ମୋଦିଙ୍କୁ ଅନୁରୋଧ କଲେ ଋଷି କପୁର କହିଲେ ଏହି କଥା…

ବଲିଉଡର ବରିଷ୍ଠ ଅଭିନେତା ଋଷି କପୁର କର୍କଟ ରୋଗରେ ପୀଡିତ ହୋଇ ଆମେରିକାରେ ଚିକିତ୍ସିତ ହେଉଛନ୍ତି। ନିଜ ଫ୍ୟାନ୍‌ ମାନଙ୍କ ସହ ଯୋଡି ରହିବା ପାଇଁ ସେ ସର୍ବଦା ସୋସିଆଲ ମିଡିଆରେ ସକ୍ରିୟ ରହିଥାନ୍ତି। ନିକଟରେ ଶେଷ ହୋଇଥିବା ସାଧାରଣ ନିର୍ବାଚନରେ ଭାଜପାର ଐତିହାସିକ ବିଜୟ ପରେ ସେ ଟୁଇଟରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଅରୁଣ ଜେଟଲୀ ଏବଂ ସ୍ମୃତି ଇରାନୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ସରକାରଙ୍କୁ ଅନୁରୋଧ କରି କହିଛନ୍ତି ଯେ, ମୁକ୍ତ ଶିକ୍ଷା, ସ୍ବାସ୍ଥ୍ୟ ଏବଂ ପେନ୍‌ଶନ ପାଇଁ କାର୍ଯ୍ୟ କରନ୍ତୁ। ମୁଁ ଜାଣିଛି ଏହା କଷ୍ଟକର, କିନ୍ତୁ ଦିନେ ନା ଦିନେ ଏହା ସମସତ୍କ ପାଖରେ ପହଞ୍ଚି ପାରିବ।


Enter your email to get our daily news in your inbox.

All Right Reserved By Dharitri.Com

ଶାହିଦ ନୁହନ୍ତି, ମୀରାଙ୍କ ପସନ୍ଦର ସେଲିବ୍ରିଟି ଏହି କ୍ରିକେଟର

ବଲିଉଡ୍‌ ଅଭିନେତା ଶାହିଦ କପୁରଙ୍କ ସ୍ତ୍ରୀ ମୀରା ରାଜପୁତ ଇନ୍‌ଷ୍ଟାଗ୍ରାମ୍‌ ଆକାଉଣ୍ଟରେ ପ୍ରଶଂସକଙ୍କ ସହ ସବୁବେଳେ ପ୍ରଶ୍ନ-ଉତ୍ତର ଖେଳ ଖେଳିଥାନ୍ତି। ନିକଟରେ ସେ ଠିକ୍‌ ଏମିତି...

ପ୍ରେମିକଙ୍କୁ ଝୁରୁଛନ୍ତି ଶିଳ୍ପାଙ୍କ ଭଉଣୀ

ବମ୍ବେ: ପ୍ରେମିକ ରାକେଶ ବାପତଙ୍କ ଝୁରୁଛନ୍ତି ବଲିଉଡ୍‌ ଡିଭା ଶିଳ୍ପା ସେଟ୍ଟୀଙ୍କ ଭଉଣୀ ତଥା ଅଭିନେତ୍ରୀ ସମିତା ସେଟ୍ଟୀ। ବିଗ୍‌ ବସ୍‌ ୧୫ ଓଟିଟି ପରେ...

ଏଠାରେ ରହିଛି ନେହା କକ୍କରଙ୍କ ବିଳାସପୂର୍ଣ୍ଣ ବଙ୍ଗଳା, ଫଟୋ ଭାଇରାଲ

ମୁମ୍ବାଇ: ବଲିଉଡ୍‌ ଗାୟିକା ନେହା କକ୍କର ଏବଂ ତାଙ୍କ ସ୍ବାମୀ ରୋହନପ୍ରୀତ୍‌ ସିଂହଙ୍କ ଯୋଡ଼ି ମ୍ୟୁଜିକ୍‌ ଇଣ୍ଡଷ୍ଟ୍ରିରେ ବେଶ୍‌ ପ୍ରସିଦ୍ଧ। ଦୁଇଜଣଙ୍କର ଅନେକ ଫ୍ୟାନ୍‌ ଫଲୋଅର୍ସ...

ଅର୍ଚ୍ଚିତାଙ୍କ ଘରେ ରଙ୍ଗ ସାଙ୍ଗକୁ ପଖାଳର ମଜାନେଲେ ସବ୍ୟସାଚୀ

ନିକଟରେ ବିବାହ ବନ୍ଧନରେ ବାନ୍ଧି ହୋଇଥିବା ଓଲିଉଡ୍‌ର ସୁପରହିଟ୍‌ ଯୋଡି ସବ୍ୟସାଚୀ ଓ ଅର୍ଚ୍ଚିତା ଖୁବ୍‌ ଧୁମ୍‌ଧାମ୍‌ର ସହ ହୋଲି ପାଳନ କରିଛନ୍ତି। ବିବାହ ପରେ...

ଦୀପିକାଙ୍କୁ ସମ୍ମାନୀତ କରିବେ କମଳ ନାଥ ସରକାର

ଭୋପାଳ,୧୧।୧: ମଧ୍ୟପ୍ରଦେଶ ସରକାର ବଲିଉଡ୍‌ ମୁଭି ‘ଛପାକ’କୁ ଟ୍ୟାକ୍ସ ଫ୍ରି କରିବା ପରେ ଏବେ ଏହାର ଅଭିନେତ୍ରୀ ଦୀପିକା ପାଦୁକୋନଙ୍କୁ ସମ୍ମାନୀତ କରିବେ ବୋଲି କହିଛନ୍ତି।...

ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଲେ ବାଦ୍‌ଶାହ: କଂକ୍ରିଟ୍‌ ସ୍ଲାବ ସହ ପିଟିହେଲା କାର

ବମ୍ବେ: ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଲେ ର଼୍ୟାପର ଆଦିତ୍ୟ ପ୍ରତୀକ ସିଂହ ସିସୋଡ଼ିଆ ଓରଫ ବାଦ୍‌ଶାହ। ଦିଲ୍ଲୀର ପଟିଆଲା ନିକଟ ରାଜପୁରାରେ ତାଙ୍କ କାର ଦୁର୍ଘଟଣାରୁ ବର୍ତ୍ତିଥିବା...

ଦିନେ ଖାଇବାକୁ ମିଳୁ ନ ଥିଲା, ଏବେ ସଫଳ ଅଭିନେତ୍ରୀ

ମୁମ୍ବାଇ: ସାଉଥ୍‌ ଫିଲ୍ମ ଇଣ୍ଡଷ୍ଟ୍ରିର ଚୁଲବୁଲି ନାୟିକା ସାମନ୍ଥା ରୁଥ ପ୍ରଭୁ ଏବେ ପୁଣି ଚର୍ଚ୍ଚାର କେନ୍ଦ୍ରବିନ୍ଦୁ ପାଲଟିଛନ୍ତି। ନିକଟରେ ଅଭିନେତା ନାଗା ଚୈତନ୍ୟଙ୍କ ସହ...

ସେଲ୍ସମ୍ୟାନ୍‌ରୁ ସେଲିବ୍ରିଟି: ୨.୪୪ କୋଟିରୁ ଅଧିକ ମୂଲ୍ୟର ରେଞ୍ଜ ରୋଭର୍‌ କିଣି ଚର୍ଚ୍ଚାରେ ଫୈଜଲ ଶେଖ୍‌

ବମ୍ବେ: ସେଲ୍ସମ୍ୟାନ୍‌ରୁ ସୋସିଆଲ ମିଡିଆ ଷ୍ଟାର। ଆଉ ଏବେ ଜୀବନରେ ଯୋଡ଼ି ହୋଇ ଚାଲିଛି ସଫଳତାର ନୂଆ ନୂଆ ଫର୍ଦ୍ଦ। ଆମେ କଥା ହେଉଛୁ ଫୈଜଲ...

Advertisement
Archives

Model This Week