Posted inଜାତୀୟ

ମୋଦିଙ୍କ ମଇଳା ସଫା କରିବା ଭିଡ଼ିଓ ଭାଇରାଲ: ଏକା ଏକା କ୍ୟାମେରାମ୍ୟାନ୍‌ଙ୍କ ଆଗରେ ଶୁଟିଂ ପାଇଁ ଛାଡ଼ି ଦିଆଗଲା କିପରି ପ୍ରଶ୍ନ କଲେ ପ୍ରକାଶ ରାଜ୍‌

ନୂଆଦିଲ୍ଲୀ,୧୩।୧୦: ସୋସିଆଲ୍‌ ମିଡ଼ିଆରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାମିଲନାଡୁର ମାମଲ୍ଲାପୁରମ୍‌ ସମୁଦ୍ରକୂଳରୁ ମଇଳା ଉଠାଇବା ଭିଡ଼ିଓ ଭାଇରାଲ ହେବାରେ ଲାଗିଛି। ଏହାକୁ ନେଇ ଅଭିନେତା ପ୍ରକାଶ ରାଜ୍‌ ସମାଲୋଚନା କରିଛନ୍ତି। ସେ ଏହି ଭିଡ଼ିଓକୁ ଟୁଇଟରରେ ଅପଲୋଡ୍‌ କରି ପ୍ରଶ୍ନ କରିଛନ୍ତି, ଏକା ଏକା କ୍ୟାମେରାମ୍ୟାନ୍‌ଙ୍କ ଆଗରେ ଶୁଟିଂ ପାଇଁ ମୋଦିଙ୍କୁ କିପରି ଛାଡ଼ି ଦିଆଗଲା। ଦେଶକୁ ଚାଇନା ରାଷ୍ଟ୍ରପତି ଜି ଜିନପିଙ୍ଗ୍‌ ଆସିଥିବା ଜାଣି ମଧ୍ୟ କିପରି ପ୍ରଶାସନ ପକ୍ଷରୁ ସମୁଦ୍ର କୂଳକୁ ସଫା କରା ଗଲା ନାହିଁ। ପ୍ରକାଶଙ୍କ ଏଭଳି ମନ୍ତବ୍ୟ ନେଇ ଏବେ ଚର୍ଚ୍ଚା ଆରମ୍ଭ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ସୁନାରେ ସଜେଇ ହେବେ ଶ୍ରୀଜିଉ: ରତ୍ନସିଂହାସନରେ ଦିବ୍ୟ ଦୁର୍ଲଭ ଦର୍ଶନ

ପୁରୀ,୩।୧: ଆଜି ପୌଷ ପୂର୍ଣ୍ଣିମା। ଶ୍ରୀମନ୍ଦିରରେ ମହାପ୍ରଭୁଙ୍କର ପୁଷ୍ୟାଭିଷେକ ନୀତି। ୧୦୮ ଗରା ଘିଅ ମିଶ୍ରିତ ଜଳରେ ଅଭିଷେକ ହେବେ ମହାପ୍ରଭୁ। ରତ୍ନସିଂହାସନରେ ଦିବ୍ୟ ଦୁର୍ଲଭ...

କାନାଡ଼ାରେ ୧୦ ଲକ୍ଷ ଭାରତୀୟଙ୍କ ମୁଣ୍ଡ ଉପରେ ଝୁଲୁଛି ଖଣ୍ଡା, ଜଙ୍ଗଲରେ ତମ୍ବୁ ଲଗାଇ ରହୁଛନ୍ତି ପ୍ରବାସୀ

ଓଟାଓ୍ବା,୩।୧: କାନାଡାରେ ଅବୈଧ ପ୍ରବାସୀ ସଂଖ୍ୟାରେ ଉଲ୍ଲେଖନୀୟ ବୃଦ୍ଧି ଘଟିବ ବୋଲି ଆଶା କରାଯାଉଛି, ଯାହାଙ୍କ ମଧ୍ୟରୁ ପ୍ରାୟ ଅଧା ଭାରତୀୟ ହେବେ। କାନାଡାରେ ଲକ୍ଷ...

ଖୋଲିଲା ଜଳଭଣ୍ଡାର ଗେଟ୍‌: ବରଗଡ଼ ମୁଖ୍ୟ କେନାଲକୁ ଛଡ଼ାଗଲା ପାଣି

ମଥୁରାନଗରୀ,୩।୧(ପ୍ରେମାନନ୍ଦ ଖମାରୀ): ହୀରାକୁଦ ଜଳଭଣ୍ଡାରରୁ ବରଗଡ଼ ମୁଖ୍ୟ କେନାଲକୁ ଶନିବାର ପାଣି ଛଡ଼ାଯାଇଛି। ରବିଚାଷ ପାଇଁ ବିଭାଗୀୟ ଯନ୍ତ୍ରୀ ଓ ଅଧିକାରୀବୃନ୍ଦ ଉପସ୍ଥିତ ରହି ପୂର୍ବାହ୍ନ...

US-Iran Tension: ଡୋନାଲ୍ଡ ଟ୍ରମ୍ପଙ୍କ ଉପରେ ବର୍ଷିଲା ଇରାନ, ଦେଲା ଏମିତି ଧମକ ସଭିଏଁ ଆଶ୍ଚର୍ଯ୍ୟ

ତେହରାନ,୩।୧: ଇରାନରେ ଚାଲିଥିବା ବ୍ୟାପକ ପ୍ରତିବାଦ ମଧ୍ୟରେ, ଆମେରିକା ଏବଂ ଇରାନ ମଧ୍ୟରେ ସମ୍ପର୍କରେ ପୁଣି ଥରେ ତୀବ୍ର ଉତ୍ତେଜନା ଦେଖାଦେଇଛି। ଶୁକ୍ରବାର (ଜାନୁଆରୀ ୨,...

ଗ୍ରୀନ ଷ୍ଟିକରକୁ ନେଇ ଦ୍ୱନ୍ଦ୍ୱ ରହିଛି କି? ଜାଣନ୍ତୁ କଣ କହିଲେ ପରିବହନ ମନ୍ତ୍ରୀ

ଭୁବନେଶ୍ୱର,୩।୧: ଗ୍ରୀନ ଷ୍ଟିକର ନେଇ ବଡ଼ ସୂଚନା ଦେଲେ ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନା । ଗ୍ରୀନ ଷ୍ଟିକର ଗାଡ଼ିରେ ଲଗାଇବା ବାଧ୍ୟତାମୂଳକ ନୁହେଁ...

ବିନା ନଟ୍‌ ବୋଲ୍ଟରେ ତିଆରି ହୋଇଛି ଏହି ବ୍ରିଜ୍‌, ପ୍ରତିଦିନ ଏହା ଉପରେ ଯାତାୟାତ କରୁଛି ଲକ୍ଷାଧିକ ଗାଡ଼ି, ତଥାପି ରହିଛି ଦୃଢ଼

ଭାରତରେ ଏମିତି ଏକ ବ୍ରିଜ୍‌ ଅଛି, ଯାହାକୁ ପ୍ରତିଦିନ ଲକ୍ଷ ଲକ୍ଷ ଲୋକ ପାର୍‌ ହୁଅନ୍ତି, କିନ୍ତୁ ଏହାର ପ୍ରକୃତ କାହାଣୀ ବହୁତ କମ୍‌ ଲୋକ...

ଦିନିକିଆ ସିରିଜ ପାଇଁ ଆଜି ଟିମ ଇଣ୍ଡିଆ ଘୋଷଣା ହେବା ପୂର୍ବରୁ ଅସୁସ୍ଥ ହେଲେ ଶୁବମନ ଗିଲ

ନୂଆଦିଲ୍ଲୀ,୩।୧: ନ୍ୟୁଜିଲାଣ୍ଡ ବିପକ୍ଷରେ ଦିନିକିଆ ସିରିଜ ପାଇଁ ଆଜି ଟିମ ଇଣ୍ଡିଆ ଘୋଷଣା ହେବାର କାର୍ଯ୍ୟକ୍ରମ ରହିଛି। ଏହି ଘୋଷଣା ପୂର୍ବରୁ, ଭାରତୀୟ ଅଧିନାୟକ ଅସୁସ୍ଥ...

ନ୍ୟୁଜିଲ୍ୟାଣ୍ଡ ବିପକ୍ଷରେ ସିଲେକ୍ସନ ହେବା ପୂର୍ବରୁ ଆସିଲା ଟିମ ଇଣ୍ଡିଆର ଫିଟନେସ୍‌ ରିପୋର୍ଟ, ନାହିଁ ଏହି ଖେଳାଳିଙ୍କ ନାମ

ନୂଆଦିଲ୍ଲୀ,୩।୧: ନ୍ୟୁଜିଲାଣ୍ଡ ବିପକ୍ଷ ତିନି ମ୍ୟାଚ ବିଶିଷ୍ଟ ଏକଦିବସୀୟ ସିରିଜ ପାଇଁ ଶନିବାର ଦଳ ଘୋଷଣା ହେବାର ସମ୍ଭାବନା ରହିଛି। ସମସ୍ତଙ୍କ ନଜର କେଉଁ ଖେଳାଳିଙ୍କୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri