Posted inଜାତୀୟ

ମୋଦିଙ୍କ ଜନ୍ମଦିନରେ ସଙ୍କଟ ମୋଚନ ମନ୍ଦିରକୁ ୧.୨୫ କିଲୋ ଓଜନର ସୁନା ମୁକୁଟ ଦାନ କଲେ ପ୍ରଶଂସକ

ବାରଣାସୀ,୧୭।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ୬୯ ବର୍ଷରେ ପଦାର୍ପଣ କରିଛନ୍ତି। ଏହି ଅବସରରେ ତାଙ୍କ ନିର୍ବାଚନମଣ୍ଡଳୀ ବାରଣାସୀରେ ଥିବା ପ୍ରଶଂସକମାନେ ସଙ୍କଟମୋଚନ ହନୁମାନଙ୍କ ମନ୍ଦିରକୁ ୧.୨୫ କିଲୋ ଓଜନର ଏକ ସୁନା ମୁକୁଟ ଦାନ କରିଛନ୍ତି। ଅରବିନ୍ଦ ସିଂ ନାମକ ମୋଦିଙ୍କର ପ୍ରଶଂସକ ମୋଦିଙ୍କ ଜନ୍ମଦିନ ପୂର୍ବରୁ ଅର୍ଥାତ୍‌ ସୋମବାର ଏହି ମୁକୁଟ ମନ୍ଦିରକୁ ଦାନ କରିଥିବା ଜଣାପଡିଛି। ଅରବିନ୍ଦ କହିଛନ୍ତି ସେ ମାନସିକ କରିଥିଲେ ଯଦି ମୋଦି ଦ୍ୱିତୀୟ ଥର ଲାଗି ଶାସନ କ୍ଷମତାକୁ ଆସିବେ ତେବେ ସେ ଭଗବାନଙ୍କୁ ସୁନାର ମୁକୁଟ ଚଢାଇବେ। ଆଉ ଏହା ଫଳବତି ହେବାରୁ ସେ ମୋଦିଙ୍କ ଜନ୍ମ ଦିନରେ ଏହି ସୁନା ମୁକୁଟ ମନ୍ଦିରକୁ ଦାନ କରିଥିବା ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅହମ୍ମଦାବାଦ୍‌କୁ ବ୍ୟାପିଲା ଜେଏନ୍‌ୟୁ ହିଂସା: ଏବିଭିପି-ଏନ୍‌ଏସ୍‌ୟୁଆଇ କର୍ମକର୍ତ୍ତା ମୁହାଁମୁହିଁ

ଅହମ୍ମଦାବାଦ୍‌,୭।୧: ଜେଏନ୍‌ୟୁ ହିଂସା ନେଇ ଦେଶର ବିଭିନ୍ନ ସହରରେ ପ୍ରଦର୍ଶନ ଜାରି ରହିଛି। ମଙ୍ଗଳବାର ଗୁଜରାଟ ଅହମ୍ମଦାବାଦ୍‌ରେ ଏବିଭିପି-ଏନ୍‌ଏସ୍‌ୟୁଆଇ କର୍ମକର୍ତ୍ତା ମୁହାଁମୁହିଁ ହୋଇଛନ୍ତି। ଉଭୟପକ୍ଷଙ୍କ ମଧ୍ୟରେ...

୪ ଦିନରେ ୬ ଅମରନାଥ ଯାତ୍ରୀ ମୃତ

ଶ୍ରୀନଗର, ୨୧ା୭(ପି.ଟି.) : ଚଳିତବର୍ଷ ଦକ୍ଷିଣ କଶ୍ମୀରର ପବିତ୍ର ଅମରନାଥ ଗୁମ୍ଫାକୁ ଯାତ୍ରା ଜାରି ରହିଛି। ଗତ ୪ ଦିନ ମଧ୍ୟରେ ୬ ଜଣ ଯାତ୍ରୀ...

ଫ୍ଲୋର ଟେଷ୍ଟ ପାଇଁ ଭାଜପାକୁ ଆଉ ଗୋଟିଏ ଦିନ ଅପେକ୍ଷା କରିବାକୁ ପଡିବ

ଭୋପାଳ,୧୭।୩: ମଧ୍ୟପ୍ରଦେଶର କଂଗ୍ରେସ ସରକାର ଏବେ ସଙ୍କଟରେ। ଏହାକୁ ଦେଖି ବିରୋଧୀ ଭାରତୀୟ ଜନତା ପାର୍ଟି(ଭାଜପା) କଂଗ୍ରେସକୁ ଗାଦିଚ୍ୟୁତ କରିବାକୁ ପ୍ରୟାସ ଜାରି ରଖିଛି। କରୋନା...

