Posted inଜାତୀୟ

ମୋଦିଙ୍କୁ ମିଳିଥିବା ଉପହାର ହେବ ନିଲାମ: ଅନ୍‌ଲାଇନ୍‌ରେ ସେପ୍ଟେମ୍ବର ୧୪ରୁ ଆରମ୍ଭ

ନୂଆଦିଲ୍ଲୀ,୧୧।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ମିଳିଥିବା ଉପହାରଗୁଡ଼ିକର ନିଲାମ କରାଯିବ। ଏହା ସେପ୍ଟେମ୍ବର ୧୪ରୁ ଅନ୍‌ଲାଇନ୍‌ରେ ଆରମ୍ଭ ହେବ ବୋଲି ସଂସ୍କୃତି ମନ୍ତ୍ରୀ ପ୍ରହଲ୍ଲାଦ ପଟେଲ ସୂଚନା ଦେଇଛନ୍ତି। ମୋଦିଙ୍କୁ ମିଳିଥିବା ୨ ହଜାର ୭ ଶହ ୭୨ଟି ଉପହାରର ନିଲାମ କରାଯିବ। ନିଲାମର ସର୍ବନିମ୍ନ ମୂଲ୍ୟ ୨ ଶହ ଟଙ୍କା ଥିବାବେଳେ ସର୍ବାଧିକ ୨.୫ ଲକ୍ଷ ଟଙ୍କା ରହିଛି। ସୂଚନାଯୋଗ୍ୟ,  ମୋଦିଙ୍କୁ ମିଳିଥିବା ୧୮ ଶହ ଉପହାର ଚଳିତ ବର୍ଷ ଜାନୁୟାରୀରେ ନିଲାମ କରାଯାଇଥିଲା। ଏହା ୧୫ ଦିନ ଧରି ଚାଲିଥିଲା। ଏହି ନିଲାମରୁ ମିଳିଥିବା ଅର୍ଥ କେନ୍ଦ୍ର ସରକାରଙ୍କ ନମାମି ଗଙ୍ଗେ ପ୍ରକଳ୍ପରେ ବିନିଯୋଗ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଆମ ଦେଶର ଏହି ରାଜ୍ୟରେ ସବୁଠୁ ଅଧିକ ଭିକାରି, ସବୁଠୁ କମ୍‌ ରହିଛି …

ନୂଆଦିଲ୍ଲୀ,୧୧।୩: ଆମ ଦେଶର ଅଧିକାଂଶ ରାଜ୍ୟରେ ଲୋକେ ଭିକ୍ଷାବୃତ୍ତି କରି ପେଟ ପୋଷୁଛନ୍ତି। ଏହି ଭିକାରିଙ୍କ ସଂଖ୍ୟା ପ୍ରାୟ ୪ ଲକ୍ଷ। ତେବେ ସବୁଠୁ ଅଧିକ...

ଜ୍ଞାନବାପି ମାମଲା, ୨୬ ମେ’ରେ ଶୁଣାଣି…

ବାରାଣସୀ, ୨୪।୫ : ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶରେ ଜ୍ଞାନବାପି ମାମଲାର ଶୁଣାଣି ବାରାଣସୀର ଜିଲା ଜଜଙ୍କ କୋର୍ଟରେ ଅନୁଷ୍ଠିତ ହୋଇଥିଲା। ଉଭୟ ପକ୍ଷର ଶୁଣାଣି ପରେ କୋର୍ଟ...

ଲକ୍‌ଡାଉନ୍ ପରେ ବି ସୋସିଆଲ ଡିଷ୍ଟାନସିଂକୁ ଗୁରୁତ୍ୱ ଦିଆଯିବ

ନୂଆଦିଲ୍ଲୀ,୬ ।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର କେନ୍ଦ୍ର ମନ୍ତ୍ରୀମାନଙ୍କ ସହ ଭିଡିଓ କନଫରେନସିଂ ଜରିଆରେ କରୋନା ମହାମାରୀକୁ ନେଇ କଥା ହୋଇଛନ୍ତି । ଏହି...

