ମୋଦିଙ୍କ ଭାଷଣ ଶୁଣିବାକୁ ନାମ ପଞ୍ଜୀକରଣ କଲେ ୫୦ ହଜାର ଲୋକ

ହଷ୍ଟନ,୨୩।୮: ଆସନ୍ତା ମାସରେ ଆମେରିକାର ହଷ୍ଟନଠାରେ ଥିବା ଏନ୍‌ଜିଆର୍‌ ଷ୍ଟାଡିୟମରେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଉଦ୍‌ବୋଧନ ଦେବାର କାର୍ଯ୍ୟକ୍ରମ ରହିଛି। ମୋଦିଙ୍କ ଉଦ୍‌ବୋଧନ ଶୁଣିବା ଲାଗି ଗତ ୩ ସପ୍ତାହ ମଧ୍ୟରେ ପାଖାପାଖି ୫୦ ହଜାର ବ୍ୟକ୍ତି ସେମାନଙ୍କ ନାଁ ପଞ୍ଜୀକରଣ କରିଥିବା ଜଣାପଡିଛି। ‘ହାଓଡି ମୋଦି’ ନାମକ ଏହି ଇଭେଣ୍ଟକୁ ଟେକ୍ସାସ ଇଣ୍ଡିଆ ଫୋରମ ଦ୍ୱାରା ଆୟୋଜନ କରାଯାଇଛି। ଏହାର ଥିମ୍‌ ରହିଛି, ‘ଶେୟାର୍ଡ ଡ୍ରିମ୍ସ, ବ୍ରାଇଟ୍‌ ଫ୍ୟୁଚର୍ସ’। ଆମେରିକା ଓ ଭାରତ ମଧ୍ୟରେ ଥିବା ସମ୍ପର୍କକୁ ଏଥିରେ ସାମିଲ କରାଯାଇଛି। ଯଦି ଏହି ଉଦ୍‌ବୋଧନ ସମାରୋହରେ ହାଫ୍‌ ମିଲିୟନ୍‌ ଲୋକ ଯୋଗ ଦିଅନ୍ତି ତେବେ ପ୍ରଥମ ଥର ଲାଗି ଜଣେ ପ୍ରଧାନମନ୍ତ୍ରୀଙ୍କୁ ସିଧାସଳଖ ଶୁଣୁଥିବା ଏହା ଉତ୍ତର ଆମେରିକାର ସବୁଠାରୁ ବଡ କାର୍ଯ୍ୟକ୍ରମ ହେବ ବୋଲି କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ପାକିସ୍ତାନକୁ ଶକ୍ତ ଝଟ୍‌କା: ୪୪୦ ନିୟୁତ ଡଲାର ସହାୟତା କମାଇଲା ଆମେରିକା

ନୂଆଦିଲ୍ଲୀ,୧୮ା୮: ଗୁରୁତର ଆର୍ଥିକ ସଙ୍କଟ ମଧ୍ୟରେ ଗତି କରୁଥିବା ପାକିସ୍ତାନକୁ ଆଉ ଏକ ବଡ଼ ଝଟକା ଲାଗିଛି। ଆମେରିକା ପାକିସ୍ତାନକୁ ଯୋଗାଉଥିବା ଆର୍ଥିକ ସହାୟତାକୁ ୪୪୦...

୨୩ରେ ଅଣଏନ୍‌ଡିଏ ଦଳ ବୈଠକ

ନୂଆଦିଲ୍ଲୀ,୧୭।୫:ଉପା ଅଧ୍ୟକ୍ଷା ସୋନିଆ ଗାନ୍ଧୀ ଆସନ୍ତା ୨୩ରେ ଅଣଏନ୍‌ଡିଏ ଦଳଗୁଡ଼ିକର ନେତାଙ୍କୁ ନେଇ ଏକ ବୈଠକ କରିବେ। ଏଥିଲାଗି ଧର୍ମନିରପେକ୍ଷ ଦଳଗୁଡ଼ିକୁ ସେ ନିମନ୍ତ୍ରଣ କରଛନ୍ତି।...

ସଂସଦୀୟ ନିର୍ବାଚନର ବହିଷ୍କାର କଲେ ଟ୍ୟୁନିସିୟା ମତଦାତା

ଟ୍ୟୁନିସିୟା,୩୧ ।୧: ଟ୍ୟୁନିସିୟାରେ ବହୁ ସଂଖ୍ୟାରେ ମତଦାତା ସଂସଦୀୟ ନିର୍ବାଚନକୁ ବହିଷ୍କାର କରିଛନ୍ତି । ଏହି ନିର୍ବାଚନକୁ ସେମାନଙ୍କ ରାଷ୍ଟ୍ରପତି ତଥା ଦେଶର ସଙ୍କଟଗ୍ରସ୍ତ ଗଣତନ୍ତ୍ର...

ଏପରି ସ୍ଥାନ ଯେଉଁଠି ଅଛି ଜଳ ହେଲେ ନାହିଁ ଜୀବନ…

ପୃଥିବୀରେ ଜଳ ଥିବା ସ୍ଥାନରେ ଜୀବନ ରହିଥାଏ। ଅର୍ଥାତ୍‌ ସେଠାରେ ଜୀବିତ ପ୍ରାଣୀ ରହିଥାନ୍ତି। ତେବେ ଇଥୋପିଆର ଏପରି ଏକ ଅଞ୍ଚଳ ରହିଛି ଯେଉଁଠି ଜଳ...

ୟୁରୋପର ସର୍ବବୃହତ୍ତ ନ୍ୟୁକ୍ଲିୟର ପାୱାର ପ୍ଲାଣ୍ଟରେ ନିଆଁ, କ୍ୱିଭ-ମସ୍କୋ ମଧ୍ୟରେ ଶୀଘ୍ର ତୃତୀୟ ବୈଠକ

କ୍ୱିଭ,୪ ।୩: ରୁଷିଆ-ୟୁକ୍ରେନ୍ ବିବାଦ ବେଳକୁ ବେଳ ତୀବ୍ର ରୂପ ନେବାରେ ଲାଗିଛି । ରୁଷିଆର ଆକ୍ରମଣ ଫଳରେ ଶୁକ୍ରବାର ସକାଳେ ୟୁକ୍ରେନରେ ଥିବା ୟୁରୋପର...

ଭୂକମ୍ପର ତୀବ୍ର ଝଟକାରେ ଥରିଲା ପିଓକେ: ବ୍ୟାପକ କ୍ଷୟକ୍ଷତି, ୫ ମୃତ, ୫୦ ଆହତ

ନୂଆଦିଲ୍ଲୀ/ ଇସ୍‌ଲାମାବାଦ, ୨୪।୯:  ଦିଲ୍ଲୀ ଏନ୍‌ସିଆର୍‌ ସମେତ ଉତ୍ତର ଭାରତର ଅନେକ ଅଞ୍ଚଳରେ ମଙ୍ଗଳବାର ଅପରାହ୍ନରେ ଭୂକମ୍ପ ଅନୁଭୂତ ହୋଇଛି। ଏହାର ତୀବ୍ରତା ରିକ୍ଟର ସ୍କେଲରେ...

‘ଷଡ଼ଯନ୍ତ୍ର ପଛରେ ବିଦେଶୀ ଶକ୍ତି’

ଇସ୍‌ଲାମାବାଦ,୨୮।୩ : ପାକିସ୍ତାନ ନ୍ୟାଶନାଲ ଆସେମ୍ବ୍ଲିରେ ବିରୋଧୀଙ୍କ ଅନାସ୍ଥା ପ୍ରସ୍ତାବର ସମ୍ମୁଖୀନ ହେବା ପୂର୍ବରୁ ପ୍ରଧାନମନ୍ତ୍ରୀ ଇମ୍ରାନ୍‌ ଖାନ୍‌ ରବିବାର ସନ୍ଧ୍ୟାରେ ବିଶାଳ ରାଲି ଜରିଆରେ...

ପ୍ରାଣୀଙ୍କ ଉପସ୍ଥିତି ଅପରିହାର୍ଯ୍ୟ

ପରିବେଶର ସୁରକ୍ଷା ଏବଂ ମାନବ ସୁସ୍ଥତା ପାଇଁ ପ୍ରାଣୀମାନେ ପ୍ରକୃତିର ସମାନ ଗୁରୁତ୍ୱପୂର୍ଣ୍ଣ ଅଂଶବିଶେଷ। ପ୍ରକୃତିର ପରିବେଶକୁ ସନ୍ତୁଳିତ କରିବା ପାଇଁ ଇକୋସିଷ୍ଟମରେ ଥିବା ସମସ୍ତ...

Advertisement
Archives

Model This Week