Posted inଜାତୀୟ

ମୋଦିଙ୍କୁ ମିଳିବ ଆଉ ଏକ ସମ୍ମାନ

ନୂଆଦିଲ୍ଲୀ,୨।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବିଶ୍ୱରେ ଜଣେ ପ୍ରଭାବଶାଳୀ ନେତା ଭାବେ ପରିଚିତ। ଏହା ତାଙ୍କୁ ମିଳିଥିବା ବିଭିନ୍ନ ଦେଶର ସମ୍ମାନ ପ୍ରମାଣିତ କରେ। ନିକଟରେ ସେ ୟୁଏଇ ଗସ୍ତ କରିଥିବା ବେଳେ ତାଙ୍କୁ ସେଠାକାର ସର୍ବୋଚ୍ଚ ନାଗରିକ ସମ୍ମାନ ‘ଦି ଜାୟଦ ମେଡାଲ’ ମିଳିଥିଲା। ଏବେ ପୁଣିଥରେ ବିଲ୍‌ ଆଣ୍ଡ ମିଲିଣ୍ଡା ଗେଟସ୍‌ ଫାଉଣ୍ଡେଶନ ତରଫରୁ ତାଙ୍କୁ ସମ୍ମାନୀତ କରାଯିବ ବୋଲି ସୂଚନା ମିଳିଛି। ସୋମବାର କେନ୍ଦ୍ରମନ୍ତ୍ରୀ ଜିତେନ୍ଦ୍ର ସିଂ ଟୁଇଟ୍‌ କରି ଏହା ଜଣାଇଛନ୍ତି। ତେବେ ସ୍ବଚ୍ଛ ଭାରତ ଅଭିଯାନ ପାଇଁ ତାଙ୍କୁ ଏହି ସମ୍ମାନ ଦିଆଯିବ। ଆମେରିକା ଗସ୍ତ ସମୟରେ ମୋଦି ଏହି ସମ୍ମାନ ଗ୍ରହଣ କରିବାର କାର୍ଯ୍ୟକ୍ରମ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକାର ୧୦୦ ନାଗରିକଙ୍କ ପାଖରେ ୧୨୦ ଅସ୍ତ୍ରଶସ୍ତ୍ର, ଭାରତରେ ଶହେରୁ ୫ ଜଣଙ୍କ ପାଖରେ ବନ୍ଧୁକ…

ନୂଆଦିଲ୍ଲୀ/ଓ୍ବାଶିଂଟନ, ୨୫।୫ : ଆମେରିକାର ଟେକ୍ସାସରେ ଘଟିଥିବା ଗୁଳିକାଣ୍ଡ ଅନ୍ତର୍ଜାତୀୟସ୍ତରରେ ଚର୍ଚ୍ଚାର କେନ୍ଦ୍ର ପାଲଟିଛି। ଏକ ରିପୋର୍ଟ ଅନୁସାରେ ଆମେରିକାର ୩୩ କୋଟି ଜନସଂଖ୍ୟାଙ୍କ ପାଖରେ...

ଦେଶର ଆର୍ଥିକ ସ୍ଥିତିକୁ ନେଇ ମୋଦି ସରକାରଙ୍କୁ ଘେରିବ କଂଗ୍ରେସ

ନୂଆଦିଲ୍ଲୀ,୧୬।୧୧: କଂଗ୍ରେସର ଅସ୍ଥାୟୀ ଅଧ୍ୟକ୍ଷା ସୋନିଆ ଗାନ୍ଧୀଙ୍କ ନେତୃତ୍ୱରେ ଶନିବାର ତାଙ୍କ ବାସଭବନରେ ଏକ ବୈଠକର ଆୟୋଜନ କରାଯାଇଛି। ଆସନ୍ତା ୩୦ରେ କଂଗ୍ରେସ ମୋଦି ସରକାରଙ୍କୁ...

