ମୋଦିଙ୍କର ଅର୍ଥନୀତିରେ ଜ୍ଞାନ ନାହିଁ: ରାହୁଲ

ହରିୟାଣା,୧୮।୧୦: ହରିୟାଣା ବିଧାନସଭା ନିର୍ବାଚନକୁ ନେଇ ଏବେ ଷ୍ଟାର ପ୍ରଚାରକମାନେ ମଇଦାନକୁ ଓହ୍ଲାଇଛନ୍ତି। ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ହରିୟାଣାର ସୋନିପଥରେ ବିରୋଧୀ କଂଗ୍ରେସ ଉପରେ ଖୁବ୍‌ ବର୍ଷିଥିଲେ। ସେଠାରେ ସେ ଏକ ରାଲିରେ ସମ୍ବୋଧନ ଦେବା ଅବସରରେ କଂଗ୍ରେସ ଅନୁଚ୍ଛେଦ ୩୭୦କୁ ବିରୋଧ କରୁଥିବା ନେଇ ମୋଦି କହିଥିଲେ କଂଗ୍ରେସକୁ ନା ଭାରତର ଏକତାର ଚିନ୍ତା ଅଛି ନା ସମ୍ବିଧାନର ଚିନ୍ତା। ହେଲେ କଂଗ୍ରେସର ଯେଉଁ ଅହଂକାର ଥିଲା ତାକୁ ମାଟିରେ ମିଶାଇ ଦେଇଛନ୍ତି ହରିୟାଣାବାସୀ। ଏବେ ଏହାର ଉତ୍ତର ରଖିଛନ୍ତି କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ। ସେ କହିଛନ୍ତି ମୋଦିଙ୍କର ଅର୍ଥନୀତିରେ ସାମାନ୍ୟତମ ଜ୍ଞାନ ନାହିଁ। ନଚେତ୍‌ ଦେଶର ଅର୍ଥନୀତି ଏବେ ଏତେ ଖରାପ ପରିସ୍ଥିତିକୁ ଗତି କରି ନ ଥାଅନ୍ତା। ସେ କହିଛନ୍ତି ୨୦୧୪ ପରେ ସେ ଆମେରିକାର ୨-୩ଜଣ ଅର୍ଥନୀତିଜ୍ଞଙ୍କୁ ଭେଟିଥିଲେ। ଆଉ ସେମାନଙ୍କର ମତ ଥିଲା କି ୨୦୦୪-୨୦୧୪ ମଧ୍ୟରେ ଭାରତର ଅର୍ଥନୀତି କେବଳ ମନରେଗା ଓ ଫାର୍ମ ଲୋନ ଓ୍ବିଭର ପାଇଁ ଭଲ ଥିଲା। ଯାହା ମୋଦି ସରକାରଙ୍କ ଅମଳରେ ଭୁଷୁଡି ପଡିଛି ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପାର୍ଲାମେଣ୍ଟରେ କର୍ନାଟକ ତାତି:କେନ୍ଦ୍ରକୁ ଦାୟୀ କଲା କଂଗ୍ରେସ

ନୂଆଦିଲ୍ଲୀ,୯ା୭(ପି.ଟି.): କର୍ନାଟକରେ ରାଜନୈତିକ ସଙ୍କଟ ଲାଗି ରହିଥିବାବେଳେ ଏହାକୁ ନେଇ ସୋମବାର ଲୋକ ସଭାରେ ଝଡ଼ ସୃଷ୍ଟି ହୋଇଥିଲା। କର୍ନାଟକ ସ୍ଥିତି ସହ ଭାଜପା ନେତୃତ୍ୱାଧୀନ...

ଉପର ମୁହାଁ ଦୈନିକ ସଂକ୍ରମଣ…

ନୂଆଦିଲ୍ଲୀ, ୨୩।୨: ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ଘନେଇବାରେ ଲାଗିଛି। ସଂକ୍ରମଣ ଦିନେ କମିଲେ ପୁଣି ବଢ଼ିବାରେ ଲାଗିଛି। ଭାରତୀୟ ସ୍ବାସ୍ଥ୍ୟ...

ମଧ୍ୟପ୍ରଦେଶ ଦ୍ୱାଦଶ ବୋର୍ଡ: ବାପା-ଝିଅ ପରୀକ୍ଷା ଦେବାକୁ ଗୋଟିଏ କେନ୍ଦ୍ରରେ ପହଞ୍ଚିଲେ

ଭୋପାଳ,୨।୩: ମଧ୍ୟପ୍ରଦେଶ ମାଧ୍ୟମିକ ଶିକ୍ଷା ମଣ୍ଡଳ(ଏମ୍‌ଏସ୍‌ଏମ୍‌) ଦ୍ୱାରା ପରିଚାଳିତ ଦ୍ୱାଦଶ ଶ୍ରେଣୀ ବୋର୍ଡ ପରୀକ୍ଷା ସୋମବାରଠାରୁ ଆରମ୍ଭ ହୋଇଛି। ଏହା ପ୍ରଥମ ପରୀକ୍ଷା ମାତୃଭାଷା ହିନ୍ଦୀ...

ନିୟନ୍ତ୍ରଣ ରେଖାରେ ଯବାନ ପାଳିଲେ ବଡ଼ଦିନ: ସୋସିଆଲ୍‌ ମିଡ଼ିଆରେ ଭିଡ଼ିଓ ଭାଇରାଲ

ଶ୍ରୀନଗର,୨୫।୧୨: ଜମ୍ମୁ-କଶ୍ମୀରର ଭାରତ-ପାକିସ୍ତାନ ନିୟନ୍ତ୍ରଣ ରେଖାଠାରେ ଯବାନମାନେ ବଡ଼ଦିନ ପାଳନ କରୁଥିବାର ଏକ ଭିଡ଼ିଓ ଏବେ ସୋସିଆଲ୍‌ ମିଡ଼ିଆରେ ଭାଇରାଲ ହେବାରେ ଲାଗିଛି। ଯବାନମାନେ ଜିଙ୍ଗଲ୍‌...

ତିନି ପାଦ ତଳକୁ ଖସିଲା ଭାରତ

ନୂଆଦିଲ୍ଲୀ,୨ା୩: ୨୦୩୦ ମସିହା ବେଳକୁ ଭାରତ ଯେଉଁ ବିକାଶ ଲକ୍ଷ୍ୟ ରଖିଥିଲା ତାହା ପୂରଣ ହେବାପରି ମନେହେଉନାହିଁ। ସେଣ୍ଟର ଫର୍‌ ସାଇନ୍ସ ଆଣ୍ଡ୍‌ ଏନ୍‌ଭାଇରନମେଣ୍ଟସ୍‌ ଷ୍ଟେଟ୍‌...

ମନ୍ଦିର ପୂଜକଙ୍କୁ ଜାଳିଦେଲେ

ଜୟପୁର,୧୦।୧୦: ରାଜସ୍ଥାନର କରୌଲିରେ ଜମି ବିବାଦକୁ ନେଇ ଦୁର୍ବୃତ୍ତମାନେ ମନ୍ଦିର ପୂଜକ ବାବୁଲାଲ୍‌ ବୈଷ୍ଣବଙ୍କୁ ନିସ୍ତୁକ ମାଡ଼ମାରିବା ସହ ପେଟ୍ରୋଲ ଢାଳି ଜାଳିଦେଇଥିବା ଅଭିଯୋଗ ହୋଇଛି।...

ଦୁଇଟି ରାଜ୍ୟରେ ବ୍ୟାନ ବିରୋଧରେ ସୁପ୍ରିମକୋର୍ଟ ପହଞ୍ଚିଲେ ‘ଦ କେରଲା ଷ୍ଟୋରି’ର ମେକର୍ସ, କହିଲେ ପ୍ରତିଦିନ ହେଉଛି କ୍ଷତି

ନୂଆଦିଲ୍ଲୀ,୧୦।୫: ବଲିଉଡ ମୁଭି ‘ଦ କେରଲା ଷ୍ଟୋରି’କୁ ନେଇ ଚର୍ଚ୍ଚା ଥମିବାର ନାଁ ନେଉନି। ଏବେ ଫିଲ୍ମର ପ୍ରଦର୍ଶନ ଉପରେ ପଶ୍ଚିମବଙ୍ଗ ଓ ତାମିଲନାଡୁରେ ବ୍ୟାନ...

ରନ୍ ୱେକୁ ଯାଇ ପୁଣି ବେ କୁ ଫେରିଆସିଲା ଏୟାର ଏସିଆ ବିମାନ

ପୁଣେ,୭ ।୧୧: ଦେଶରେ ଏବେ ବିମାନ କମ୍ପାନୀର କିଛି ବିମାନରେ କିଛି ନା କିଛି ତ୍ରୁଟି ଦେଖିବାକୁ ମିଳୁଛି । ରବିବାର ସନ୍ଧ୍ୟାରେ ଏୟାର ଏସିଆର...

Advertisement
Archives

Model This Week