Posted inଜାତୀୟ

ମୋଦିଙ୍କୁ ଭେଟିବେ କେଜରିଓ୍ବାଲ

ନୂଆଦିଲ୍ଲୀ,୩।୩: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ ମଙ୍ଗଳବାର ପ୍ରଧାନମନ୍ତ୍ରୀ ମୋଦଙ୍କୁ ଭେଟିବାର କାର୍ଯ୍ୟକ୍ରମ ରହିଛି। କେଜରିଓ୍ବାଲ ତୃତୀୟଥର ଲାଗି ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଆସନରେ ବସିବା ପରେ ମୋଦିଙ୍କ ସହ ଏହା ତାଙ୍କର ପ୍ରଥମ ସାକ୍ଷାତ୍‌କାର ହେବ। ଉତ୍ତର-ପୂର୍ବ ଦିଲ୍ଲୀରେ ହୋଇଥିବା ଦଙ୍ଗାକୁ ନେଇ କେଜରିଓ୍ବାଲ ପ୍ରଧାନମନ୍ତ୍ରୀଙ୍କ ସହ ଆଲୋଚନା କରିବେ ବୋଲି କୁହାଯାଉଛି। ସଂସଦରେ ଥିବା ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟରେ ଏହି ସାକ୍ଷାତ୍‌କାର ହେବ ବୋଲି ସୂଚନା ମିଳିଛି। ସୂଚନାଯୋଗ୍ୟ, ଗତ ସପ୍ତାହରେ ଦିଲ୍ଲୀରେ ଉପୁଜିଥିବା ଦଙ୍ଗାରେ ଏପର୍ଯ୍ୟନ୍ତ ୪୭ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଶତାଧିକ ଆହତ ଏବେ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅକବରୁଦ୍ଦିନଙ୍କ ସ୍ବାସ୍ଥ୍ୟାବସ୍ଥା ଗୁରୁତର, ସାନଭାଇଙ୍କ ଆଶୁ ଆରୋଗ୍ୟ କାମନା ପାଇଁ ଅପିଲ୍‌ କଲେ ଓଓ୍ବେସୀ

ହାଇଦ୍ରାବାଦ,୧୧।୬: ଏଆଇଏମ୍‌ଆଇଏମ୍‌ର ମୁଖ୍ୟ ଅସବରୁଦ୍ଦିନ ଓଓ୍ବେସୀଙ୍କ ଭାଇ ଅକବରୁଦ୍ଦିନ ଓଓ୍ବେସୀଙ୍କ ସ୍ବାସ୍ଥ୍ୟାବସ୍ଥା ଗୁରୁତର ହୋଇପଡ଼ିଛି। ହଠାତ୍‌ ସ୍ବାସ୍ଥ୍ୟାବସ୍ଥା ଖରାପ୍‌ ହେବାରୁ ତାଙ୍କର ଲଣ୍ଡନ ସ୍ଥିତ ଏକ...

‘ଓପନ’ ହ୍ବାଟସ୍‌ଆପ୍‌ ଗ୍ରୁପ୍‌ରେ ଯୋଗ ନ ଦେବାକୁ ସେନା ଜାରି କଲା ସତର୍କ ସୂଚନା

ନୂଆଦିଲ୍ଲୀ,୯।୭: ଭାରତୀୟ ସେନା ପକ୍ଷରୁ ଏହାର ଯବାନ ଏବଂ ଅଫିସରଙ୍କ ପାଇଁ ଏକ ସତର୍କ ସୂଚନା ଜାରି ହୋଇଛି। ‘ଓପନ’ ହ୍ବାଟସ୍‌ଆପ୍‌ ଗ୍ରୁପ୍‌ରେ ଯୋଗ ନ...

ହୁ ହୁ ହୋଇ ବଢିଚାଲିଛି କରୋନା ସଂକ୍ରମିତଙ୍କ ସଂଖ୍ୟା: ଦିନକରେ ୪,୧୩ ଲକ୍ଷ ସଂକ୍ରମିତ, ୩,୯୮୨ ମୃତ

ନୂଆଦିଲ୍ଲୀ,୬।୫: ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟ ପୁଣି ଦ୍ରୁତ ଗତିରେ ବୃଦ୍ଧି ପାଇବାରେ ଲାଗିଛି। ଗତ କିଛିଦିନ ହେବ ପ୍ରତିଦିନ ତିନି ଲକ୍ଷରୁ ଅଧିକ ନୂତନ...

ମାସ୍କ ନ ପିନ୍ଧି କାନପୁର ଆଇଜି ଦେଲେ ଜରିମାନା

ଲକ୍ଷ୍ନୌ, ୭।୬: ଦେଶରେ କରୋନା ସଂକ୍ରମଣ ବଢ଼ିଚାଲିଛି। ସଂକ୍ରମଣରୁ ଦୂରେଇ ରହିବା ଲାଗି ସରକାରଙ୍କ ପକ୍ଷରୁ ମାର୍ଗଦର୍ଶିକା ଜାରି କରାଯାଇଛି। ସାମାଜିକ ଦୂରତା ବଜାୟ ରଖିବା,...

୬୫% ବୟସ୍କଙ୍କ ଜୀବିକା ପ୍ରଭାବିତ

ନୂଆଦିଲ୍ଲୀ,୧୬ା୬(ପି.ଟି.): କରୋନାଜନିତ ଲକ୍‌ଡାଉନ ଯୋଗୁ ୬୫ ପ୍ରତିଶତ ବୟସ୍କ ବ୍ୟକ୍ତିଙ୍କ ଜୀବିକା ପ୍ରଭାବିତ ହୋଇଛି। ଏହି ସମୟରେ ସେମାନେ କାମଧନ୍ଦା ହରାଇଛନ୍ତି କିମ୍ବା ସେମାନଙ୍କୁ ମିଳୁଥିବା...

ସୁରକ୍ଷିତ ନୁହେଁ ‘ଜୁମ୍‌’ ଆପ

ନୂଆଦିଲ୍ଲୀ,୧୬।୪: କରୋନା ଭାଇରସ ପାଇଁ ସାରା ଦେଶରେ ଲକ୍‌ଡାଉନ ଘୋଷଣା କରାଯାଇଥିବା ବେଳେ ପରସ୍ପର ସହ ସମ୍ପର୍କ ରଖିବାକୁ ଲୋକେ ଭିଡିଓ କଲିଂ ବା କନଫରେନ୍ସିଂର...

ବିଦେଶ ଯାତ୍ରା କରିପାରିବେ ରବର୍ଟ

ନୂଆଦିଲ୍ଲୀ,୯।୧୨: କଂଗ୍ରେସ ମହାସଚିବ ପ୍ରିୟଙ୍କା ଗାନ୍ଧୀ ଭଦ୍ରାଙ୍କ ସ୍ବାମୀ ରବର୍ଟ ଭଦ୍ରାଙ୍କୁ ବିଦେଶ ଯାତ୍ରା କରିବାକୁ ଦିଲ୍ଲୀର ଏକ କୋର୍ଟ ଅନୁମତି ପ୍ରଦାନ କରିଛନ୍ତି। ସେ...

କରୋନା ମଧ୍ୟରେ ହଜ୍‌ ଯାତ୍ରାକୁ ନେଇ ବଡ଼ ଘୋଷଣା

ନୂଆଦିଲ୍ଲୀ,୧୬।୪: ଦେଶରେ କରୋନା ସ୍ଥିତି ଧିରେ ଧିରେ ବିଗିଡ଼ିବାରେ ଲାଗିଛି। କରୋନାର ଦ୍ୱିତୀୟ ଲହର ଏବେ ଭୟାନକ ରୂପ ଧାରଣ କରୁଛି। ପ୍ରତିଦିନ କରୋନା ସଂକ୍ରମଣ...

Advertisement
Archives

Model This Week