୩ ଜାନୁୟାରୀରୁ ପିଲାଙ୍କୁ ଟିକା, ୨୮ ଦିନ ପରେ ଦ୍ୱିତୀୟ ଡୋଜ୍‌…

ନୂଆଦିଲ୍ଲୀ, ୨।୧: ଦେଶରେ କରୋନା ମହାମାରୀ ସଙ୍କଟ ଯୋଗୁ ଆତଙ୍କ ଦେଖାଦେଇଛି। ଏପରିସ୍ଥଳେ ନୂଆ ଭାରିଆଣ୍ଟ୍‌ ଓମିକ୍ରନ୍‌ ସଙ୍କଟ ସୃଷ୍ଟି କରିଛି। ଏହାକୁ ଦୃଷ୍ଟିରେ ରଖି...

ବିଚାରପତିଙ୍କୁ ସରକାର ବଦନାମ କରିବା ଧାରା ଦୁର୍ଭାଗ୍ୟଜନକ: ସିଜେଆଇ

ନୂଆଦିଲ୍ଲୀ,୯ା୪ : ବିଚାରପତିମାନଙ୍କୁ ସରକାର ବଦନାମ କରିବାର ନୂଆ ଧାରା ଦେଶରେ ଆରମ୍ଭ ହୋଇଯାଇଛି। ଏହା ଦୁର୍ଭାଗ୍ୟଜନକ ବୋଲି ଭାରତର ପ୍ରଧାନ ବିଚାରପତି (ସିଜେଆଇ) ଏନ୍‌.ଭି....

ମାଓବାଦୀଙ୍କ ପାଖରେ ପାକିସ୍ତାନ ଆର୍ମି ରାଇଫଲ୍‌

ରାୟପୁର, ୧୫।୬: ପାକିସ୍ତାନ ମାଓବାଦୀଙ୍କୁ ଅସ୍ତ୍ରଶସ୍ତ୍ର ଯୋଗାଉଥିବା କଥା ଏବେ ସ୍ପଷ୍ଟ ହୋଇଛି। ନିକଟରେ ଛତିଶଗଡ଼ ଉତ୍ତର ବସ୍ତରର କାଙ୍କେରରେ ପୋଲିସ ଏବଂ ମାଓବାଦୀ ମୁହାଁମୁହିଁ...

ଭୋଟ ନ ଦେବାକୁ କହି ଭାଜପା କର୍ମକର୍ତ୍ତା ଦେଲେ ନୋଟ୍‌: ଆଙ୍ଗୁଠିରେ ଲଗାଇଲେ କାଳି

ଲକ୍ଷ୍ନୌ,୧୯ା୫: ଉତ୍ତରପ୍ରଦେଶ ଚନ୍ଦୋଲୀ ଲୋକ ସଭା ଆସନରେ ଅନ୍ତିମ ପର୍ଯ୍ୟାୟରେ ମତଦାନ ଜାରି ରହିଛି। ସ୍ଥାନୀୟ ତାରାଜୀବନପୁର ଗାଁରେ ଭାଜପା କର୍ମକର୍ତ୍ତା ପ୍ରତି ଭୋଟରଙ୍କୁ ୫...

ଶ୍ୱାସରୋଗରୁ ଦୂରେଇ ରଖେ ଏହି ଫୁଲ…

ଅରଖଫୁଲର ଅନେକ ଔଷଧୀୟ ଗୁଣ ରହିଛି । ବିଭିନ୍ନ ରୋଗ ଦୂର କରିବାରେ ଏହା ମହୌଷଧୀ ସଦୃଶ କାର୍ଯ୍ୟ କରିଥାଏ। ଅରଖ ଗଛର ପତ୍ର ଓ...

ହସ୍ପିଟାଲ ନିର୍ଦ୍ଦେଶନାମା ରଦ୍ଦ କଲେ ଉପରାଜ୍ୟପାଳ

ନୂଆଦିଲ୍ଲୀ,୯ା୬: କୋଭିଡ୍‌-୧୯ ଚିକିତ୍ସା ଲାଗି ଦିଲ୍ଲୀର ସମସ୍ତ ସରକାରୀ ଓ ଘରୋଇ ହସ୍ପିଟାଲ କେବଳ ଦିଲ୍ଲୀବାସୀଙ୍କ ପାଇଁ ସଂରକ୍ଷିତ ରହିବ ବୋଲି ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲ...

Advertisement
Archives

Model This Week