ପ୍ରଦୀପ ଜୋଷୀ ୟୁପିଏସ୍‌ସି ଅଧ୍ୟକ୍ଷ

ନୂଆଦିଲ୍ଲୀ, ୮।୮(ପି.ଟି.):ଦେଶରେ ସିଭିଲ୍‌ ସର୍ଭିସ୍‌ ପରୀକ୍ଷା ପରିଚାଳନା କରୁଥିବା ୟୁନିୟନ ପବ୍ଲିକ୍‌ ସର୍ଭିସ୍‌ କମିଶନ (ୟୁପିଏସ୍‌ସି)ର ନୂତନ ଅଧ୍ୟକ୍ଷ ଭାବେ ଶିକ୍ଷାବିତ୍‌ ପ୍ରଫେସର ପ୍ରଦୀପ କୁମାର...

ପଶ୍ଚିମବଙ୍ଗରେ ବିସ୍ଫୋରଣ: ୩ ମୃତ, ଜଣେ ଗୁରୁତର

କୋଲକାତା,୨୯।୧୦: ପଞ୍ଚିମବଙ୍ଗର ଫର୍ଜିପାରାରେ ଥିବା ବର୍ଡ଼ର ଆଉଟପୋଷ୍ଟ ପାଖରେ ବୋମା ବିସ୍ପୋରଣ ହୋଇଥିବା ଜଣାପଡିଛି। ଏହି ବିସ୍ପୋରଣରେ ତିନି ଜଣ ଗୋରୁଚାଲାଣକାରୀଙ୍କର ମୃତ୍ୟୁ ହୋଇଥିବାବେଳେ ଜଣେ...

ଗୁପ୍ତ ତଥ୍ୟ ପ୍ରଘଟ ଅଭିଯୋଗ: ଇଞ୍ଜିନିୟରଙ୍କ ଜାମିନ ଆବେଦନ ଖାରଜ

ନାଗପୁର,୩୦ା୭(ପି.ଟି.): ବ୍ରହ୍ମୋସ୍‌ ଏରୋସ୍ପେସ୍‌ ଇଞ୍ଜିନିୟର ନିଶାନ୍ତ ଅଗ୍ରଓ୍ବାଲ୍‌ଙ୍କ ଜାମିନ ଆବେଦନକୁ ସ୍ଥାନୀୟ ସେସନ୍ସ ଅଦାଲତ ପ୍ରତ୍ୟାଖ୍ୟାନ କରିଦେଇଛନ୍ତି। ନିଶାନ୍ତ ପାକିସ୍ତାନର ଗୋଇନ୍ଦା ସଂସ୍ଥା ଆଇଏସ୍‌ଆଇକୁ କିଛି...

୪ ଜେଇଏମ୍‌ ଆତଙ୍କବାଦୀଙ୍କ ବିରୋଧରେ ଚାର୍ଜଶିଟ୍‌

ନୂଆଦିଲ୍ଲୀ,୧୩ା୨(ପି.ଟି.): ପୁଲ୍‌ଓ୍ବାମା ଆତଙ୍କବାଦୀ ଆକ୍ରମଣର ପାକିସ୍ତାନୀ ମାଷ୍ଟରମାଇଣ୍ଡଙ୍କ ୪ ସହଯୋଗୀ ଜୈଶ-ଇ-ମହମ୍ମଦ (ଜେଇଏମ୍‌) ଆତଙ୍କବାଦୀଙ୍କ ବିରୋଧରେ ଜାତୀୟ ତଦନ୍ତକାରୀ ସଂସ୍ଥା (ଏନ୍‌ଆଇଏ) ବୁଧବାର ଅତିରିକ୍ତ ଚାର୍ଜଶିଟ୍‌...

ଏଲ୍‌ଏସି: କିଏ ସତ କହୁଛନ୍ତି

ନୂଆଦିଲ୍ଲୀ,୨୨ା୬: ଲଦାଖର ଗଲଓ୍ବାନ ଉପତ୍ୟକାରେ ଚାଇନା ସେନା ସହ ସଂଘର୍ଷ ବେଳେ ୨୦ ଭାରତୀୟ ଯବାନ ଶହୀଦ ହେବା ପରେ ପ୍ରକୃତ ନିୟନ୍ତ୍ରଣରେଖା (ଏଲ୍‌ଏସି) ଚରମ...

Advertisement
Archives

Model This Week