ଶକରଗଡ଼ ଲଞ୍ଚପ୍ୟାଡ୍‌ରେ ଶହେରୁ ଅଧିକ ଆତଙ୍କବାଦୀ: ସୀମାରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି

ଶ୍ରୀନଗର, ୭।୯: ଜମ୍ମୁ-କଶ୍ମୀରରେ ଭାରତ-ପାକିସ୍ତାନ ନିୟନ୍ତ୍ରଣ ରେଖାରେ ଆତଙ୍କବାଦୀମାନେ ଅନୁପ୍ରବେଶ ପାଇଁ ସୁଯୋଗକୁ ଅପେକ୍ଷା କରି ରହିଛନ୍ତି। ସ୍ଥାନୀୟ ସାମ୍ବା କଠୁଆ ସେକ୍ଟର ସମ୍ମୁଖରେ ଥିବା...

ଭାଜପାକୁ ସୁରକ୍ଷିତ ଭାବିଲେ ଜ୍ୟୋତିରାଦିତ୍ୟ!

ନୂଆଦିଲ୍ଲୀ,୧୧।୩: ହୋଲି ଉତ୍ସବ ଅବସରରେ ମଧ୍ୟପ୍ରଦେଶ ରାଜନୀତିରେ ଦେଖିବାକୁ ମିଳିଥିବା ସଙ୍କଟକୁ ନେଇ ଏବେ ଚର୍ଚ୍ଚା ଯୋର ଧରିଛି। କଂଗ୍ରେସ ନେତା ଜ୍ୟୋତିରାଦିତ୍ୟ ସିନ୍ଧିଆ ମଙ୍ଗଳବାର...

ଝାଡ଼ଖଣ୍ଡ ବିଧାନସଭା ନିର୍ବାଚନ: ପ୍ରଥମ ପ୍ରର୍ଯ୍ୟାୟ ଭୋଟ ଗ୍ରହଣ ଆରମ୍ଭ

ରାଞ୍ଚି,୩୦।୧୧: ଝାଡ଼ଖଣ୍ଡ ବିଧାନସଭା ନିର୍ବାଚନ ପାଇଁ ଶନିବାର ପ୍ରଥମ ପ୍ରର୍ଯ୍ୟାୟ ଭୋଟ ଗ୍ରହଣ ଆରମ୍ଭ ହୋଇଛି। ପ୍ରଥମ ପ୍ରର୍ଯ୍ୟାୟରେ ୩୭ ଲକ୍ଷ ୮୩ ହଜାର ୫୫...

ନଡ୍ଡାଙ୍କ ଉପରେ ଆକ୍ରମଣ ଘଟଣା ଏକ ଡ୍ରାମା: ମମତା

କୋଲକାତା,୧୦ ।୧୨: କେନ୍ଦ୍ରର କୃଷି ଆଇନ ବିରୋଧରେ ପ୍ରଦର୍ଶନ କରୁଥିବା କୃଷକଙ୍କୁ ସମର୍ଥନ କରି ତ୍ରୁଣମୂଳ କଂଗ୍ରେସ(ଟିଏମ୍‌ସି)ଗତ ୩ ଦିନ ହେବ ପ୍ରଦର୍ଶନ ଜାରି ରଖିଥିଲା...

୧୧୨ କରୋନା ରୋଗୀଙ୍କ ଚିକିତ୍ସା କରୁଛନ୍ତି ମାତ୍ର ୨ ନର୍ସ

ବେଙ୍ଗାଲୁରୁ,୧୯।୭: କର୍ନାଟକରେ କରୋନା ଦ୍ରୁତ ଗତିରେ ବୃଦ୍ଧି ପାଉଛି। ବେଙ୍ଗାଲୁରୁରେ ସର୍ବାଧିକ ମାମଲା ସାମ୍ନାକୁ ଆସୁଛି। ଫଳରେ ୨୨ ଜୁଲାଇ ପର୍ଯ୍ୟନ୍ତ ଏଠାରେ ଲକ୍‌ଡାଉନ୍‌ ଘୋଷଣା...

Advertisement
Archives

Model This Week