Posted inଜାତୀୟ

ମୋଦିଙ୍କ ଉପହାରର ନିଲାମି ଆରମ୍ଭ

ନୂଆଦିଲ୍ଲୀ,୧୪।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ବିଭିନ୍ନ ଦେଶରୁ ମିଳିଥିବା ଉପହାର ଗୁଡିକର ନିଲାମି ଶନିବାର ଆରମ୍ଭ ହୋଇଛି। ନୂଆଦିଲ୍ଲୀର ଇଣ୍ଡିଆ ଗେଟ୍‌ସ୍ଥିତ ନ୍ୟାଶନାଲ ଗ୍ୟାଲେରୀ ଅଫ୍‌ ମର୍ଡନ ଆର୍ଟରେ ଏହା ଆରମ୍ଭ କରାଯାଇଥିବା ବେଳେ ଏହା ଆସନ୍ତା ଅକ୍ଟୋବର ୩ ପର୍ଯ୍ୟନ୍ତ ଚାଲିବ। ଏଥିରେ ମୋଟ ୨,୭୭୨ଟି ଉପହାର ଥିବା ସୂଚନା ମିଳିଛି। ଜଣେ ଚାହିଁଲେ ଅନ୍‌ ଲାଇନରେ ମଧ୍ୟ ଏହାକୁ କ୍ରୟ କରିପାରିବେ। ଏହାର ମୂଲ୍ୟ ୨ଶହରୁ ଆରମ୍ଭ ହୋଇ ୨.୫ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଜଳପ୍ରଳୟରୁ ବଞ୍ଚାଇଥିବା ଯବାନଙ୍କ ହାତରେ ରାକ୍ଷୀ ବାନ୍ଧିଲେ ମହିଳା

ସାଙ୍ଗଲି,୧୨।୮: ଗତ କିଛି ଦିନ ହେବ ମହାରାଷ୍ଟ୍ର ସାଙ୍ଗଲିରେ ବନ୍ୟା ବିତ୍ପାତ ଦେଖାଦେଇଛି। ସେଠାରେ ବହୁ ଲୋକ ଜଳବନ୍ଦୀ ହୋଇ ରହିଛନ୍ତି। ହଜାର ହଜାର ଲୋକଙ୍କୁ...

‘ସ୍ବତଃ ମିଳିବନି ଭାରତୀୟ ନାଗରିକତ୍ୱ’

ନୂଆଦିଲ୍ଲୀ,୧୭ା୧୨(ପି.ଟି.): ପାକିସ୍ତାନ, ବାଂଲାଦେଶ ଓ ଆଫଗାନିସ୍ତାନରେ ଧର୍ମୀୟ ବିଦ୍ୱେଷର ଶିକାର ହୋଇ ଭାରତରେ ଶରଣ ନେଇଥିବା ହିନ୍ଦୁ, ବୌଦ୍ଧ, ଶିଖ୍‌, ପାର୍ସୀ, ଜୈନ ଓ ଖ୍ରୀଷ୍ଟିଆନମାନଙ୍କୁ...

ଭାବି ସ୍ବାମୀଙ୍କୁ ମାତାଲ୍‌ ଅବସ୍ଥାରେ ଦେଖି ବିବାହ କରିବାକୁ ମନା କଲେ କନ୍ୟା

ଲକ୍ଷ୍ନୌ,୧୧।୧୧: ବିବାହ ପାଇଁ ସମସ୍ତ ପ୍ରସ୍ତୁତି ସରିଥିଲା। ବରଯାତ୍ରୀ ବି ବାଣ ଫୁଟାଇ କନ୍ୟା ଘର ପାଖରେ ପହଞ୍ଚିଥିଲେ। କିନ୍ତୁ କନ୍ୟା ବରକୁ ଦେଖି ବିବାହ...

