Posted inଜାତୀୟ

ମୋଦିଙ୍କୁ ଭେଟିଲେ ୟେଦୁରପ୍ପା

ନୂଆଦିଲ୍ଲୀ,୧୬।୮: କର୍ନାଟକ ମୁଖ୍ୟମନ୍ତ୍ରୀ ବିଏସ୍‌ ୟେଦୁରପ୍ପା ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ନୂଆଦିଲ୍ଲୀଠାରେ ଭେଟିଛନ୍ତି। କର୍ନାଟକ ବନ୍ୟା କ୍ଷୟକ୍ଷତିକୁ ନେଇ ସେ ମୋଦିଙ୍କ ସହ ଆଲୋଚନା କରିବା ପରେ କେନ୍ଦ୍ରରୁ ଅଧିକ ସହାୟତା ଦାବି କରିଛନ୍ତି। ଏହି ସମୟରେ ମୁଖ୍ୟ ସଚିବ ଟିଏମ୍‌ ବିଜୟଭାସ୍କର, କେନ୍ଦ୍ରମନ୍ତ୍ରୀ ସୁରେଶ ଅଙ୍ଗାଡି ଓ ପ୍ରହଲ୍ଲାଦ ଯୋଶୀ ମଧ୍ୟ ଉପସ୍ଥିତ ଥିଲେ। ସୂଚନାଯୋଗ୍ୟ, ଚଳିତ ବର୍ଷ ବନ୍ୟାରେ କର୍ନାଟକର ଅଧିକାଂଶ ଅଞ୍ଚଳ ଜଳମଗ୍ନ ହୋଇଥିବା ବେଳେ ଲକ୍ଷ ଲକ୍ଷ ଲୋକେ ବାସହରା ହୋଇଛନ୍ତି। ଏଥିରେ କୋଟି କୋଟି ଟଙ୍କାର ଫସଲ ମଧ୍ୟ ନଷ୍ଟ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଗ୍ରହଙ୍କ ଖାସ୍‌ ଖେଳରେ ୫ ରାଶିଙ୍କ ଚମକିବ ଭାଗ୍ୟ, ଖୋଲିଯିବ ଟଙ୍କା ଆସିବାର ରାସ୍ତା; ବଢିବ…

୧୩ ଅଗଷ୍ଟ, ୨୦୨୬ ରେ ଶ୍ରାବଣ ମାସର ଶୁକ୍ଳ ପକ୍ଷର ପ୍ରତିପଦା ତିଥି ଏବଂ ଦିନ ଗୁରୁବାର ଅଟେ। ଏହା ଚାତୁର୍ମାସର ୨୦ ତମ ଦିନ ଅଟେ।…

ଆସୁଛି ବଡ଼ ବର୍ଷା: ଅବପାତର ପରିଣତ ହେବ ଲଘୁଚାପ, ରେଡ୍‌ ଓ୍ବାର୍ନିଂ ଜାରି

ଭୁବନେଶ୍ୱର, ୧୩/୮:ପଶ୍ଚିମବଙ୍ଗ ଓ ବାଂଲାଦେଶ ଉପକୂଳର ଉତ୍ତର ବଙ୍ଗୋପସାଗର ଉପରେ ଲଘୁଚାପ ସୃଷ୍ଟି ହୋଇଛି। ଉତ୍ତର ବଙ୍ଗୋପସାଗର ଓ ପଶ୍ଚିମବଙ୍ଗ-ବାଂଲାଦେଶ ଉପକୂଳ ନିକଟରେ ସୃଷ୍ଟ ଲଘୁଚାପ ଅଧିକ…

ଚାଇନାର ପୂର୍ବତନ ପ୍ରଧାନମନ୍ତ୍ରୀଙ୍କ ଦେହାନ୍ତ

ବେଜିଂ, ୧୩।୮: ଚାଇନାକୁ ଆଧୁନିକ ଅର୍ଥନୈତିକ ମହାଶକ୍ତି ଭାବରେ ଗଢ଼ିବାରେ ପ୍ରମୁଖ ଭୂମିକା ନେଇଥିବା ଏବଂ ଦେଶକୁ ବିଶ୍ୱ ବାଣିଜ୍ୟ ସଂଗଠନ(ଡବ୍ଲ୍ୟୁଟିଓ)ରେ ସାମିଲ କରାଇଥିବା ଚାଇନାର ପୂର୍ବତନ…

୨୪ ସପ୍ତାହ ପର୍ଯ୍ୟନ୍ତ ଗର୍ଭପାତ କରିପାରିବେ ବଳାତ୍କାର ପୀଡ଼ିତା: କୋର୍ଟ ଦେଲେ ବଡ଼ ରାୟ

ଇନ୍ଦୋର,୧୨ା୮(ପି.ଟି.):ବଳାତ୍କାର ପୀଡ଼ିତା ଗର୍ଭବତୀ ହୋଇଥିଲେ, ସେ ୨୪ ସପ୍ତାହ ମଧ୍ୟରେ ଗର୍ଭପାତ କରିବାକୁ ଚାହିଁଲେ ଏଥିପାଇଁ ଅଦାଲତଙ୍କ ଅନୁମତି ନେବାକୁ ପଡ଼ିବ ନାହଁି। ମଧ୍ୟପ୍ରଦେଶ ହାଇକୋର୍ଟ ଏକ…

ପୁରୁଷ ବନ୍ଧୁଙ୍କୁ ବାନ୍ଧି ଯୁବତୀଙ୍କୁ ଗଣବଳାତ୍କାର: ଭଙ୍ଗା ଘରେ ଜଣଙ୍କ ପରେ ଜଣେ…

ନିିଶ୍ଚିନ୍ତକୋଇଲି, ୧୩ା୮(ଅଶୋକ ମହାପାତ୍ର):କେନ୍ଦ୍ରାପଡ଼ା ଜିଲା କଳପଡ଼ା ଅଞ୍ଚଳର ଜଣେ ଯୁବତୀ ଭୁବନେଶ୍ୱରର ଏକ ମଲ୍‌ରେ କାର୍ଯ୍ୟ କରନ୍ତି। ସେଠାରେ ଗାଡ଼ିଚାଳକ ରୂପେ ରହି କାର୍ଯ୍ୟ କରୁଥିବା ନୟାଗଡ଼…

LACରେ ତିକ୍ତା ପରେ ଭାରତକୁ ନେଇ ବଡ଼ କଥା କହିଦେଲେ ଚାଇନା: ଏବେ ସବୁକିଛି…

ନୂଆଦିଲ୍ଲୀ,୧୩।୮: ଅରୁଣାଚଳ ପ୍ରଦେଶର ପ୍ରକୃତ ନିୟନ୍ତ୍ରଣ ରେଖା (LAC) ନିକଟରେ ଭାରତ ଏବଂ ଚାଇନା ମଧ୍ୟରେ ସାମରିକ ଗତିରୋଧର ରିପୋର୍ଟ ହୋଇଛି। ଚାଇନା ପରିସ୍ଥିତିକୁ ହାଲୁକା ଭାବରେ…

ଗୁଳି ନିର୍ଦ୍ଦେଶ କିଏ ଦେଇଥିଲେ ଜବାବ ଚାହୁଁ: ରାହୁଲ

ନୂଆଦିଲ୍ଲୀ,୧୩ା୮: ଏନ୍‌ଇଇଟି ବିକ୍ଷୋଭ ବେଳେ ପୋଲିସର ମାତ୍ରାଧିକ କାର୍ଯ୍ୟାନୁଷ୍ଠାନ ପ୍ରସଙ୍ଗରେ ବିରୋଧୀ ଦଳଗୁଡ଼ିକ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ୍‌ ଶାହାଙ୍କ ବିବୃତି ଦାବି କରି ଦୀର୍ଘଦିନ ହେଲା ପାର୍ଲାମେଣ୍ଟର…

ସ୍କୁଲରେ ଛାତ୍ରଙ୍କ ଅଙ୍ଗୁଳି ଛିଣ୍ଡାଇନେଲା କୁକୁର: କ୍ଷତିପୂରଣ ଦାବି

ବାଲେଶ୍ୱର,୧୩ା୮(ମୃତ୍ୟୁଞ୍ଜୟ ପଟ୍ଟନାୟକ):ବାଲେଶ୍ୱର ସଦର ଥାନା ରସାଳପୁର ନିକଟସ୍ଥ ଭୀମପୁରରେ ପାଗଳ କୁକୁର ଆତଙ୍କ ଦେଖାଦେଇଛି। ମଙ୍ଗଳବାର ଭୀମପୁର ସତ୍ୟନାରାୟଣ ସରକାରୀ ନୋଡାଲ ଉଚ୍ଚ ବିଦ୍ୟାଳୟର ତୃତୀୟ ଶ୍ରେଣୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri