ମୋଦିଙ୍କୁ ଧନ୍ୟବାଦ ଜଣାଇଲେ ଶ୍ରୀଲଙ୍କା ପ୍ରଧାନମନ୍ତ୍ରୀ

କଲମ୍ବୋ, ୨।୮: ଇଷ୍ଟର ବୋମା ବିସ୍ଫୋରଣ ପରେ ଶ୍ରୀଲଙ୍କାକୁ ସମସ୍ତ ସହାୟତା ଯୋଗାଇ ଦେଇଥିଲା ଭାରତ। ଶ୍ରୀଲଙ୍କା ପ୍ରଧାନମନ୍ତ୍ରୀ ରନିଲ୍‌ ବିକ୍ରମସିଂଘେ ଏଥିପାଇଁ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଧନ୍ୟବାଦ ଜଣାଇଛନ୍ତି। ସେ କହିଛନ୍ତି, ଏଭଳି ବିପଦ ସମୟରେ ପଡୋଶୀ ଭାରତ ଆମକୁ ସବୁପ୍ରକାର ସହାୟତା ଯୋଗାଇଦେଇଥିଲା। ସୂଚନାଯୋଗ୍ୟ, ଏପ୍ରିଲ ମାସ ଇଷ୍ଟର ରବିବାର ଦିନ ବୋମା ବିସ୍ଫୋରଣ ଘଟି ୨୫୦ରୁ ଊର୍ଦ୍ଧ୍ୱ ବ୍ୟକ୍ତି ନିହତ ହୋଇଥିଲେ। ଏଥି ମଧ୍ୟରେ ୧୧ଜଣ ଭାରତୀୟ ନାଗରିକଙ୍କ ମୃତ୍ୟୁ ହୋଇଥିଲା। ବୋମା ବିସ୍ଫୋରଣ ପରେ ମୋଦି ପ୍ରଥମ ବିଦେଶ ନେତା ଭାବେ ଶ୍ରୀଲଙ୍କା ଗସ୍ତ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରୁଷିଆ ରାଷ୍ଟ୍ରଦୂତଙ୍କ ଉପରେ ଆକ୍ରମଣ

ଓ୍ବାର୍ସ,୧୦।୫: ରୁଷିଆ ଓ ୟୁକ୍ରେନ ମଧ୍ୟରେ ଜାରି ରହିଥିବା ଯୁଦ୍ଧର ଆକ୍ରୋଶ ଏବେ ପଡ଼ୋଶୀ ଦେଶମାନଙ୍କରେ ମଧ୍ୟ ଦେଖିବାକୁ ମିଳିଛି। ଯାହାର ଶୀକାର ଏବେ ରୁଷିଆ...

ତୁର୍କୀ ଆକାଶରେ ବିଚିତ୍ର ବାଦଲ

ଅଙ୍କାରା,୨୮।୧: ତୁର୍କୀ ଏବଂ ବୁର୍ସା ଆକାଶରେ ଏକ ବିରଳ ବାଦଲ ସୃଷ୍ଟି ହୋଇଛି, ଯାହା ଅଜଣା ଉଡ଼ନ୍ତା ବସ୍ତୁ (ୟୁଏଫ୍‌ଓ) ସଦୃଶ ଦେଖାଯାଉଛି। ଗୁରୁବାର ସକାଳେ...

ଗୃହଯୁଦ୍ଧ ମୁହାଁ ଇରାକ୍‌, ସପ୍ତାହ ମଧ୍ୟରେ ଦ୍ୱିତୀୟ ଥର ପାଇଁ ସଂସଦରେ ପ୍ରବେଶ କଲେ ପ୍ରଦର୍ଶନକାରୀ…

ବାଗଦାଦ୍‌, ୩୦।୭ : ଇରାକ୍‌ ଗୃହଯୁଦ୍ଧ ମୁହାଁ ହେବାରେ ଲାଗିଛି। ସପ୍ତାହ ମଧ୍ୟରେ ଦ୍ୱିତୀୟ ଥର ପାଇଁ ସଂସଦରେ ପ୍ରଦର୍ଶନକାରୀ ପ୍ରବେଶ କରିଛନ୍ତି। ଶନିବାର ଏକ...

ଡେନ୍‌ମାର୍କ ପ୍ରଧାନମନ୍ତ୍ରୀଙ୍କ ଘରେ ଓଡ଼ିଶା ପଟଚିତ୍ର

କୋପେନହେଗେନ୍‌,୪ା୫: ଡେନ୍‌ମାର୍କ ଗସ୍ତରେ ଥିବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ତାଙ୍କ ଡାନିସ୍‌ ପ୍ରତିପକ୍ଷ ମେଟେ ଫ୍ରେଡେରିକ୍ସନ୍‌ଙ୍କ ସହ ଦ୍ୱିପାକ୍ଷିକ ସମ୍ପର୍କ ବୃଦ୍ଧି ଓ ଅନ୍ୟାନ୍ୟ...

କମିଛି ଆଣ୍ଟିବାୟୋଟିକ ବ୍ୟବହାର

ଲଣ୍ଡନ,୧୩।୫: କରୋନା ରୋଗୀଙ୍କ ଚିକିତ୍ସା ପାଇଁ ଏ ପର୍ଯ୍ୟନ୍ତ କୌଣସି ସଫଳ ଔଷଧ ବାହାରି ନ ଥିବାରୁ ସଂକ୍ରମଣ ରୋକିବାକୁ ସ୍ବଚ୍ଛତାକୁ ଗୁରୁତ୍ୱ ଦିଆଯାଉଛି। ଅଧିକାଂଶ...

କରୋନାକୁ ନାହିଁ ଡର: ୧୦୦ ବର୍ଷ ବୟସ୍କ ଭାରତୀୟ ଫିଲ୍ମ ନିର୍ମାତା କଲେ ବିବାହ

ଲଣ୍ଡନ,୨୧।୩: ସାରା ଦୁନିଆ କରୋନା ଆତଙ୍କରେ ଆତଙ୍କିତ ହୋଇପଡ଼ିଛି। ତେବେ ଏହାକୁ ୧୦୦ ବର୍ଷ ବୟସ୍କ ଭାରତୀୟ ଫିଲ୍ମ ନିର୍ମାତା ପାଓ୍ବ।ର ଅବାସ୍‌ ନ ଡରି...

ଆମେରିକା ମିଡ଼ିଆରେ ସଙ୍କଟ: ବେରୋଜଗାର ହେଉଛନ୍ତି ଗଣମାଧ୍ୟମ ପ୍ରତିନିଧି…

ଓ୍ବାଶିଂଟନ,୨୨।୧ : ସିଏନଏନ ଠାରୁ ୱାଶିଂଟନ ପୋଷ୍ଟ ପର୍ଯ୍ୟନ୍ତ ଆମେରିକାର ଗଣମାଧ୍ୟମ କଠିନ ସମୟର ସମ୍ମୁଖୀନ ହେଇଛନ୍ତି। କାରଣ ଆର୍ଥିକ ଅବନତିର ଭୟ ମଧ୍ୟରେ ଅନେକ...

କାନବେରା ବିମାନ ବନ୍ଦରରେ ଗୁଳିକାଣ୍ଡ, ଟର୍ମିନାଲ ହେଲା ଖାଲି, ଜଣେ ଗିରଫ…

କାନବେରା, ୧୪।୮ : ଅଷ୍ଟ୍ରେଲିଆର କାନବେରା ବିମାନ ବନ୍ଦରରେ ଗୁଳିକାଣ୍ଡ ଘଟିଛି। ଜଣେ ବ୍ୟକ୍ତି ହାତରେ ବନ୍ଧୁକ ଧରି ଆଖିବୁଜା ଗୁଳି ଚଳାନା କରିଥିଲେ। ପରେ...

Advertisement
Archives

Model This Week