲି ସେ କହିଛନ୍ତି। ସୂଚନାଯୋଗ୍ୟ, ଦିନେଶ ଲାଲ ପ୍ରଥମଥର ପାଇଁ ନିର୍ବାଚନ ମୈଦାନରେ ଅବତୀର୍ଣ୍ଣ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ବଢ଼ିଲା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା: ୨୪ ଘଣ୍ଟାରେ ୬ ହଜାର ଟପିଲା ମୃତ୍ୟୁ ସଂଖ୍ୟା…

ନୂଆଦିଲ୍ଲୀ,୧୦।୬: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତିରେ ଧୀରେଧୀରେ ସୁଧାର ଆସୁଛି। ତେବେ ନୂଆ ଆକ୍ରାନ୍ତ ଏବଂ ମୃତକଙ୍କ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି।...

‘ତାଣ୍ଡବ’ ବିବାଦ : ନିର୍ଦ୍ଦେଶକଙ୍କ ଘରେ ୟୁପି ପୋଲିସ

ମୁମ୍ବାଇ,୨୧।୧: ନିକଟରେ ଆମାଜନ ପ୍ରାଇମରେ ରିଲିଜ ହୋଇଥିବା ଓ୍ବେବ ସିରିଜ୍‌ ‘ତାଣ୍ଡବ’କୁ ନେଇ ଦେଖାଦେଇଥିବା ବିବାଦ ଥମିବାର ନା ନେଉନାହିଁ। ଚାରି ଆଡ଼ୁ ସମାଲୋଚନା ସମ୍ମୁଖୀନ...

ବିବାହର ୧୬ ବର୍ଷ ପରେ ପ୍ରମାଣପତ୍ର ମାଗିବାରୁ କର୍ମଚାରୀ କହିଲେ ପୁଣିଥରେ ବିବାହ କର

କୋଚି,୧୨।୭: କେରଳର ଜଣେ ଦମ୍ପତି ବିବାହର ୧୬ ବର୍ଷ ପରେ ଏହାର ପ୍ରମାଣପତ୍ର ପାଇଁ ବିବାହ ପଞ୍ଜିକରଣ କାର୍ଯ୍ୟାଳୟରେ ପହଞ୍ଚିଥିଲେ। ସେଠାରେ ଥିବା ୪ ଜଣ...

ଭାରତରେ ବଢ଼ିଚାଲିଛି ସଂକ୍ରମଣ: ନିଜ ନାଗରିକଙ୍କୁ ଫେରାଇନେବ ଚାଇନା

ନୂଆଦିଲ୍ଲୀ,୨୫ା୫-ଭାରତ-ଚାଇନା ସୀମାରେ ଗତ କିଛିଦିନ ହେଲା ଉତ୍ତେଜନା ଲାଗି ରହିଛି। ଏହାର ସମାଧାନ ଲାଗି ଉଭୟ ପକ୍ଷ ମଧ୍ୟରେ ଆଲୋଚନା ଜାରି ରହିଥିଲେ ହେଁ ସମାଧାନର...

ଧୀରେନ୍ଦ୍ର ଶାସ୍ତ୍ରୀଙ୍କୁ ଭେଟିବାକୁ ଚାହୁଁଛନ୍ତି ସୀମା ହେଦର

ନୂଆଦିଲ୍ଲୀ,୧୭।୭: ପାକିସ୍ତାନ ଛାଡି ଭାରତ ପଳାଇଆସିଥିବା ସୀମା ଗୁଲାମ ହେଦର ଏବଂ ତାଙ୍କ ସ୍ବାମୀ ସଚିନଙ୍କୁ ଜାମିନ ମିଳିଛି। କିଛି ସର୍ତ୍ତରେ ତାଙ୍କୁ ଜେଲରୁ ମୁକ୍ତ...

ପ୍ରଧାନମନ୍ତ୍ରୀଙ୍କ ମା’ଙ୍କ ପାଇଁ ପ୍ରାର୍ଥନା ସଭା…

ଅହମଦାବାଦ,୧।୧ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜନ୍ମସ୍ଥାନ ଗୁଜରାଟର ଭଡ଼ନଗରରେ ମା’ ହୀରାବେନଙ୍କ ସ୍ମୃତିରେ ଆୟୋଜିତ ଏକ ପ୍ରାର୍ଥନା ସଭାରେ ରବିବାର ବହୁ ସଂଖ୍ୟାରେ ରାଜନୈତିକ...

ଘରୋଇ ଚାକିରିଆ ହେବେ ସରକାରୀ ବାବୁ

ନୂଆଦିଲ୍ଲୀ,୧୭ା୫: ଘରୋଇ କ୍ଷେତ୍ରରେ କାର୍ଯ୍ୟରତ ବିଶେଷଜ୍ଞମାନଙ୍କୁ କେନ୍ଦ୍ର ସରକାର ବିଭିନ୍ନ ବିଭାଗରେ ଯୁଗ୍ମ ସଚିବ, ନିର୍ଦ୍ଦେଶକ, ଉପସଚିବ ଭାବେ ଠିକା ନିଯୁକ୍ତି ଦେବାକୁ ଯାଉଛନ୍ତି। କାର୍ମିକ...

ନାବାଳିକା ପୀଡ଼ିତାଙ୍କୁ ଗର୍ଭପାତ ଅନୁମତି

ନୂଆଦିଲ୍ଲୀ,୬।୧୧: ଜଣେ ୧୭ ବର୍ଷୀୟା ନାବାଳିକା ବଳାତ୍କାର ପୀଡ଼ିତାଙ୍କୁ ଗର୍ଭପାତ କରିବାକୁ ଅନୁମତି ଦେଇଛନ୍ତି ଦିଲ୍ଲୀ ହାଇକୋର୍ଟ। ଆଇନଗତ ଗର୍ଭପାତ ପାଇଁ କୋର୍ଟର ଦ୍ୱାରସ୍ଥ ହୋଇଥିଲେ...

Advertisement
Archives

Model This Week