Posted inଜାତୀୟ

ମୋଦିଙ୍କ କେଦାରନାଥ ଗସ୍ତକୁ ନେଇ ଆପତ୍ତି: ନିର୍ବାଚନ କମିଶନଙ୍କ ନିକଟରେ ଫେରାଦ ହେଲା ଟିଏମ୍‌ସି

କୋଲକାତା, ୧୯।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ କେଦାରନାଥ ଓ ବଦ୍ରିନାଥ ଗସ୍ତକୁ ନେଇ ଆପତ୍ତି ଉଠାଇ ନିର୍ବାଚନ କମଶନଙ୍କ ନିକଟରେ ଫେରାଦ ହୋଇ ତୃଣମୂଳ କଂଗ୍ରେସ। ଏହା ନିର୍ବାଚନ ଆଚରଣ ବିଧିର ଉଲ୍ଲଂଘନ କରୁଛି ଟିଏମସି ଅଭିଯୋଗ କରିଛି। ସପ୍ତମ ପର୍ଯ୍ୟାୟ ନିର୍ବାଚନ ପାଇଁ ମେ ୧୭ ସଂଧ୍ୟା ୬ଟାରେ ପ୍ରଚାର ଶେଷ ହୋଇଥିଲାବେଳେ ମୋଦି ଏହାପରେ କେଦାରନାଥ ଓ ବଦ୍ରିନାଥ ମନ୍ଦିର ଯାଇଥିବାର ଭିଜୁଆଲ ବିଭିନ୍ନ ଗଣମାଧ୍ୟମରେ ପ୍ରସାରିତ ହୋଇଥିଲା। ଆଚରଣ ବିଧି ଲାଗୁ ହୋଇଥିବା ବେଳେ କେଦାରନାଥର ବିଭିନ୍ନ ପ୍ରକଳ୍ପର ଅନୁଧ୍ୟାନ କରିଥିଲେ ମୋଦି। ଯାହାକି ନିର୍ବାଚନ ଆଚରଣ ବିଧିର ଉଲ୍ଲଂଘନ କରିଥିବା ଟିଏମସି କହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଦଶହରା, ଦୀପାବଳି ପାଇଁ କେନ୍ଦ୍ରର ପରାମର୍ଶ

ନୂଆଦିଲ୍ଲୀ, ୨।୯: ପାର୍ବଣ ଋତୁରେ ଜନ ସମାଗମ ଯେପରି ନ ହୁଏ, ସେଥିପାଇଁ କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ସତର୍କ କରାଇଛି। ସମାବେଶରେ ଯୋଗଦେବା ଜରୁରୀ ଥିଲେ,...

ଇଣ୍ଟରନେଟରେ ଭାଇରାଲ ହେଉଛି ୪ ବର୍ଷ ଝିଅର ଭିଡିଓ: ମୋଦି କଲେ ପ୍ରଶଂସା

ନୂଆଦିଲ୍ଲୀ,୧ ।୧୧: ଏବେ ସୋସିଆଲ ମିଡିଆରେ ଜଣେ ୪ ବର୍ଷ କୁନି ଝିଅର ଭିଡିଓ ଭାଇରାଲ ହେବାରେ ଲାଗିଛି । ଆଉ ଏହାକୁ ଅନେକ ଲୋକ...

୧୧ ରାଜ୍ୟର ୯୦ ଜିଲା ମାଓବାଦୀ ପ୍ରବଣ, ସାଇବର ଅପରାଧ ଟପିଛି ୮୨ ହଜାର

ନୂଆଦିଲ୍ଲୀ, ୨୧।୯: ଦେଶର ୧୧ଟି ରାଜ୍ୟର ୯୦ ଜିଲା ମାଓବାଦୀ ପ୍ରବଣ ବୋଲି ସ୍ବରାଷ୍ଟ୍ର ରାଷ୍ଟ୍ରମନ୍ତ୍ରୀ ଜି.କିଶନ ରେଡ୍ଡୀ ସୋମବାର ସୂଚନା ଦେଇଛନ୍ତି। ୨୦୧୯ରେ ୬୧...

ଚାଇନା ସହ ଉତ୍ତେଜନା ମଧ୍ୟରେ ଲଦାଖ ପହଞ୍ଚିଲେ ସେନା ମୁଖ୍ୟ: ପରିସ୍ଥିତିର କରିବେ ଅନୁଧ୍ୟାନ

ଲେହ,୨୩।୬: ଚାଇନା ସହ ଉତ୍ତେଜନା ମଧ୍ୟରେ ମଙ୍ଗଳବାର ସେନା ମୁଖ୍ୟ ଏମ୍‌.ଏମ୍‌ ନରଓ୍ବଣେ ୨ଦିନିଆ ଗସ୍ତରେ ଲଦାଖରେ ପହଞ୍ଚିଛନ୍ତି। ସେଠାରେ ପହଞ୍ଚିବା ପରେ ସେ ପ୍ରଥମେ...

କୋଭିଡ-୧୯ରେ ପୀଡ଼ିତ ୫ଶହରୁ ଊର୍ଦ୍ଧ୍ୱ କରୋନା ଯୋଦ୍ଧା

ନୂଆଦିଲ୍ଲୀ,୮।୫: କରୋନା କବଳରେ ସାରା ଭାରତ। ଏଥିରୁ ବର୍ତ୍ତି ନାହିଁ ଭାରତ। ତେବେ ଭାରତରେ କରୋନା ଯୋଦ୍ଧା ସାଜିଥିବା ପାରା ମିଲିଟାରି ଫୋର୍ସର ୫ଶହରୁ ଊର୍ଦ୍ଧ୍ୱ...

ହାର୍ଟଆଟାକ୍‌ରୁ ଦୂରେଇ ରହିବା ପାଇଁ ସକାଳେ ଏଥିରୁ ଚାମୁଚେ…

ମହୁରେ ଅନେକ ପୋଷକ ତତ୍ତ୍ୱ ରହିଥାଏ। ପ୍ରତିଦିନ ସକାଳେ ଚାମୁଚେ ମହୁ ଖାଇଲେ କୋଲେଷ୍ଟରଲସ୍ତର ନିୟନ୍ତ୍ରିତ ହୋଇଥାଏ। ଫଳରେ ହାର୍ଟଆଟାକ୍‌ ସମସ୍ୟା ଦୂର ହୋଇଥାଏ ବୋଲି...

ଦିଲ୍ଲୀ ସେଲ୍ସଟ୍ୟାକ୍ସ ଅଫିସରେ ନିଆଁ

ନୂଆଦିଲ୍ଲୀ,୨୧।୧୧: ଦିଲ୍ଲୀ ଆଇଟିଓରେ ଥିବା ସେଲ୍ସଟ୍ୟାକ୍ସ ଅଫିସରେ ଗୁରୁବାର ସକାଳେ ନିଆଁ ଲାଗିଥିବା ସୂଚନା ମିଳିଛି। ଏହି ଖବର ମିଳିବା ପରେ ସେଠାରେ ୫ ଦମକଳ...

ନିର୍ବାଚନ ପରେ ଅମେଠିକୁ ରାହୁଲଙ୍କ ପ୍ରଥମ ଗସ୍ତ: ପରାଜୟ ପାଇଁ ସ୍ଥାନୀୟ ନେତାଙ୍କୁ ଦାୟୀ କଲେ

ଅମେଠି,୧୧ା୭(ପି.ଟି.): ଲୋକ ସଭା ନିର୍ବାଚନରେ ପରାଜୟ ପରେ କଂଗ୍ରେସ ନେତା ରାହୁଲ ଗାନ୍ଧୀ ବୁଧବାର ପ୍ରଥମ ଥର ପାଇଁ ନିଜ ନିର୍ବାଚନ ମଣ୍ଡଳୀ ଅମେଠି ଗସ୍ତରେ...

Advertisement
Archives

Model This Week