ମୋଦିଙ୍କ ଉପରେ ଆତ୍ମଘାତୀ ଆକ୍ରମଣ କରିବା ଧମକ ଦେଇ ଟ୍ରୋଲ୍‌ ହେଲେ ପାକିସ୍ତାନୀ ଗାୟିକା

ଇସଲାମାବାଦ୍‌,୨୩।୧୦: କଶ୍ମୀରରୁ ଅନୁଚ୍ଛେଦ ୩୭୦ ଉଚ୍ଛେଦ ପରେ ପାକିସ୍ତାନ ଲୋକଙ୍କ ମଧ୍ୟରେ ଏକ ପ୍ରକାର ଉତ୍ତେଜନା ଦେଖାଦେଇଛି। ପାକିସ୍ତାନ ଆର୍ମି, ଆଇଏସ୍‌ଆଇ, ପ୍ରଧାନମନ୍ତ୍ରୀ ଇମ୍ରାନ୍‌ ଖାଁ ସଭିଏଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ କଡ଼ା ସମାଲୋଚନା କରୁଛନ୍ତି। ଏବେ ପାକିସ୍ତାନୀ ଲୋକଗୀତ ଗାୟିକା ରବୀ ପୀରଜାଦା ଭୋକ ବିକଳରେ ତାଟିଆ କାମୁଡ଼ିବା ଭଳି ମୋଦିଙ୍କ ଉପରେ ଆତ୍ମଘାତୀ ଆକ୍ରମଣ ପାଇଁ ଧମକ ଦେଇଛନ୍ତି। ସେ ଏନେଇ ଏକ ଫଟୋ ସୋସିଆଲ୍‌ ମିଡ଼ିଆରେ ଶେୟାର କରିଛନ୍ତି। ଫଟୋରେ ସେ ଅଣ୍ଟାରେ ବମ୍‌ ବାନ୍ଧିବା ସହିତ ଆତ୍ମଘାତୀ ଜ୍ୟାକେଟ ପିନ୍ଧିଛନ୍ତି। ଏହାକୁ ନେଇ ନେଇ ଏବେ ସେ ଟ୍ରୋଲ୍‌ ହେବାରେ ଲାଗିଛନ୍ତି। ତାଙ୍କ ଫଟୋ ଲାଗି ଭିନ୍ନ ଭିନ୍ନ କମେଣ୍ଟ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ୟୁକ୍ରେନ ସହ ଉତ୍ତେଜନା ମଧ୍ୟରେ ମିସାଇଲ୍‌ ଡ୍ରିଲ କରିବ ରୁଷିଆ

ମସ୍କୋ, ୧୮।୨: ଗତ କିଛି ଦିନରୁ ୟୁକ୍ରେନ ଓ ରୁଷ ମଧ୍ୟରେ ଉତ୍ତେଜନା ଲାଗିରହିଛି। ୟୁକ୍ରେନ ଉପରେ ରୁଷ ଆକ୍ରମଣ କରିପାରେ ବୋଲି ପ୍ରାୟ ସମୟରେ...

କରୋନାର ନୂଆ ଭାରିଏଣ୍ଟ ‘ଓମିକ୍ରୋନ’କୁ ନେଇ ଚେତାବନୀ ଦେଲା ଡବ୍ଲୁଏଚଓ

ଜେନେଭା,୨୭ ।୧୧: ବେଳକୁ ବେଳ ରୂପ ବଦଳାଉଛି କରୋନା ଭାଇରସ । ଏବେ ଏହାର ନୂଆ ସ୍ୱରୂପ ବା ଭାରିଏଣ୍ଟ ଦକ୍ଷିଣ ଆଫ୍ରିକାରେ ଦେଖିବାକୁ ମିଳିଛି...

ଜନ୍ମ ପ୍ରମାଣପତ୍ରରେ ଗୋଟିଏ ପିଲାର ୩ ପିତା, ଖର୍ଚ୍ଚ ହୋଇଛି ୮୮ ଲକ୍ଷ

ଓ୍ବାଶିଂଟନ,୭।୩: ଆମେରିକାର ତିନିଜଣ ପୁରୁଷ ‘ପ୍ରଥମ ଥର ପାଇଁ ଗୋଟିଏ ପରିବାରର ପିତା’ ହୋଇ ଇତିହାସ ରଚିଛନ୍ତି। ଏଥିପାଇଁ ଏହି ୩ ପୁରୁଷଙ୍କୁ ଦୀର୍ଘଦିନ ପର୍ଯ୍ୟନ୍ତ...

ଭିନ୍ନ ଢଙ୍ଗରେ କରୋନା ସଂକ୍ରମିତ ଶିଶୁଙ୍କୁ ଉପହାର ଦେଲେ ସାନ୍ତା

ଲିମା,୨୦ ।୧୨: କରୋନା ମହାମାରୀ ମଧ୍ୟରେ ବି ସାରା ବିଶ୍ୱ ଖ୍ରୀଷ୍ଟମାସକୁ ନେଇ ପ୍ରସ୍ତୁତି ଜାରି ରଖିଛି । ପେରୁରେ ଭିନ୍ନ ଢଙ୍ଗରେ ସାନ୍ତା କ୍ଲଜ...

ସୁଧୁରିପାରେ ଜଳବାୟୁ ପରିବର୍ତ୍ତନ ସଙ୍କଟ

ଓ୍ବାଶିଂଟନ,୧୪ା୬: କରୋନା ମହାମାରୀ ସଂକ୍ରମଣକୁ ହ୍ରାସ କରିବା ଲାଗି ବିଶ୍ୱବ୍ୟାପୀ ଲକ୍‌ଡାଉନ ବେଳେ ଏହାର ସୁଫଳ ପରିବେଶ ଉପରେ ପଡ଼ିଥିଲା। ଆମର କାର୍ଯ୍ୟ ହିଁ ଆଗାମୀ...

ଉଇଗରଙ୍କୁ ନିର୍ଯାତନା, ଗୁପ୍ତ କ୍ୟାମେରା ଦ୍ୱାରା ଭିଡ଼ିଓ ଭାଇରାଲ…

ବେଜିଂ,୨୧।୧୧: ଚାଇନାର ରାଷ୍ଟ୍ରପତି ଶି ଜିନ୍‌ ପିଙ୍ଗ୍‌ଙ୍କ ସରକାରଙ୍କ ପକ୍ଷରୁ ଉଇଗରଙ୍କ ଉପରେ ନିର୍ଯାତନା ଜାରି ରହିଛି। ଏବେ ଗୁପ୍ତ କ୍ୟାମେରା ଦ୍ୱାରା ଶୁଟିଂ ହୋଇଥିବା...

ପ୍ରଥମ କିନ୍ନର ନ୍ୟୁଜ୍‌ ଆଙ୍କର, ମାର୍ଚ୍ଚ ୮ରୁ ପଢ଼ିବେ ଖବର

ଢାକା,୬।୩: ଇତିମଧ୍ୟରେ ବାଂଲାଦେଶ ସ୍ବାଧୀନତା ପାଇବା ୫୦ ବର୍ଷ ପୂରଣ କରିଛି। ଏହି ଦେଶକୁ ପ୍ରଥମଥର ପାଇଁ କିନ୍ନର ନ୍ୟୁଜ ଆଙ୍କର ମିଳିଛନ୍ତି। ଏଠାକାର ଏକ...

ଚାଇନା-ପାକିସ୍ତାନର ମିଳିତ ୫୧ ହଜାର କୋଟିର ରେଳ ପ୍ରୋଜେକ୍ଟ, ଭାରତ ପାଇଁ ଚିନ୍ତାର କାରଣ

ନୂଆଦିଲ୍ଲୀ,୯ା୮: ଚାଇନା ଏବଂ ପାକିସ୍ତାନ ମିଳିତ ଭାବେ ଭାରତ ସହିତ ଜଡ଼ିତ ବିବାଦୀୟ କ୍ଷେତ୍ର ଉପରେ ହଇରାଣ ହରକତ କରୁଛନ୍ତି। ବର୍ତ୍ତମାନ ଚାଇନା ଏବଂ ପାକିସ୍ତାନ...

Advertisement
Archives

Model This Week