Posted inଜାତୀୟ

ମୋଦିଙ୍କୁ ଖଳନାୟକ କହିଲେ କିଛି ଲାଭ ହେବ ନାହିଁ:ଜୟରାମ

ନୂଆଦିଲ୍ଲୀ,୨୩।୮:ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ କାର୍ଯ୍ୟଶୈଳୀରେ ସର୍ବଦା ନକରାତ୍ମକ ଖୋଜିଲେ କିଛି ଲାଭ ନାହିଁ ବୋଲି କହିଛନ୍ତି କଂଗ୍ରେସର ବରିଷ୍ଠ ନେତା ଜୟରାମ ରମେଶ। ରାଜନୈତିକ ବିଶ୍ଲେଷକ କପିଲ କୋମିରେଡ୍ଡୀଙ୍କ ପୁସ୍ତକ ଉନ୍ମୋଚନବେଳେ ସେ ଏହି ମତ ଦେଇଛନ୍ତି। ୨୦୧୪ରୁ ୨୦୧୯ ଶାସନ କାଳରେ ମୋଦି ଉଜ୍ଜଳା ଯୋଜନାରେ ଲକ୍ଷ ଲକ୍ଷ ଲୋକଙ୍କ ପାଖରେ ପହଞ୍ଚିପାରିଛନ୍ତି। ଲୋକଙ୍କ ବିଶ୍ୱାସ ଜିତିଛନ୍ତି। ଏହାର ଫଳସ୍ବରୂପ ସେ ଦ୍ୱିତୀୟଥର ଦେଶର ପ୍ରଧାନମନ୍ତ୍ରୀ ହୋଇପାରିଛନ୍ତି। ତେଣୁ ତାଙ୍କୁ ସବୁବେଳେ ଖଳନାୟକ ଭାବେ ଯେତେ ଦେଖାଇଲେ କିଛି ଲାଭ ହେବ ନାହିଁ ବୋଲି ଜୟରାମ କହିଛନ୍ତି। ତାଙ୍କ ମତକୁ ଟୁଇଟରରେ ସମର୍ଥନ ଜଣାଇଛନ୍ତି କଂଗ୍ରେସର ଅନ୍ୟତମ ବରିଷ୍ଠ ନେତା ଅଭିଷେକ ମନୁ ସିଂଘବି।


Enter your email to get our daily news in your inbox.

All Right Reserved By Dharitri.Com

୧୧ ତିବ୍ବତୀୟ ଗିରଫ

ଚେନ୍ନାଇ,୧୨ା୧୦(ପି.ଟି.): ଚାଇନା ରାଷ୍ଟ୍ରପତି ଜି ଜିନ୍‌ପିଙ୍ଗ୍‌ଙ୍କୁ ବିରୋଧ କରି ଚେନ୍ନାଇ ବିମାନ ବନ୍ଦର ଓ ସେ ରହିବାକୁ ଥିବା ଷ୍ଟାର ହୋଟେଲ ବାହାରେ ବିକ୍ଷୋଭ ପ୍ରଦର୍ଶନ...

କୋଭିଡ ହସ୍ପିଟାଲରେ ଲାଗିଲା ଭୟଙ୍କର ନିଆଁ: ୧୩ ଜଣ କରୋନା ରୋଗୀଙ୍କ ଜୀବନ ଗଲା

ମୁମ୍ବାଇ,୨୩।୪।: ମହାରାଷ୍ଟ୍ରର ମୁମ୍ବାଇସ୍ଥିତ ବିରାର ଅଞ୍ଚଳରେ ବିଜୟ ବଲ୍ଲଭ କୋଭିଡ ହସ୍ପିଟାଲରେ ଭୟାନକ ଅଗ୍ନିକାଣ୍ଡ ଘଟିଛି। ଏଥିରେ ୧୩ ଜଣ କରୋନା ରୋଗୀଙ୍କର ମୃତ୍ୟୁ ଘଟିଛି।...

ଜୟାଙ୍କୁ ଟାର୍ଗେଟ କଲେ କଙ୍ଗନା

ନୂଆଦିଲ୍ଲୀ,୧୫ ।୯: ସମାଜବାଦୀ ପାର୍ଟିର ରାଜ୍ୟ ସଭା ସଦସ୍ୟ ତଥା ବଳିଉଡ୍ ନାୟିକା ଜୟା ବଚ୍ଚନ ମଙ୍ଗଳବାର କହିଥିଲେ କି ବଲିଉଡକୁ ବଦନାମ କରିବାକୁ ଯୋଜନା...

ଟିଏମସିର ଆନ୍ତରିକ କହଳ: ଘୋଷଣା ହେଲା ନୂଆ ୱାର୍କିଂ କମିଟି

କୋଲକାତା,୧୩ ।୨: ତୃଣ ମୂଳ କଂଗ୍ରେସ(ଟିଏମସି)ରେ ‘ଜଣେ ବ୍ୟକ୍ତି ଗୋଟିଏ ପଦ’ ବିବାଦ ମଧ୍ୟରେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ଘରେ ଶନିବାର ସନ୍ଧ୍ୟାରେ ଦଳର...

ଭାରତ ଆସିବା ପୂର୍ବରୁ ହିନ୍ଦୀରେ ଟୁଇଟ କଲେ ଟ୍ରମ୍ପ

ଅହମଦାବାଦ,୨୪।୨: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସୋମବାର ୨ ଦିନିଆ ଗସ୍ତରେ ଭାରତ ଆସୁଛନ୍ତି। ରାଷ୍ଟ୍ରପତି ହେବା ପରେ ଟ୍ରମ୍ପଙ୍କ ଏହା ପ୍ରଥମ ଗସ୍ତ। ତାଙ୍କ...

ମୁଖ୍ୟମନ୍ତ୍ରୀଙ୍କ ପୁଅ ବାହାଘର: ସୁରକ୍ଷାରେ ଅବହେଳା ଯୋଗୁ ୪ ପୋଲିସ ନିଲମ୍ବିତ

ଚଣ୍ଡିଗଡ଼,୧୪ ।୧୦: ପଞ୍ଜାବର ନୂଆ ମୁଖ୍ୟମନ୍ତ୍ରୀ ଚରଣଜିତ ସିଂ ଚନ୍ନିଙ୍କ ପୁଅ ବାହାଘର ସରିଛି । ହେଲେ ଏଥିରେ ସୁରକ୍ଷାରେ ଅବହେଳା ଯୋଗୁ ୪ ଜଣ...

କୁଲଗାମ ଏକାଉଣ୍ଟର: ହିଜବୁଲର ଜଣେ ଆତଙ୍କବାଦୀ ନିହତ

ଶ୍ରୀନଗର,୧୧ ।୬: ଜମ୍ମୁ-କଶ୍ମୀରର କୁଲଗାମରେ ସୁରକ୍ଷାକର୍ମୀ ଓ ଆତଙ୍କବାଦୀଙ୍କ ମଧ୍ୟରେ ଏନକାଉଣ୍ଟର ଜାରି ରହିଛି । ଏବେ ପର୍ଯ୍ୟନ୍ତ ସୁରକ୍ଷାକର୍ମୀଙ୍କ ଆକ୍ରମଣରେ ଜଣେ ଆତଙ୍କବାଦୀ ନିହତ...

ଜୀବନସାଥୀଙ୍କ ଉପରେ ମିଥ୍ୟା ଆରୋପ ଏକ କ୍ରୁରତା, ହାଇକୋର୍ଟ…

ନୂଆଦିଲ୍ଲୀ,୨୪।୩ : ଜୀବନସାଥୀଙ୍କ ବିରୋଧରେ ଚରିତ୍ରହୀନତା ଅଭିଯୋଗକୁ ନେଇ ଦିଲ୍ଲୀ ହାଇକୋର୍ଟ କହିଛନ୍ତି ଯେ ଏଭଳି ଏକ ପବିତ୍ର ସମ୍ପର୍କରେ ଏହା କେବେ ମଧ୍ୟ ଗ୍ରହଣଯୋଗ୍ୟ...

Advertisement
Archives

Model This Week