Posted inଜାତୀୟ

ମୋଦିଙ୍କ ବିରୋଧରେ ଲଢ଼ିବେନି ଭୀମସେନା ମୁଖ୍ୟ

ନୂଆଦିଲ୍ଲୀ,୧୮ା୪(ପି.ଟି.): ବାରାଣସୀରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବିରୋଧରେ ନିର୍ବାଚନ ଲଢ଼ିବା ପାଇଁ ଘୋଷଣା କରିଥିବା ଭୀମ ସେନା ମୁଖ୍ୟ ଚନ୍ଦ୍ରଶେଖର ଆଜାଦ୍‌ ଶେଷରେ ନିଜ ନିଷ୍ପତ୍ତି ବଦଳାଇଛନ୍ତି। ତାଙ୍କ ସଂଗଠନ ଏସ୍‌ପି-ବିଏସ୍‌ପି ମେଣ୍ଟକୁ ସମର୍ଥନ କରିବ। ଭାଜପାକୁ ପରାଜିତ କରିବାକୁ ହେଲେ ଦଳିତ ଭୋଟ ବିଭାଜିତ ନ ହୋଇ ମେଣ୍ଟକୁ ଯିବା ଉଚିତ। ସେଥିପାଇଁ ସେ ପ୍ରାର୍ଥୀ ହେବା ନିଷ୍ପତ୍ତିରୁ ଓହରିଗଲେ ବୋଲି ଆଜାଦ କହିଛନ୍ତି। ପୂର୍ବରୁ ବିଏସ୍‌ପି ସୁପ୍ରିମୋ ମାୟାବତୀ ଭୀମସେନା ମୁଖ୍ୟଙ୍କୁ ଭାଜପାର ଏଜେଣ୍ଟ କହିଥିଲେ। ତେବେ ବିଏସ୍‌ପି ଯଦି ବାରାଣସୀରୁ ସତୀଶ ଚନ୍ଦ୍ର ମିଶ୍ରଙ୍କୁ ପ୍ରାର୍ଥୀ କରେ ତେବେ ଭୀମସେନା ସମର୍ଥନ ଦେବ ବୋଲି ଆଜାଦ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୁଅକୁ କୃଷକ କରିବାକୁ ମା’ ଛାଡିଲେ ୯୦ ହଜାର ଟଙ୍କାର ସରକାରୀ ଚାକିରି

ଆଜମେର,୨୮।୧୧: ରାଜସ୍ଥାନର ଆଜମେରରେ ଏକ ନିଆରା ଘଟଣା ଦେଖିବାକୁ ମିଳିଛି। ସାଧାରଣତଃ ଆଜିକାଲି ସହର ହେଉ କି ଗାଁ ସବୁଠି ଚାକିରିକୁ ବେଶୀ ଗୁରୁତ୍ୱ ଦିଆଯାଉଛି।...

ରବିନ୍ଦ୍ର ଜାଡେଜାଙ୍କ ସ୍ତ୍ରୀଙ୍କ ବିରୋଧରେ ଲଢିପାରନ୍ତି ଭଉଣୀ ନୈନା

ଅହମ୍ମଦାବାଦ,୧୧।୧୧: ଗୁଜରାଟ ବିଧାନସଭା ନିର୍ବାଚନ ଉପରେ ସମଗ୍ର ଦେଶର ନଜର ରହିଛି। ଏଥର ଗୁଜରାଟର ଜାମନଗର ଆସନକୁ ନେଇ ଅନେକ ଚର୍ଚ୍ଚାରେ ରହିଛି। ଜାମନଗରରୁ ଭାଜପା...

ପ୍ଲାଷ୍ଟିକ ବଦଳରେ ମିଳୁଛି କ୍ଷୀର

ପଞ୍ଚକୁଲା,୨୬।୧୨: ହରିୟାଣାର ପଞ୍ଚକୁଲାରେ ଏବେ ଲୋକଙ୍କୁ ପ୍ଲାଷ୍ଟିକ ବଦଳରେ କ୍ଷୀର ମିଳୁଛି। ପଞ୍ଚକୁଲା ନଗର ନିଗମ ପକ୍ଷରୁ ଏବେ ଏମିତି ଏକ କାର୍ଯ୍ୟକ୍ରମ ଆରମ୍ଭ କରାଯାଇଛି।...

ସବୁ ଅଭିଯୁକ୍ତ ଦୋଷମୁକ୍ତ

ବେଙ୍ଗାଲୁରୁ,୧୨ା୧୧: ଆର୍‌ଟିଆଇ କର୍ମୀ ତଥା ‘ମହାପ୍ରଚଣ୍ଡ’ ଖବରକାଗଜର ସମ୍ପାଦକ ଲିଙ୍ଗାରାଜୁ ହତ୍ୟା ମାମଲାରେ ଉପଯୁକ୍ତ ତଥ୍ୟ ପ୍ରମାଣ ଅଭାବରୁ କର୍ନାଟକ ହାଇକୋର୍ଟ ସମସ୍ତ ୧୨ ଅଭିଯୁକ୍ତଙ୍କୁ...

ପୁଣି ବଢ଼ିଲା ଦୈନିକ ସଂକ୍ରମଣ…

ନୂଆଦିଲ୍ଲୀ, ୧୪।୧୨: ଦେଶରେ କରୋନା ମହାମାରୀ ସଂକ୍ରମଣ ଦିନେ କମିଲେ ପୁଣି ବଢ଼ିବାରେ ଲାଗିଛି। ଇତି ମଧ୍ୟରେ ଦେଶରେ ସକ୍ରିୟ ମାମଲା କମି ୪ ହଜାର...

ନଭେମ୍ବର ୮ ପର୍ଯ୍ୟନ୍ତ ଅନଲାଇନ କ୍ଳାସ

ନୋଏଡା,୪ ।୧୧: ଦିଲ୍ଲୀ-ଏନସିଆରରେ ବାୟୁ ପ୍ରଦୂଷଣ ବେଳକୁ ବେଳ ବଢିବାରେ ଲାଗିଛି । ପ୍ରଦୂଷଣ ଯୋଗୁ ସାଧାରଣ ଜୀବନଯାତ୍ରା ଅସ୍ତବ୍ୟସ୍ତ ହୋଇ ପଡିଥିବା ବେଳେ ଏହାର...

ସରକାରଙ୍କ ନିଷ୍ପତ୍ତି ନିବେଶ ବଢ଼ାଇବ: ଭେଙ୍କାୟା ନାଇଡୁ

ନୂଆଦିଲ୍ଲୀ,୧୨ା୧୧: କେନ୍ଦ୍ର ସରକାର ନିକଟରେ ନେଇଥିବା କେତେକ ପଦକ୍ଷେପ ନିବେଶ ବଢ଼ାଇବ ବୋଲି ଉପରାଷ୍ଟ୍ରପତି ଏମ୍‌. ଭେଙ୍କାୟା ନାଇଡୁ କହିଛନ୍ତି। ସରକାରଙ୍କ ସଂସ୍କାରମୂଳକ ପଦକ୍ଷେପ ଯୋଗୁ...

ମୁମ୍ବାଇରେ ୧୮ ବର୍ଷରୁ ଊର୍ଦ୍ଧ୍ୱଙ୍କୁ ଦିଆଯାଇପାରିବ ନାହିଁ ଟିକା

ମୁମ୍ବାଇ,୨୯।୪: ମେ ୧ରୁ ତୃତୀୟ ପର୍ଯ୍ୟାୟ ତଥା ୧୮ରୁ ୪୪ ବର୍ଷ ବୟସ୍କ ବ୍ୟକ୍ତିଙ୍କ ଟିକାକରଣ ଅଭିଯାନ ଆରମ୍ଭ ହେବ। ଏନେଇ କେନ୍ଦ୍ର ସରକାର ଘୋଷଣା...

Advertisement
Archives

Model This Week