Posted inଜାତୀୟ

ମୋଦିଙ୍କ କେଦାରନାଥ ଗସ୍ତକୁ ନେଇ ଆପତ୍ତି: ନିର୍ବାଚନ କମିଶନଙ୍କ ନିକଟରେ ଫେରାଦ ହେଲା ଟିଏମ୍‌ସି

କୋଲକାତା, ୧୯।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ କେଦାରନାଥ ଓ ବଦ୍ରିନାଥ ଗସ୍ତକୁ ନେଇ ଆପତ୍ତି ଉଠାଇ ନିର୍ବାଚନ କମଶନଙ୍କ ନିକଟରେ ଫେରାଦ ହୋଇ ତୃଣମୂଳ କଂଗ୍ରେସ। ଏହା ନିର୍ବାଚନ ଆଚରଣ ବିଧିର ଉଲ୍ଲଂଘନ କରୁଛି ଟିଏମସି ଅଭିଯୋଗ କରିଛି। ସପ୍ତମ ପର୍ଯ୍ୟାୟ ନିର୍ବାଚନ ପାଇଁ ମେ ୧୭ ସଂଧ୍ୟା ୬ଟାରେ ପ୍ରଚାର ଶେଷ ହୋଇଥିଲାବେଳେ ମୋଦି ଏହାପରେ କେଦାରନାଥ ଓ ବଦ୍ରିନାଥ ମନ୍ଦିର ଯାଇଥିବାର ଭିଜୁଆଲ ବିଭିନ୍ନ ଗଣମାଧ୍ୟମରେ ପ୍ରସାରିତ ହୋଇଥିଲା। ଆଚରଣ ବିଧି ଲାଗୁ ହୋଇଥିବା ବେଳେ କେଦାରନାଥର ବିଭିନ୍ନ ପ୍ରକଳ୍ପର ଅନୁଧ୍ୟାନ କରିଥିଲେ ମୋଦି। ଯାହାକି ନିର୍ବାଚନ ଆଚରଣ ବିଧିର ଉଲ୍ଲଂଘନ କରିଥିବା ଟିଏମସି କହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଦେଶରେ ଓମିକ୍ରନ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୫ ହଜାର ଟପିଲା…

ନୂଆଦିଲ୍ଲୀ, ୧୩।୧: ଦେଶରେ କରୋନା ମହାମାରୀର ନୂଆ ଭାରିଆଣ୍ଟ ଓମିକ୍ରନ୍‌ ଯୋଗୁ ଆତଙ୍କ ସୃଷ୍ଟି ହୋଇଛି। ଓମିକ୍ରନ୍‌ ଆକ୍ରାନ୍ତଙ୍କ ସଂଖ୍ୟା ପ୍ରତିଦିନ ବଢ଼ିବାରେ ଲାଗିଛି। ଓମିକ୍ରନ୍‌...

ପଲିଟିକ୍ସ୍‌ ଫିଜିକ୍ସ୍‌ ନୁହେଁ କେମେଷ୍ଟ୍ରି, କହିଲେ ସ୍ବରାଷ୍ଟ୍ରମନ୍ତ୍ରୀ…

ନୂଆଦିଲ୍ଲୀ,୪।୧୨: ଉତ୍ତରପ୍ରଦେଶରେ ୨୦୨୨ରେ ହେବାକୁଥିବା ବିଧାନସଭା ନିର୍ବାଚନ ନେଇ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ଏକ ନୂଆ ପ୍ରକାରର ମନ୍ତବ୍ୟ ଦେଇଛନ୍ତି। ଶାହାଙ୍କ ରାଜନୀତିର ବିଜ୍ଞାନ ପାଠ...

ପୁଣି ଫେରିଲେ ଶରଦ

ମୁମ୍ବାଇ, ୫।୫: ଏନସିପିର ରାଷ୍ଟ୍ରିୟ ଅଧ୍ୟକ୍ଷ ଶରଦ ପାୱାର ତାଙ୍କ ଇସ୍ତଫା ପତ୍ରକୁ ପ୍ରତ୍ୟାହାର କରିଛନ୍ତି। ଶୁକ୍ରବାର ସେ ସାମ୍ବାଦିକ ସମ୍ମିଳନୀରେ କରିଛନ୍ତି, ମୁଁ କାହାର...

ଆଫଗାନିସ୍ତାନ ପ୍ରସଙ୍ଗରେ ଦେଶ ଏକଜୁଟ, କଂଗ୍ରେସ କହିଲା ଆମେ ସରକାରଙ୍କ ସାଥିରେ ରହିଛୁ…

ନୂଆଦିଲ୍ଲୀ,୨୬।୮: ଆଫଗାନିସ୍ତାନ ପ୍ରସଙ୍ଗକୁ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାରଙ୍କ ପକ୍ଷରୁ ସର୍ବଦଳୀୟ ବୈଠକ ଅନୁଷ୍ଠିତ ହୋଇଛି। ପଡ଼ୋଶୀ ଦେଶରେ ଦେଖାଦେଇଥିବା ମାନବୀୟ ସଙ୍କଟ ସମୟରେ...

ପ୍ରତିରକ୍ଷା ରପ୍ତାନୀରେ ଭାରତର ରେକର୍ଡ, ଗୋଟିଏ ବର୍ଷରେ ୧୩ ହଜାର କୋଟି ଛୁଇଁଲା…

ନୂଆଦିଲ୍ଲୀ, ୯।୭ : ପ୍ରତିରକ୍ଷା କ୍ଷେତ୍ରରେ ଆତ୍ମନିର୍ଭରଶୀଳତା ଭାରତର ପ୍ରୟାସ କ୍ରମାଗତ ଭାବରେ ବୃଦ୍ଧି ପାଉଛି। ବିଶେଷ କରି ଘରୋଇ ଟେକ୍ନୋଲୋଜିର ବିକାଶ ଏବଂ ଏହାକୁ...

‘ ବିଧାୟକଙ୍କୁ ଇସ୍ତଫା ଦେବା ପାଇଁ ବାଧ୍ୟ କରାଯାଇଥିଲା ’

ନୂଆଦିଲ୍ଲୀ,୨୪।୨: କଂଗ୍ରେସରୁ ଇସ୍ତଫା ଦେବା ଲାଗି ବିଧାୟକଙ୍କୁ ବାଧ୍ୟ କରାଯାଇଥିଲା। ମୋ ପାଖରେ ଏହାର ପ୍ରମାଣ ଅଛି ବୋଲି ବୁଧବାର ଏକ ସାକ୍ଷାତ୍‌କାରରେ କହିଛନ୍ତି ପୁଡୁଚେରୀର...

ଭାରତରେ ଦେଢ଼ ଲକ୍ଷ ଛୁଇଁବ କରୋନା ସଂକ୍ରମିତଙ୍କ ସଂଖ୍ୟା: ମହାରାଷ୍ଟ୍ରରେ ୫୨ ହଜାରରୁ ଅଧିକ ସଂକ୍ରମିତ

ନୂଆଦିଲ୍ଲୀ,୨୬।୫: କରୋନା ସଂକ୍ରମଣ ନେଇ ଭାରତରେ ସଙ୍କଟ ଜାରି ରହିଛି। ଖୁବ୍‌ ଶୀଘ୍ର ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ଦେଢ଼ ଲକ୍ଷ ଛୁଇଁବ। ମଙ୍ଗଳବାର ସୁଦ୍ଧା...

ସିଏଏ-ଏନ୍‌ଆର୍‌ସି ଭୟ: କେଉଁଠି ଧୂଆଁ, କେଉଁଠି ନିଆଁ; ଆକ୍ରୋଶରୁ ଅରାଜକତା

ନୂଆଦିଲ୍ଲୀ/କୋଲକାତା, ୧୬ା୧୨: ଆସାମରେ ଜାତୀୟ ନାଗରିକ ପଞ୍ଜିକା (ଏନ୍‌ଆର୍‌ସି) ଲାଗୁ ହେବା ପରେ ଉପୁଜିଥିବା ଅଡ଼ୁଆ ନ ଛିଣ୍ଡୁଣୁ ଏହାକୁ ଜାତୀୟ ସ୍ତରରେ ପ୍ରୟୋଗ କରିବା...

Advertisement
Archives

Model This Week