Posted inଜାତୀୟ

ମୋଦିଙ୍କ ତୁର୍କୀ ଗସ୍ତ ରଦ୍ଦ: ଏଫ୍‌ଏଟିଏଫ୍‌ ବୈଠକରେ ପାକିସ୍ତାନକୁ ସମର୍ଥନ କରିବା ମହଙ୍ଗା ପଡ଼ିଲା

ନୂଆଦିଲ୍ଲୀ,୨୦।୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ତୁର୍କୀ ଗସ୍ତ ରଦ୍ଦ କରାଯାଇଛି। ପାକିସ୍ତାନକୁ ଫାଇନାନ୍ସିଆଲ୍‌ ଆକ୍ସନ୍‌ ଟ୍ୟାକ୍ସ୍‌ ଫୋର୍ସ(ଏଫ୍‌ଏଟିଏଫ୍‌) ବୈଠକରେ ତୁର୍କୀ ସମର୍ଥନ କରିଥିଲା। ଏହାକୁ ନେଇ ପ୍ରଧାନମନ୍ତ୍ରୀ ମୋଦି ନିଜର ତୁର୍କୀ ଗସ୍ତ ରଦ୍ଦ କରିଥିବା କୁହାଯାଉଛି। ମୋଦି ଅକ୍ଟୋବର ୨୭-୨୮ରେ ଏକ ନିବେଶକ ସମ୍ମିଳନୀରେ ଯୋଗଦେବା ପାଇଁ ସୌଦି ଗସ୍ତ କରିବେ। ଏହି ଅବସରରେ ସେ ତୁର୍କୀ ଗସ୍ତ କରିବାର କାର୍ଯ୍ୟକ୍ରମ ଥିଲା। ତୁର୍କୀ ଗସ୍ତରେ ଦୁଇ ଦେଶ ମଧ୍ୟରେ ବ୍ୟବସାୟ ସମେତ ଅନ୍ୟ ସହଯୋଗ ଉପରେ ଆଲୋଚନା ହେବାର ଯୋଜନା ଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଏପରି ଅଞ୍ଚଳ ଯେଉଁଠିକୁ ବରଯାତ୍ରୀ ଆସିବାକୁ କରନ୍ତି ଭୟ…

ବିବାହ ନେଇ ଯୁବତୀ ଯୁବକଙ୍କ ମନରେ ଥାଏ ଅସୁମାରୀ ସ୍ବପ୍ନ। ତେବେ ବିହାର ଭୋଜପୁରରେ ଯୁବତୀ ଯୁବକମାନେ ବିବାହ ବୟସ ହେଲେ ମଧ୍ୟ ବିବାହ କରିପାରୁ...

ଏଲ୍‌ଏସି: କିଏ ସତ କହୁଛନ୍ତି

ନୂଆଦିଲ୍ଲୀ,୨୨ା୬: ଲଦାଖର ଗଲଓ୍ବାନ ଉପତ୍ୟକାରେ ଚାଇନା ସେନା ସହ ସଂଘର୍ଷ ବେଳେ ୨୦ ଭାରତୀୟ ଯବାନ ଶହୀଦ ହେବା ପରେ ପ୍ରକୃତ ନିୟନ୍ତ୍ରଣରେଖା (ଏଲ୍‌ଏସି) ଚରମ...

କମଲନାଥଙ୍କ ୬ମନ୍ତ୍ରୀଙ୍କୁ ବହିଷ୍କାର କଲେ ରାଜ୍ୟପାଳ

ଭୋପାଳ,୧୩।୩: ମଧ୍ୟପ୍ରଦେଶରେ ପୁଣି ଥରେ ରାଜନୈତିକ ଉଷ୍ମତା ଦେଖିବାକୁ ମିଳିଛି। ମଧ୍ୟପ୍ରଦେଶ ରାଜ୍ୟପାଳ ଲାଲ୍‌ଜୀ ଟଣ୍ଡନ ଶୁକ୍ରବାର ମୁଖ୍ୟମନ୍ତ୍ରୀ କମଲନାଥଙ୍କ ସୁପାରିସରେ ମନ୍ତ୍ରିମଣ୍ଡଳର ୬ଜଣ ସଦସ୍ୟଙ୍କୁ...

ବାହୁବଲୀ ନିର୍ଦ୍ଦେଶକଙ୍କ ଘରେ କରୋନା: ହୋମ୍‌ କ୍ୱାରାଣ୍ଟାଇନ୍‌ରେ ପୁରା ପରିବାର

ମୁମ୍ବାଇ,୩୦।୭: ବେଶ୍‌ ଲୋକପ୍ରିୟ ଫିଲ୍ମ ବାହୁବଲୀ ଓ ବାହୁବଲୀ-୨ ନିର୍ଦ୍ଦେଶକ ଏସ୍‌.ଏସ୍‌. ରାଜାମୌଲି କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ରାଜାମୌଲି ଓ ତାଙ୍କ ପରିବାରର ମମସ୍ତ...

ପଦ ଛାଡିଲେ ଜ୍ୟୋର୍ତିଆଦିତ୍ୟ ସିନ୍ଧିଆ

ଭୋପାଳ, ୭।୭: ଗତ ଲୋକ ସଭା ନିର୍ବାଚନରେ ଶୋଚନୀୟ ପରାଜୟ ପରେ କଂଗ୍ରେସରେ ଜାରି ରହିଥିବା ଇସ୍ତଫା କ୍ରମରେ ସାମିଲ ହୋଇଛନ୍ତି ଜ୍ୟୋର୍ତିଆଦିତ୍ୟ ସିନ୍ଧିଆ। କଂଗ୍ରେସ...

ପିଲା ଅନଲାଇନ୍‌ ପାଠ ପଢିବା ପାଇଁ ଗାଈ ବିକିଦେଲେ କୃଷକ, ପର୍ଚୁନର ଗାଡି ଚଢି ବିଧାୟକ ଆସି ଦେଲେ ଏତିକି ଟଙ୍କାର ସହାୟତା

ଦେହରା,୨୨।୭: ହିମାଚଳ ପ୍ରଦେଶର କାଙ୍ଗଡା ଜିଲାରେ ଜ୍ୱାଳାମୁଖୀ ବିଧାନସଭା କ୍ଷେତ୍ରରେ ଥିବା ଗୁମ୍ମର ଗ୍ରାମରେ ଜଣେ ଗରିବ କୃଷକ ନିଜ ପିଲା ଅନଲାଇନ୍‌ ପାଠ ପଢିବା...

‘ଅମ୍ଫନ’ ମୁକାବିଲା ପାଇଁ ଉଚ୍ଚ ସ୍ତରୀୟ ବୈଠକ ଡାକିଲେ ମୋଦି

ନୂଆଦିଲ୍ଲୀ,୧୮।୫: ଦକ୍ଷିଣ ପୂର୍ବ ବଙ୍ଗୋପସାଗର ଓ ଏହାର ଆଖାପାଖରେ ସୃଷ୍ଟି ହୋଇଥିବା ଲଘୁଚାପ ଭୟଙ୍କର ସାମୁଦ୍ରିକ ଝଡ଼ର ରୂପ ନେଇସାରିଛି। ଏହାର ମୁକାବିଲା କରିବାକୁ ପ୍ରଧାନମନ୍ତ୍ରୀ...

ସଲ୍‌ମାନଙ୍କ ଫିଟ୍‌ ଇଣ୍ଡିଆ ବାର୍ତ୍ତା

ନୂଆଦିଲ୍ଲୀ: ଅକ୍ଟୋବର ୨ରେ ସାରା ଦେଶରେ ଗାନ୍ଧିଜୀଙ୍କ ୧୫୦ତମ ଜୟନ୍ତୀ ପାଳନ କରାଯାଇଛି। ଏହି ଉପଲକ୍ଷେ ବଲିଉଡ୍‌ ସୁପରଷ୍ଟାର ସଲମାନ୍‌ ଖାନ୍‌ ନିଜ ଫ୍ୟାନ୍ସଙ୍କୁ ଦେଇଛନ୍ତି...

Coronavirus Update


Archives

Model This Week

Why Dharitri