ମୋଦିଙ୍କ ନାଁ ନେବାରୁ ପାକିସ୍ତାନ ନେତାଙ୍କୁ ଲାଗିଲା କରେଣ୍ଟ

ଇସ୍‌ଲାମାବାଦ.୩୦।୮: ଏବେ ଭାରତ ନାଁ ନେଉ ନେଉ ପାକିସ୍ତାନକୁ ଲାଗିଲାଣି କରେଣ୍ଟ। ଶୁକ୍ରବାର ପାକିସ୍ତାନର ରେଲ ମନ୍ତ୍ରୀ ଶେଖ୍‌ ରସିଦ୍‌ ଅହମ୍ମଦ ଏକ ଜନସଭାକୁ ସମ୍ବୋଧନ ଦେବା ସମୟରେ ଭାରତର ପ୍ରଧାନମନ୍ତ୍ରୀ ମୋଦିଙ୍କ ନାଁ ଉଚ୍ଚାରଣ କରିଥିଲେ। ଆଉ ଏହି ସମୟରେ ତାଙ୍କୁ ଲାଗିଥିଲା ଇଲେକ୍ଟଟ୍ରିକ୍‌ କରେଣ୍ଟ। ଏମିତି ଏକ ଭିଡିଓ ଏବେ ଭାଇରାଲ ହେବାରେ ଲାଗିଛି। ଉକ୍ତ ଭିଡିଓରେ ରସିଦ୍‌ କହୁଛନ୍ତି ଯେ ପାକିସ୍ତାନ ମୋଦିଙ୍କ ଉଦ୍ଦେଶ୍ୟକୁ ବୁଝି ପାରୁଛି। ଆଉ କରେଣ୍ଟ ଲାଗିବା ପରେ ମନ୍ତ୍ରୀ କହୁଛନ୍ତି ବୋଧହୁଏ କରେଣ୍ଟ ଲାଗିଗଲା। ଠିକ୍‌ ଅଛି ହେଲେ ମୋଦି ଚାହିଁଲେ ବି ଏହି ଜନସଭାକୁ ଭାଙ୍ଗି ପାରିବେ ନାହିଁ। ସୂଚନାଯୋଗ୍ୟ, ରସିଦ୍‌ ୨ ଦିନ ପୂର୍ବରୁ ଭାରତ-ପାକିସ୍ତାନ ଯୁଦ୍ଧକୁ ନେଇ ଭବିଷ୍ୟବାଣୀ କରି ଆସିଥିଲେ ଚର୍ଚ୍ଚାକୁ। ତେବେ ଜମ୍ମୁ-କଶ୍ମୀରରୁ ଅନୁଚ୍ଛେଦ ୩୭୦ ହଟାଇ ଦିଆଯିବା ପରଠାରୁ ପାକିସ୍ତାନ ଏକ ପ୍ରକାର ବିଳିବିଳାଉଛି।


Enter your email to get our daily news in your inbox.

All Right Reserved By Dharitri.Com

କ୍ଷମତା ହସ୍ତାନ୍ତର ପାଇଁ ଟ୍ରମ୍ପ୍‌ ରାଜି

ଓ୍ବାଶିଂଟନ,୨୫ା୧୧(ପି.ଟି.): ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ଶେଷରେ ପ୍ରେସିଡେଣ୍ଟ ଇଲେକ୍ଟ ଜୋ ବାଇଡେନ୍‌ଙ୍କୁ କ୍ଷମତା ହସ୍ତାନ୍ତର ପାଇଁ ରାଜି ହୋଇଛନ୍ତି। ମିଶିଗାନ୍‌ ଷ୍ଟେଟ୍‌ ନିର୍ବାଚିତ ରାଷ୍ଟ୍ରପତି...

ବାଲିରେ ଜୟଶଙ୍କର-ଓ୍ବାଙ୍ଗ ଭେଟ…

ବାଲି, ୭।୭ : ଭାରତ ଏବଂ ଚୀନ ମଧ୍ୟରେ ଚାଲିଥିବା ବିବାଦ ମଧ୍ୟରେ ବହିର୍ବ୍ୟାପାର ମନ୍ତ୍ରୀ ଏସ୍‌.ଜୟଶଙ୍କର ଗୁରୁବାର ଇଣ୍ଡୋନେସିଆର ବାଲିରେ ଚାଇନା ବୈଦେଶିକ ମନ୍ତ୍ରୀ...

କରୋନା ସମୟରେ ମୃତ୍ୟୁ ବିଷୟରେ ଭାବିଲେ ଜୀବନ ହୋଇଯିବ ରଙ୍ଗହୀନ!

ବେଜିଂ: ମହାମାରୀ କରୋନା ସଂକ୍ରମଣ ସମଗ୍ର ବିଶ୍ୱରେ ବ୍ୟାପିସାରିଛି। ପ୍ରତିଦିନ ଲକ୍ଷ ଲକ୍ଷ ଲୋକ ଏଥିରେ ଆକ୍ରାନ୍ତ ହେଉଥିବା ବେଳେ ମୃତ୍ୟୁ ସଂଖ୍ୟା ମଧ୍ୟ ଦ୍ରୁତ...

ପାକିସ୍ତାନ ସୈନ୍ୟ-ବାଲୁଚି ବିଦ୍ରୋହୀଙ୍କ ମଧ୍ୟରେ ୫୫ ଘଣ୍ଟା ଧରି ମୁହାଁମୁହିଁ ସ୍ଥିତି…

କରାଚି, ୫।୨ : ପାକିସ୍ତାନର ବାଲୁଚିସ୍ତାନରେ ସ୍ଥିତି ସଙ୍କଟ ଜନକ ରହିଛି। ପାକିସ୍ତାନ ସୈନ୍ୟ ଏବଂ ବାଲୁଚି ବିଦ୍ରୋହୀଙ୍କ ମଧ୍ୟରେ ୫୫ ଘଣ୍ଟା ଧରି ମୁହାଁମୁହିଁ...

ଜାତିସଂଘ ଦେଲା ୩୩୨କୋଟି ସହାୟତା

ଜେନେଭା, ୨୩ା୯: ଆଫଗାନିସ୍ତାନକୁ ତାଲିବାନ୍‌ କବ୍‌ଜା କରିବା ପରଠାରୁ ସ୍ବାସ୍ଥ୍ୟସେବା ବିପର୍ଯ୍ୟସ୍ତ ହୋଇପଡ଼ିଛି। ଏଥିରେ ସୁଧାର ଆଣିବା ପାଇଁ ଜାତିସଂଘ ଜରୁରିକାଳୀନ ପାଣ୍ଠିରୁ ୪୫ ମିଲିୟନ...

ବୃହସ୍ପତି ଉପଗ୍ରହକୁ ଯିବ ସ୍ପେସ୍‌ଏକ୍ସ ରକେଟ୍‌

ଆମେରିକା ମହାକାଶ ଗବେଷଣା ସଂସ୍ଥା ନାସା ପ୍ରଥମ ବୃହସ୍ପତି ମିଶନରେ ଏହାର ଥଣ୍ଡା ଉପଗ୍ରହ ୟୁରୋପାକୁ ମହାକାଶଯାନ ‘ୟୁରୋପା କ୍ଲିପର୍‌’ ପ୍ରେରଣ ପାଇଁ ସ୍ପେସ୍‌ଏକ୍ସ ରକେଟକୁ...

ପିଲାମାନେ କେତେ ସମୟ ବ୍ୟାୟାମ କରିବା ଦରକାର

ଓ୍ବାଶିଂଟନ : ପିଲାମାନେ ସୁସ୍ଥ ରହିବା ପାଇଁ ସପ୍ତାହକୁ ତିନି ଦିନ ମଧ୍ୟମ କିମ୍ବା କଠିନ ବ୍ୟାୟାମ କରିବାକୁ ପଡିବ। ୟୁଏସ୍‌ ଡିପାର୍ଟମେଣ୍ଟ ଅଫ୍‌ ହେଲ୍‌ଥ...

ଅନ୍‌ଲାଇନ୍‌ରେ ଭିକ୍ଷାବୃତ୍ତି କରି ୧୭ ଦିନରେ ୩୪ ଲକ୍ଷ ଜମା କଲେ ମହିଳା

ଦୁବାଇ,୧୧।୬: ସୌଦିରେ ବାସ କରୁଥିବା ଜଣେ ୟୁରୋପିଆନ୍‌ ମହିଳା ଅନ୍‌ଲାଇନ୍‌ରେ ଭିକ୍ଷାବୃତ୍ତି କରି ମାତ୍ର ୧୭ ଦିନରେ ୩୪ ଲକ୍ଷ ୮୧ ହଜାର ଟଙ୍କା ଜମା...

Advertisement
Archives

Model This Week