Posted inଜାତୀୟ

ମୋଦିଙ୍କ ପ୍ରଥମ କାର୍ଯ୍ୟକାଳରେ ନିହତ ହୋଇଛନ୍ତି ୯୬୩ ଆତଙ୍କବାଦୀ: ଶାହ

ନୂଆଦିଲ୍ଲୀ,୧୬।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପ୍ରଥମ କାର୍ଯ୍ୟକାଳ ସମୟରେ ୯୬୩ ଆତଙ୍କବାଦୀ ନିହତ ହୋଇଛନ୍ତି। ସେହିପରି ଏହି ସମୟ ମଧ୍ୟରେ ୪୧୩ ଯବାନ ଶହୀଦ୍‌ ହୋଇଛନ୍ତି। ଏନେଇ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହ ଲୋକ ସଭାରେ ମଙ୍ଗଳବାର ସୂଚନା ଦେଇଛନ୍ତି। ଆତଙ୍କବାଦ ଉପରେ ସରକାର ଶୂନ୍ୟ ସହନଶୀଳ ନୀତି(ଜିରୋ ଟୋଲୋରାନ୍ସ୍‌ ପଲିସି) ଉପରେ କାର୍ଯ୍ୟ ଜାରି ରଖିଛନ୍ତି। ଗତ ୫ ବର୍ଷ ମଧ୍ୟରେ ଆତଙ୍କବାଦ ବିରୋଧୀ ଅପରେଶନ୍‌ରେ ସଫଳତା ମିଳିଥିବା ଶାହ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୌରପରିଷଦର ଅଧ୍ୟକ୍ଷା ଭାବେ ପୁନଃ ଅବସ୍ଥାପିତ ହେବେ ଶାନ୍ତି ମଞ୍ଜରୀ ଦେଇ, ଗୃହ ଓ ନଗର ଉନ୍ନୟନ ବିଭାଗ ନିର୍ଦ୍ଦେଶକ ଚିଠି ଲେଖି…

ଦେବଗଡ଼,୧୩ା୮(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ପୌରପରିଷଦର ଅଧ୍ୟକ୍ଷା ଭାବେ ପୁନଃ ଅବସ୍ଥାପିତ ହେବେ ଶାନ୍ତି ମଞ୍ଜରୀ ଦେଇ, ହାଇକୋର୍ଟଙ୍କ ନିର୍ଦ୍ଦେଶ ଆଧାରରେ ପୁନଃ ଅବସ୍ଥାପିତ ପାଇଁ ଚିଠି…

ଆରଜି କର ମାମଲାରେ ବଡ଼ ଆକ୍ସନ, TMCର ପୂର୍ବତନ ବିଧାୟକ ନିର୍ମଳ ଘୋଷ ଗିରଫ

କୋଲକାତା,୧୩।୮: ଆରଜି କର ବଳାତ୍କାର ଏବଂ ହତ୍ୟା ମାମଲାରେ ତୃଣମୂଳ କଂଗ୍ରେସ (ଟିଏମସି)ର ପୂର୍ବତନ ବିଧାୟକ ନିର୍ମଳ ଘୋଷଙ୍କୁ ଗିରଫ କରାଯାଇଛି । ଅଗଷ୍ଟ ୯ ତାରିଖରେ…

ହସ୍ପିଟାଲ୍‌ର ଶୌଚାଳୟରୁ ମିଳିଲା ନର୍ସଙ୍କ ମୃତଦେହ; କବାଟ ଭାଙ୍ଗି ଶବ ଉଦ୍ଧାର, ନାଇଟ୍ ସିଫ୍ଟ…

କୋଲକାତା,୧୩।୮: ପଶ୍ଚିମବଙ୍ଗର କୋଲକାତାସ୍ଥିତ ନୀଲରତନ ସରକାର (NRS) ମେଡିକାଲ କଲେଜ ଏବଂ ହସ୍ପିଟାଲରୁ ଏକ ରହସ୍ୟଜନକ ମୃତ୍ୟୁ ମାମଲା ସାମ୍ନାକୁ ଆସିଛି। ବୁଧବାର ରାତିରେ ଡ୍ୟୁଟିରେ ଥିବା…

ସରପଞ୍ଚ ଚାମେଲୀ ଓଝାଙ୍କ ବିରୋଧରେ ସରିଲା ଅନାସ୍ଥା ଭୋଟିଂ, ନିଜେ ଉପସ୍ଥିତ ରହି କହିଲେ ଏମିତି…

ମହାକାଳପଡ଼ା,୧୩ା୮(ପ୍ରତାପ ଚନ୍ଦ୍ର ସ୍ବାଇଁ): ବହୁ ଚର୍ଚ୍ଚିତ କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ତିଖିରି ପଞ୍ଚାୟତ ଅଫିସଠାରେ କଡ଼ା ସୁରକ୍ଷା ବଳୟ ମଧ୍ୟରେ ଗୁରୁବାର ସରପଞ୍ଚ ଚାମେଲୀ…

କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ପାଣ୍ଠିରେ ନୀଳଗିରି ମେଡିକାଲର ହେବ ଉନ୍ନତି, ଖର୍ଚ୍ଚ ହେବ ଏତିକି କୋଟି…

ନୀଳଗିରି,୧୩ା୮(ପ୍ରଶାନ୍ତ କୁମାର ବିଶ୍ୱାଳ): କେନ୍ଦ୍ରରେଳ, ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ ତଥା ରାଜ୍ୟ ସଭା ଏମ୍‌ପି ଅଶ୍ୱିନୀ କୁମାର ବୈଷ୍ଣବ ମନ୍ତ୍ରିମଣ୍ଡଳର ଜଣେ ଦକ୍ଷ ଏବଂ ସଚ୍ଚୋଟ ମନ୍ତ୍ରୀଭାବେ ପ୍ରଧାନମନ୍ତ୍ରୀଙ୍କ…

ଖର୍ଗେଙ୍କ ମଞ୍ଚ ‘ଶୁଦ୍ଧିକରଣ’ ପ୍ରସଙ୍ଗକୁ ନେଇ ସଂସଦରେ ସରଗରମ ରାଜନୀତି, କଡ଼ା ଜବାବ ଦେଲେ ନଡ୍ଡା!

ନୂଆଦିଲ୍ଲୀ,୧୩।୮: ସଂସଦର ମୌସୁମୀ ଅଧିବେଶନର ଶେଷ ଦିନରେ ରାଜ୍ୟ ସଭାରେ ଏକ ବଡ଼ ଏବଂ ଗମ୍ଭୀର ପ୍ରସଙ୍ଗକୁ ନେଇ ଶାସକ ଓ ବିରୋଧୀ ଦଳ ମଧ୍ୟରେ ତୀବ୍ର…

୧୭ ଅଗଷ୍ଟରେ ମଘା ନକ୍ଷତ୍ରରେ ପ୍ରବେଶ କରିବେ ସୂର୍ଯ୍ୟ, ମେଷ ସମେତ ୩ ରାଶିରେ ଧନବର୍ଷା

୧୭ ଅଗଷ୍ଟ ସକାଳେ ସୂର୍ଯ୍ୟ କେତୁଙ୍କ ଦ୍ୱାରା ଶାସିତ ମଘା ନକ୍ଷତ୍ରରେ ପ୍ରବେଶ କରିବେ। ସୂର୍ଯ୍ୟଙ୍କ ପାଇଁ ନକ୍ଷତ୍ରର ଏହି ପରିବର୍ତ୍ତନ ସକାଳ ୮:୦୩ ରେ ଘଟିବ।…

ତ୍ରିରଙ୍ଗା ଅଭିଯାନରେ ସାମିଲ ହେଲେ ଜିଲାପାଳ, ସ୍ବାଧୀନତା ସଂଗ୍ରାମୀ ତ୍ୟାଗ ଓ ବଳିଦାନକୁ ମନେ ପକାଇ…

ଛତ୍ରପୁର,୧୩ା୮(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ସ୍ବାଧୀନତା ଦିବସ ପୂର୍ବରୁ ଦେଶବ୍ୟାପୀ ‘ହର୍‌ଘର ତ୍ରିରଙ୍ଗା’ ଅଭିଯାନକୁ ସଫଳ କରିବା ଲକ୍ଷ୍ୟରେ ଗଞ୍ଜାମ ଜିଲାପାଳ ଭି. କୀର୍ତ୍ତି ଭାସନ ନିଜ ବାସଭବନରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri