ମୋଦିଙ୍କୁ ଭେଟିଲେ ନବୀନ

ଭୁବନେଶ୍ୱର,୧୧।୬(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିଛନ୍ତି। ଦ୍ୱିତୀୟ ଥର ପ୍ରଧାନମନ୍ତ୍ରୀ ହୋଇଥିବା ମୋଦିଙ୍କୁ ନବୀନ ଶୁଭେଚ୍ଛା ଜଣାଇଥିଲେ। ଏହା ପରେ ସାକ୍ଷାତ ସମୟରେ ଓଡ଼ିଶାର ବିଭିନ୍ନ ଦାବି ପ୍ରସଙ୍ଗରେ ଉଭୟଙ୍କ ମଧ୍ୟରେ ଆଲୋଚନା ହୋଇଛି। ପ୍ରଧାନମନ୍ତ୍ରୀଙ୍କୁ ଭେଟିବା ପରେ ଗଣମାଧ୍ୟମକୁ ନବୀନ କହିଛନ୍ତି ଯେ, ସ୍ବତନ୍ତ୍ର ରାଜ୍ୟ ପାହ୍ୟା, ଫନୀ କ୍ଷୟକ୍ଷତି ନେଇ ଆଲୋଚନା ହୋଇଛି। ଫନୀ ପାଇଁ ୫ ହଜାର କୋଟି ଟଙ୍କାର ଆର୍ଥିକ ସହାୟତା ଦେବାକୁ ଅନୁରୋଧ କରାଯାଇଛି। ୫ ଲକ୍ଷ ପକ୍କା ଘର ଯୋଗାଇ ଦେବାକୁ ମଧ୍ୟ ଅନୁରୋଧ ହୋଇଛି। ଏଥିସହ କୋଇଲା ରୟାଲିଟି ସଂଶୋଧନ ଦାବିନେଇ ତାଙ୍କୁ ଅବଗତ କରାଯାଇଛି ବୋଲି ନବୀନ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ଉତ୍ତମ କଳାକାର ହେବା ପାଇଁ ଶିକ୍ଷକ ପ୍ରେରଣାର ଉତ୍ସ ହେବା ଆବଶ୍ୟକ’

ଭଞ୍ଜନଗର,୬ା୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କବିସମ୍ରାଟ ଉପେନ୍ଦ୍ର ଭଞ୍ଜ ଶିକ୍ଷକ ଶିକ୍ଷା ମହାବିଦ୍ୟାଳୟରେ ଶୁକ୍ରବାର ଚିତ୍ରକଳା ପ୍ରଦର୍ଶନୀ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ମହାବିଦ୍ୟାଳୟ ଅଧ୍ୟକ୍ଷ ଡକ୍ଟର…

ଚତୁର୍ଥ ଥର ପାଇଁ ICC ଟୁର୍ଣ୍ଣାମେଣ୍ଟର ଫାଇନାଲ ଖେଳିବେ ଭାରତ-ନ୍ୟୁଜିଲାଣ୍ଡ, ପୁଣି ‘ଅଶୁଭ’ ନ ହେଉ ନରେନ୍ଦ୍ର ମୋଦି ଷ୍ଟାଡିୟମ

ନୂଆଦିଲ୍ଲୀ,୬।୩: ୨୦୨୬ ଟି-୨୦ ବିଶ୍ୱକପ ଶେଷ ହେବାକୁ ଯାଉଛି। ଗୋଟିଏ ମ୍ୟାଚ ପରେ ବିଜୟୀ ଦଳ ନିର୍ଣ୍ଣୟ କରାଯିବ। ରବିବାର, ୮ ମାର୍ଚ୍ଚରେ ଟୁର୍ଣ୍ଣାମେଣ୍ଟର ଫାଇନାଲରେ ଭାରତ…

ହୋଟେଲ ରୁମ୍‌ କିମ୍ବା ଚେଞ୍ଜିଂ ରୁମ୍‌ରେ ଅଛି କି ‘Hidden Camera’? ଏଭଳି ଉପାୟରେ କରନ୍ତୁ ଚିହ୍ନଟ, ନହେଲେ ରେକର୍ଡ ହୋଇଯିବ…

ଭୁବନେଶ୍ୱର,୬।୩: ଆଜିର ସମୟରେ ଟେକ୍ନୋଲୋଜି ଯେତିକି ଦ୍ରୁତ ଗତିରେ ଆଗକୁ ବଢ଼ୁଛି, ସେତିକି ପ୍ରାଇଭେସି ବା ଗୋପନୀୟତାକୁ ନେଇ ଚିନ୍ତା ମଧ୍ୟ ବଢ଼ିବାରେ ଲାଗିଛି। ଅନେକ ସମୟରେ…

‘ଯେମିତି କରିବ ସେମିତି ମିଳିବ…’, ଚାଚା ନୀତୀଶଙ୍କୁ ନେଇ ଏମିତି କ’ଣ କହିଦେଲେ ରୋହିଣୀ? ଯାହାକୁ ନେଇ ହେଲାଣି ଖୁବ ଚର୍ଚ୍ଚା

ପାଟନା,୬।୩: ନୀତୀଶ କୁମାର ଖୁବଶୀଘ୍ର ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେବେ। ସେ ରାଜ୍ୟ ସଭା ନିର୍ବାଚନ ପାଇଁ ନାମାଙ୍କନ ଦାଖଲ କରିଛନ୍ତି (ନୀତୀଶ କୁମାର ରାଜ୍ୟ ସଭା…

ପ୍ରକାଶ ପାଇଲା ସିଭିଲ ସର୍ଭିସ୍‌ ରେଜଲ୍ଟ, ଅନୁଜ ଅଗ୍ନିହୋତ୍ରୀ ଟପ୍ପର, ଜାଣନ୍ତୁ ପୂରା ଲିଷ୍ଟ…

ନୂଆଦିଲ୍ଲୀ,୬ା୩: ୟୁନିଅନ୍ ପବ୍ଲିକ୍ ସର୍ଭିସ୍ କମିଶନ(UPSC) ପରିଚାଳିତ ସିଭିଲ ସର୍ଭିସ ପରୀକ୍ଷା ଫଳ ଶୁକ୍ରବାର ପ୍ରକାଶ ପାଇଛି। ଏହି ପରୀକ୍ଷାରେ ଅନୁଜ ଅଗ୍ନିହୋତ୍ରୀ ଟପ୍ପର ହୋଇଥିବାବେଳେ ଦ୍ୱିତୀୟରେ…

ସାଙ୍ଗମାନଙ୍କ ସହ ଖେଳୁଥିଲାବେଳେ ନାବାଳିକାଙ୍କୁ ବଳାତ୍କାର, ଆସାମୀଙ୍କୁ ଅଦାଲତ ଶୁଣାଇଲେ ଏହି ରାୟ…

କଟକ,୬ା୩(ପ୍ରଭୁକଲ୍ୟାଣ ପାଲ): ନାବାଳିକା ବଳାତ୍କାର ମାମଲାରେ ଆସାମୀକୁ ଶୁକ୍ରବାର ସଜା ଶୁଣାଇଛନ୍ତି କଟକ ସ୍ବତନ୍ତ୍ର ପୋକ୍ସୋ ଅଦାଲତ। ଆସାମୀ କୃଷ୍ଣଚନ୍ଦ୍ର ମଲ୍ଲିକଙ୍କୁ ୨୦ ବର୍ଷ ସଶ୍ରମ କାରାଦଣ୍ଡ…

ନୀତୀଶ କୁମାରଙ୍କୁ ବିରୋଧ କଲେଣି ପରିବାର, ମୋଦିଙ୍କ ପୋଷ୍ଟରରେ ଲଗାଇଲେ କାଳି, ‘ଲଲନ ସିଂ, ସଞ୍ଜୟ ଝା ସଭିଙ୍କ ଉପରେ…’

ପାଟନା,୬।୩: ନୀତୀଶ କୁମାର ରାଜ୍ୟ ସଭା ପାଇଁ ପ୍ରାର୍ଥୀ ହେବାକୁ ନିଷ୍ପତ୍ତି ନେଇ ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛନ୍ତି। ବିହାରରୁ ତାଙ୍କ ବିଦାୟ କେବଳ ଦଳୀୟ କର୍ମୀଙ୍କୁ ନୁହେଁ…

T୨୦ ବିଶ୍ୱକପ୍‌ ଜିତିବାକୁ ହେଲେ ଅଭିଷେକ-ବରୁଣଙ୍କୁ ବାହାର କର…ଦଳ ପାଇଁ ବୋଝ ପାଲଟିଲେଣି ବିଶ୍ୱର ନଂ-୧ ଖେଳାଳି 

ନୂଆଦିଲ୍ଲୀ,୬।୩: ଟି-୨୦ ବିଶ୍ୱକପ୍‌ ୨୦୨୬ର ସେମିଫାଇନାଲରେ ଇଂଲଣ୍ଡକୁ ପରାସ୍ତ କରି ଭାରତୀୟ ଦଳ ଫାଇନାଲରେ ପ୍ରବେଶ କରିଛି। ଏହି ବିଜୟ ସହ ପ୍ରଶଂସକଙ୍କ ମଧ୍ୟରେ ଉତ୍ସାହ ଖେଳିଯାଇଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri