Posted inଜାତୀୟ

ମୋଦିଙ୍କ ବିଜୟରେ ଦୁଃଖ ପ୍ରକାଶ କଲେ ଏହି ବଲିଉଡ୍‌ ଅଭିନେତ୍ରୀ

ମୁମ୍ବାଇ,୨୫।୫: ଲୋକ ସଭା ନିର୍ବାଚନରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବିଜୟରେ ଦେଶ ବିଦେଶରୁ ଶୁଭେଚ୍ଛା ବାର୍ତ୍ତା ଛୁଟିଛି। ଏଥିରେ ବଲିଉଡ୍‌ କଳାକାର ମଧ୍ୟ ସାମିଲ ଅଛନ୍ତି। ତେବେ ବଲିଉଡ୍‌ ଅଭିନେତ୍ରୀ ପୂର୍ଣ୍ଣା ଜଗନ୍ନାଥନ୍‌ ମୋଦିଙ୍କ ବିଜୟରେ ଦୁଃଖ ପ୍ରକାଶ କରିଛନ୍ତି। ମୋଦିଙ୍କ ନିରଙ୍କୁଶ ବିଜୟ ଦ୍ୱାରା ଦେଶରେ ହିନ୍ଦୁରାଷ୍ଟ୍ରବାଦ ବୃଦ୍ଧି ପାଇବା ସହିତ କିଛି ନିଦ୍ଦିଷ୍ଟ ସମ୍ପ୍ରଦାୟର ଲୋକଙ୍କୁ ସମାଜର ମୁଖ୍ୟ ସ୍ରୋତରୁ ଦୂରେଇବା ଆଶଙ୍କା ରହିଛି ବୋଲି ପୂର୍ଣ୍ଣା ଟୁଇଟ୍‌ କରିଛନ୍ତି। ଏନେଇ ତାଙ୍କୁ ଭୟ ଲାଗୁଥିବା ସେ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମୋଦିଙ୍କ ସହ ଗୁପ୍‌ଚୁପ୍‌ ଖାଇଲେ ଜାପାନ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୨୦।୩: ଜାପାନର ପ୍ରଧାନମନ୍ତ୍ରୀ ଫୁମିଓ କିଶିଦା ବତ୍ତର୍ମାନ ଦୁଇ ଦିନିଆ ଭାରତ ଗସ୍ତରେ ଅଛନ୍ତି। ତାଙ୍କର ଏହି ଗସ୍ତ ଦ୍ୱିପାକ୍ଷିକ ସମ୍ପର୍କକୁ ଆହୁରି ମଜଭୁୁତ କରିବ।...

ମହିଳାଙ୍କୁ ହତ୍ୟା ପରେ ନିଜକୁ ଗୁଳି କଲେ ଅଭିଯୁକ୍ତ

ନୂଆଦିଲ୍ଲୀ,୨୮ା୭: ଦିଲ୍ଲୀର ଦାବ୍ରି ଅଞ୍ଚଳରେ ଜଣେ ୪୦ ବର୍ଷୀୟା ମହିଳାଙ୍କୁ ଘର ସମ୍ମୁଖରେ ଗୁଳିକରି ହତ୍ୟା କରାଯାଇଛି। ରେଣୁ ଗୋୟଲ ନାମ୍ନୀ ମହିଳାଙ୍କୁ ତୁରନ୍ତ ହସ୍ପିଟାଲ...

ଲଣ୍ଡନରେ ପହଞ୍ଚିଲା ହନୁମାନ ଚାଳିଶା ବିବାଦ

ଲଣ୍ଡନ/ନୂଆଦିଲ୍ଲୀ,୨ ।୫: ଲଣ୍ଡନର କିଛି ହିନ୍ଦୁ ସଙ୍ଗଠନ ହନୁମାନ ଚାଳିଶା ପାଠକୁ ସମର୍ଥନ କରିଛନ୍ତି । ଏହାସହ ଦେଶର କିଛି ରାଜ୍ୟର ରାଜ୍ୟ ସରକାରଙ୍କୁ ନିନ୍ଦା...

ଆସାମ ଗସ୍ତରେ ମୋଦି: ଭୂମିହୀନଙ୍କୁ ବାଣ୍ଟିଲେ ଜମି ପଟ୍ଟା

ନୂଆଦିଲ୍ଲୀ,୨୩ ।୧: ମିଶନ ବଙ୍ଗାଲ ପୂର୍ବରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ପ୍ରଥମେ ଆସାମ ଗସ୍ତ କରିଛନ୍ତି । ସେଠାରେ ସେ ପାଖାପାଖି ୧ଲକ୍ଷ ୬...

ବାତ୍ୟା ‘ବିପର୍ଯ୍ୟୟ’ର ଲ୍ୟାଣ୍ଡଫଲ ପ୍ରକ୍ରିୟା ଆରମ୍ଭ

ନୂଆଦିଲ୍ଲୀ/ଗାନ୍ଧୀନଗର,୧୫।୬: ଆରବସାଗରରେ ସୃଷ୍ଟି ହୋଇଥିବା ବାତ୍ୟା ‘ବିପର୍ଯ୍ୟୟ’ର ଗୁରୁବାର ସନ୍ଧ୍ୟାରେ ଲ୍ୟାଣ୍ଡଫଲ ପ୍ରକ୍ରିୟା ଆରମ୍ଭ ହୋଇଯାଇଛି। ସନ୍ଧ୍ୟା ପ୍ରାୟ ୬.୪୫ ମିନିଟରୁ ଲ୍ୟାଣ୍ଡଫଲ ପ୍ରକ୍ରିୟା ଆରମ୍ଭ...

ଦେଶରେ ଭାଜପା ବିରୋଧୀ ଲହର: ଶରଦ ପାଓ୍ବାର…

ମୁମ୍ବାଇ,୭।୬ : କର୍ନାଟକ ନିର୍ବାଚନରେ ଭାଜପାର ପରାଜୟ ପରେ ବିରୋଧୀ ୨୦୨୪ ରେ ହେବାକୁ ଥିବା ଲୋକସଭା ନିର୍ବାଚନ ଉପରେ ନଜର ରଖିଛନ୍ତି। ମହାମେଣ୍ଟରୁ ଏଥିପାଇଁ...

ଶିଜାନଙ୍କ ଜାମିନ ଆବେଦନ ଖାରଜ

ବମ୍ବେ: ଅଭିନେତ୍ରୀ ତୁନିଶା ଶର୍ମା ଆତ୍ମହତ୍ୟା ମାମଲାରେ ପ୍ରେମିକ ତଥା ‘ଅଲି ବାବା ଦାସ୍ତାନ ଏ କାବୁଲ’ର ମୁଖ୍ୟ ଅଭିନେତା ଶିଜାନ ଖାଁ ନ୍ୟାୟିକ ହେପାଜତରେ...

ଲଞ୍ଚିଂ ପାଇଁ ପ୍ରସ୍ତୁତ ଭାରତର ସୋଲାର ମିଶନ ଆଦିତ୍ୟ-ଏଲ ୧

ବେଙ୍ଗାଲୁରୁ,୩୦।୮: ଚନ୍ଦ୍ରାବତରଣ ପରେ ସୂର୍ଯ୍ୟ ମିଶନ ପାଇଁ ପ୍ରସ୍ତୁତ ଭାରତ। ସୋଲାର ମିଶନ ଆଦିତ୍ୟ ଏଲ ୧ ଶନିବାର ସେପ୍ଟେମ୍ବର ୨ରେ ଲଞ୍ଚ ହେବ। ଚାରି...

Advertisement
Archives

Model This Week