ମୋଦିଙ୍କୁ ଖାସ୍‌ ଉପହାର ହେଲେ ଶ୍ରୀଲଙ୍କା ରାଷ୍ଟ୍ରପତି

କଲମ୍ବୋ, ୯।୬: ପ୍ରଧାମନ୍ତ୍ରୀ ନରେନ୍ଦ୍ର ମୋଦି ଶ୍ରୀଲଙ୍କା ଗସ୍ତରେ ଯାଇ ସେଠାକାର ରାଷ୍ଟ୍ରପତି ମୈତ୍ରିପାଲା ସିରିସେନାଙ୍କୁ ଭେଟିଛନ୍ତି। ମୋଦିଙ୍କୁ ଏକ ଖାସ୍‌ ଉପହାରଟିଏ ଦେଇଥିଲେ ମୈତ୍ରିପାଲା। ଧ୍ୟାନ ମୁଦ୍ରାରେ ବସିଥିବା ଏକ ବଡ ବୁଦ୍ଧଙ୍କ ମୂର୍ତ୍ତି ସେ ମୋଦିଙ୍କୁ ଭେଟିଦେଇଥଥିଲେ। ଏହି ବୁଦ୍ଧ ମୂର୍ତ୍ତିଟି ଶାଗୁଆନ କାଠରେ ନିର୍ମିତ ହୋଇଛି। ଏହାକୁ ପ୍ରସ୍ତୁତ କରିବା ପାଇଁ ଦୁଇବର୍ଷ ଲାଗିଯାଇଥିଲା ବୋଲି ପ୍ରଧାନମନ୍ତ୍ରୀ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି। ଏହି ସମୟରେ ଉଭୟ ନେତାଙ୍କ ମଧ୍ୟ ଦ୍ୱିପାକ୍ଷୀୟ ଆଲୋଚନା ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଡେଲ୍ଟା ଭାରିଏଣ୍ଟ କବଳରେ ଚାଇନା

ବେଜିଂ,୩୧ ।୭: ଚାଇନାର ଉହାନ ସହରରୁ ଆରମ୍ଭ ହୋଇଥିବା କରୋନା ମହାମାରୀ ଏବେ ସାରା ବିଶ୍ୱରେ ଆତଙ୍କ ଖେଳାଇ ଦେଇଛି । ଏହି ମହାମାରୀ ଏବେ...

ପୃଥିବୀ ସଦୃଶ ଗ୍ରହ ଚିହ୍ନଟକଲା ନାସା

ଓ୍ବାଶିଂଟନ୍‌,୧୨।୧: ମହାକାଶର ଗ୍ରହ, ଉପଗ୍ରହ ଓ ତାରକା ସମ୍ପର୍କରେ ଅଧିକ ତଥ୍ୟ ସଂଗ୍ରହ କରିବା ଲାଗି ଆମେରିକୀୟ ମହାକାଶ ଗବେଷଣା ସଂସ୍ଥା (ନାସା) ବୈଜ୍ଞାନିକଙ୍କ ଅନୁସନ୍ଧାନ...

ଉପନିର୍ବାଚନ ପୂର୍ବରୁ ରାଲି କରିବେ ଇମ୍ରାନ, ୧୬ରେ ଭୋଟ୍‌

ଇସଲାମାବାଦ,୯ା୧୦: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ତଥା ପାକିସ୍ତାନ ତେହେରିକ-ଇ-ଇନ୍‌ସାଫ ପାର୍ଟି (ପିଟିଆଇ) ଅଧ୍ୟକ୍ଷ ଇମ୍ରାନ ଖାନ୍‌ ୮ ଜାତୀୟ ବିଧାନସଭା ଆସନକୁ ଉପ-ନିର୍ବାଚନ ପୂର୍ବରୁ ବିଭିନ୍ନ...

ବ୍ରିଟେନ ଲେବର ପାର୍ଟିରୁ ମେଘନାଦ ଦେଶାଇଙ୍କ ଇସ୍ତଫା

ଲଣ୍ଡନ, ୨୨।୧୧: ଭାରତୀୟ ବଂଶୋଦ୍ଭବ ଅର୍ଥନୀତିଜ୍ଞ ତଥା ଲେଖକ ଲର୍ଡ ମେଘନାଦ ଦେଶାଇ ବ୍ରିଟେନର ବିରୋଧୀ ଦଳ ଲେବର ପାର୍ଟିର ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି।...

ମୁସଲମାନ୍‌ଙ୍କ ପାଇଁ ଇଫତାର ଆୟୋଜନ କରୁଛି ଗୁରୁଦ୍ୱାର

ଦୁବାଇ,୨୮।୫: ରମଜାନ୍‌ ମାସରେ ମୁସଲମାନ୍‌ଙ୍କ ପାଇଁ ଦୁବାଇର ଏକ ଗୁରୁଦ୍ୱାର ଇଫତାର ଆୟୋଜନ କରୁଛି। ପୂର୍ବରୁ ଗୁରୁଦ୍ୱାର ପକ୍ଷରୁ ରମଜାନ୍‌ ମାସରେ କେବଳ ଗୋଟିଏ ଦିନ...

ବୋମା ମିଳିବାରୁ ୧୩ ହଜାର ସ୍ଥାନାନ୍ତର

ବର୍ଲିନ, ୮ା୧୨: ଦ୍ୱିତୀୟ ବିଶ୍ୱଯୁଦ୍ଧବେଳର ଏକ ଅଫୁଟା ବୋମା ଜର୍ମାନୀର ଫ୍ରାଙ୍କଫର୍ଟରୁ ଠାବ କରାଯାଇଛି। ଧନଜୀବନ ହାନି ଆଶଙ୍କାରେ ସେଠାକାର ପ୍ରାୟ ୧୩ ହଜାର ବାସିନ୍ଦାଙ୍କୁ...

୫ ବର୍ଷ ପରେ ବଜାରରେ ମିଳିବ କୃତ୍ରିମ କିଡ୍‌ନୀ…

ଏବେ କିଡ୍‌ନୀ ସମସ୍ୟା ଦେଖାଗଲେ ଆଉ ଭୟ କରିବାର ନାହିଁ। କାରଣ ୫ ବର୍ଷ ପରେ ବଜାରରେ କୃତ୍ରିମ କିଡ୍‌ନୀ ମିଳିବ। ଆମେରିକାରେ ଗବେଷକ ଏଭଳି...

ବାଂଲାଦେଶରେ ବିଜୁଳି ସଙ୍କଟ: ସପ୍ତାହରେ ୨ ଦିନ ବନ୍ଦ ରହିବ ସ୍କୁଲ, କାର୍ଯ୍ୟାଳୟ ସମୟରେ ହେବ ପରିବର୍ତ୍ତନ

ଢାକା,୨୩ ।୮: ବାଂଲାଦେଶରେ ଆର୍ଥିକ ସଙ୍କଟ ବେଳକୁ ବେଳ ବଢିବାରେ ଲାଗିଛି । ମହଙ୍ଗା ମାଡରେ ଉବୁଟୁବୁ ହେଉଥିବା ଜନତାଙ୍କୁ ଏବେ ବିଜୁଳିବି ମିଳିବା କଷ୍ଟକର...

Advertisement
Archives

Model This Week