ନିଜକୁ ଜୀବିତ ପ୍ରମାଣ କରିବା ପାଇଁ ୨ ବର୍ଷ ହେଲା ସରକାରୀ କାର୍ଯ୍ୟାଳୟରେ ଘୁରି ବୁଲୁଛନ୍ତି ମହିଳା

ଭୋପାଳ,୧।୩: ଫିଲ୍ମ କାହାଣୀରେ ଜଣଙ୍କର ମୃତ୍ୟୁ ହୋଇଥିଲେ ମଧ୍ୟ ସେ ଜୀବିତ ଥିବା ଦେଖିବାକୁ ମିଳିଥାଏ। ତେବେ ମଧ୍ୟପ୍ରଦେଶରେ ଜଣେ ମହିଳାଙ୍କ ଜୀବନ ଏବେ ଫିଲ୍ମ...

ସୁଶାନ୍ତଙ୍କ ଆତ୍ମହତ୍ୟା ପରେ ଲଗାତାର ବଦଳା ଯାଇଛି କମ୍ପାନୀର ଆଇପି ଆଡ୍ରେସ୍‌!

ମୁମ୍ବାଇ, ୧୧।୮: ବଲିଉଡ୍‌ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ଆତ୍ମହତ୍ୟା ପରେ ଜୁନ୍‌ ୨୩ଠାରୁ ଅଗଷ୍ଟ ୭ ମଧ୍ୟରେ ତାଙ୍କ କମ୍ପାନୀର ଆଇପି ଆଡ୍ରେସ୍‌ ୩...

କରୋନା ଭୟ: ଭିଡ଼ିଓ କଲ୍‌ ମାଧ୍ୟମରେ ହେଲା ନିର୍ବନ୍ଧ!

ଅହମଦାବାଦ,୧୯।୩: କରୋନା ଭାଇରସ ଏବେ ସମସ୍ତଙ୍କୁ ଭୟଭୀତ କରି ରଖିଛି। ଗୋଟିଏ ସ୍ଥାନରେ ଗହଳି କରିବାକୁ ସରକାର ବାରଣ କରିଛନ୍ତି। ଏଭଳି ପରିସ୍ଥିତିରେ ଝିଅ ପୁଅଙ୍କ...

ସ୍ବାମୀ, ଦିଅର ଦେଉଥିଲେ ଶାରୀରିକ ନିର୍ଯାତନା: ମହିଳା ନେଲେ ଏମିତି ପଦକ୍ଷେପ

ବେଙ୍ଗାଲୁରୁ,୨୬ା୯: ବେଙ୍ଗାଲୁରୁର ବୋମାନାହାଲ୍ଲିରୁ ତିନି ସପ୍ତାହ ତଳେ ରହସ୍ୟଜନକ ଭାବେ ଜଣେ ମହିଳା ନିଖୋଜ ହୋଇଯାଇଥିଲେ। ହଠାତ୍‌ ପୋଲିସ ନିକଟରେ ପହଞ୍ଚି ଯେଉଁ ବୟାନ ଦେଇଛନ୍ତି...

ଗୋଟିଏ ଦିନରେ ୧୪ କଣ୍ଟେନମେଣ୍ଟ ଜୋନ ଘୋଷଣା: ରାଜ୍ୟରେ ବୃଦ୍ଧି ପାଉଥିବା କରୋନା ମାମଲାକୁ ନେଇ ବଢ଼ିଲା ସରକାରଙ୍କ ଚିନ୍ତା

ନୂଆଦିଲ୍ଲୀ,୨୩।୫: ଦିଲ୍ଲୀରେ ଦିନକୁ ଦିନ ତୀବ୍ର ଗତିରେ କରୋନା ଭାଇରସ୍‌ ସଂକ୍ରମଣ ବଢ଼ିବାରେ ଲାଗିଛି। କରୋନା ସଂକ୍ରମଣ ମାମଲା ଏତେ ସଂଖ୍ୟାରେ ବୃଦ୍ଧି ପାଉଛି ଯେ,...

Advertisement

BGU

Archives

Model This Week

Why Dharitri