ମୋଦିଙ୍କ ‘ଅବ୍‌ କି ବାର୍‌ ଟ୍ରମ୍ପ୍‌ ସରକାର’ ମନ୍ତବ୍ୟ ସୋସିଆଲ୍‌ ମିଡ଼ିଆରେ ଭାଇରାଲ: ଆମେରିକାରେ ନିର୍ବାଚନୀ ପ୍ରଚାର କରିଥିବା ବିରୋଧୀ କହିିଲେ

ଓ୍ବାଶିଂଟନ,୨୩।୯: ଆମେରିକା ଟେକ୍ସାସ୍‌ର ହ୍ୟୁଷ୍ଟନ୍‌ରେ ହାଓ୍ବଡ଼ି ମୋଦି କାର୍ଯ୍ୟକ୍ରମରେ ଯୋଗଦେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରାଷ୍ଟ୍ରପତି ଡୋନାଲ୍ଡ୍‌ ଟ୍ରମ୍ପ୍‌ଙ୍କୁ ନେଇ ଦେଇଥିବା ମନ୍ତବ୍ୟ ଏବେ ସୋସିଆଲ୍‌ ମିଡ଼ିଆରେ ଭାଇରାଲ ହେବାରେ ଲାଗିଛି। ମୋଦି କଥା ଛଳରେ ସେଠାରେ କହିଥିଲେ ଯେ, ‘ଅବ୍‌ କି ବାର୍‌ ଟ୍ରମ୍ପ୍‌ ସରକାର’। ତେବେ ଏହାକୁ ନେଇ ମୋଦିଙ୍କୁ ବିରୋଧୀ ଦଳ ଘେରିଛନ୍ତି। ମୋଦି ଆମେରିକାରେ ଟ୍ରମ୍ପ୍‌ଙ୍କ ପାଇଁ ନିର୍ବାଚନୀ ପ୍ରଚାର କରି ଭାରତର ବିଦେଶନୀତିର ଖୋଲା ଖୋଲି ଉଲ୍ଲଂଘନ କରିଥିବା କଂଗ୍ରେସ ସଦସ୍ୟ ଆନନ୍ଦ ଶର୍ମା କହିିଛନ୍ତି। ଟ୍ରମ୍ପ୍‌ଙ୍କ ପ୍ରଶଂସା କରୁକରୁ ମୋଦି ଶେଷରେ ତାଙ୍କ ପାଇଁ ନିର୍ବାଚନ ପ୍ରଚାର କରିଛନ୍ତି ବୋଲି ଏହି ମନ୍ତବ୍ୟ ନେଇ ସୋସିଆଲ୍‌ ମିଡ଼ିଆରେ ବହୁ ଲୋକ କମେଣ୍ଟ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅଧରାତିରେ ଚାଲାଣ ହେଉଥିଲା ଗୋରୁ, ମାଡ଼ିବସିଲେ ଗ୍ରାମବାସୀ: ଆଉ ତା’ପରେ…

ମହାକାଳପଡ଼ା,୨୩।୫(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳ ପିତାପାଟ ଗ୍ରାମ ପାଇଟାଳ କନ୍ଧା ବାଲି ମାଉଣ୍ଟଠାରେ ଶୁକ୍ରବାର ବିଳମ୍ବିତ ରାତିରେ ଏକ ଗାଡ଼ିରେ…

ଡୋନାଲ୍ଡ ଟ୍ରମ୍ପଙ୍କ ଝିଅକୁ ହତ୍ୟା କରିବାକୁ ଉଦ୍ୟମ! ହେଲା ବଡ଼ ପର୍ଦ୍ଦାଫାଶ, ଷଡ଼ଯନ୍ତ୍ର ରଚିଥିଲା…

ଓ୍‌ବାଶିଂଟନ୍‌,୨୩।୫: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ପାଇଁ ଏକ ଆଶ୍ଚର୍ଯ୍ୟଜନକ ଏବଂ ଭୟଙ୍କର ଖବର ଆସିଛି। ପ୍ରକୃତରେ, ତାଙ୍କ ଝିଅ ଇଭାଙ୍କା ଟ୍ରମ୍ପଙ୍କୁ ହତ୍ୟା କରିବାକୁ ଚେଷ୍ଟା…

କୋର୍ଟ ଆଗରେ ବାପାଙ୍କୁ ହାଣିଲେ ୨ ପୁଅ: କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ସୋର, ୨୩ା୫(ଜନ୍ମେଜୟ ମିଶ୍ର):ଜମିବାଡ଼ି ବିବାଦକୁ କେନ୍ଦ୍ର କରି ବାପାଙ୍କୁ ଗୋଡେଇ ଗୋଡେଇ ହାଣିଛନ୍ତି ୨ ପୁଅ। ତାହା ପୁଣି ସୋର କୋର୍ଟ ସମ୍ମୁଖରେ। ସ୍ଥାନୀୟ ଲୋକେ ଗୁରୁତର…

ଜିଲା ଟପ୍ପର ହେଲେ ଛାତ୍ରୀ ପ୍ରତୀକ୍ଷାରାଣୀ: ଭବିଷ୍ୟତରେ ଏହି କାମ କରିବାକୁ ଲକ୍ଷ୍ୟ

ଲୋଇସିଂହା,୨୩।୫(ସୁଶାନ୍ତ ବାରିକ):ନିକଟରେ ସିଏଚ୍‌ଏସଇ ଯୁକ୍ତ ୨ ବିଜ୍ଞାନ ପରୀକ୍ଷା ଫଳ ପ୍ରକାଶ ପାଇଛି ା ଏଥିରେ ବଲାଙ୍ଗୀର ଜିଲା ଲୋଇସିଂହା ଥାନା ଅନ୍ତର୍ଗତ ସକମାସ୍ଥିତ ଯୁବୋଦୟ କଲେଜର…

ଟ୍ରମ୍ପ ପ୍ରଶାସନର ବଡ଼ ନିଷ୍ପତ୍ତି! ଗ୍ରୀନ କାର୍ଡ ନିୟମରେ ହେଲା ବଡ଼ ପରିବର୍ତ୍ତନ, ନୂଆ ସର୍ତ୍ତ ଶୁଣି ସଭିଏଁ ଆଶ୍ଚର୍ଯ୍ୟ

ଓ୍‌ବାଶିଂଟନ୍‌,୨୩।୫: ଆମେରିକାରେ ସ୍ଥାୟୀ ନାଗରିକତା କିମ୍ବା ଗ୍ରୀନ କାର୍ଡ ପାଇଁ ଅପେକ୍ଷା କରିଥିବା ହଜାର ହଜାର ଭାରତୀୟଙ୍କ ପାଇଁ ଏକ ବଡ଼ ଖବର ଆସିଛି। ଡୋନାଲ୍ଡ ଟ୍ରମ୍ପ…

ତାତିଠୁ ବଳିଯାଇଛି ଜଳକଷ୍ଟ: ପାନୀୟଜଳ ଯୋଗାଣ ପ୍ରକଳ୍ପ ଅଚଳ

ବରଗଡ଼,୨୩।୫(ପ୍ରେମାନନ୍ଦ ଖମାରୀ):ବର୍ତ୍ତମାନ ତାତିର ପ୍ରକୋପ ଜନଜୀବନକୁ ଅସ୍ତବ୍ୟସ୍ତ କରି ପକାଉଛି। କେବଳ ବାହାରେ ନୁହେଁ, ଘରେ ରହିଲେ ମଧ୍ୟ ଜୀବନ ଦହଗଞ୍ଜ ହୋଇ ପଡ଼ୁଛି। ଏଭଳି ସ୍ଥିତିରେ…

ହଠାତ୍‌ ଚଳନ୍ତା କାର୍‌ରେ ଲାଗିଲା ନିଆଁ: ଆଉ ତା’ପରେ ଘଟିଲା…

ଗଞ୍ଜାମ,୨୨।୫(ଅନାଥ ତରାଇ/ଦିଲ୍ଲୀପ ସାମଲ)ଜାତୀୟ ରାଜପଥ ହୁମା ହାଟ ପଡ଼ିଆ ନିକଟରେ ଏକ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଅଧରାତିରେ ଏକ ଚଳନ୍ତା କାର୍‌ରେ ହଠାତ ନିଆଁ ଲାଗିଯିବାରୁ ତାହା…

ସକାଳୁ ସକାଳୁ ବଡ଼ ଝଟକା! ପୁଣି ବଢ଼ିଲା ପେଟ୍ରୋଲ- ଡିଜେଲ ଦର, ଜାଣନ୍ତୁ କେତେ…

ନୂଆଦିଲ୍ଲୀ, ୨୩।୫: ମେ ୨୩ ତାରିଖରୁ ନୂତନ ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟ ଲାଗୁ ହୋଇଛି। ପେଟ୍ରୋଲ ମୂଲ୍ୟ ୯୧ ପଇସା ଏବଂ ଡିଜେଲ ୮୬ ପଇସା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri