Posted inଜାତୀୟ

ମୋଦିଙ୍କ ମଇଳା ସଫା କରିବା ଭିଡ଼ିଓ ଭାଇରାଲ: ଏକା ଏକା କ୍ୟାମେରାମ୍ୟାନ୍‌ଙ୍କ ଆଗରେ ଶୁଟିଂ ପାଇଁ ଛାଡ଼ି ଦିଆଗଲା କିପରି ପ୍ରଶ୍ନ କଲେ ପ୍ରକାଶ ରାଜ୍‌

ନୂଆଦିଲ୍ଲୀ,୧୩।୧୦: ସୋସିଆଲ୍‌ ମିଡ଼ିଆରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାମିଲନାଡୁର ମାମଲ୍ଲାପୁରମ୍‌ ସମୁଦ୍ରକୂଳରୁ ମଇଳା ଉଠାଇବା ଭିଡ଼ିଓ ଭାଇରାଲ ହେବାରେ ଲାଗିଛି। ଏହାକୁ ନେଇ ଅଭିନେତା ପ୍ରକାଶ ରାଜ୍‌ ସମାଲୋଚନା କରିଛନ୍ତି। ସେ ଏହି ଭିଡ଼ିଓକୁ ଟୁଇଟରରେ ଅପଲୋଡ୍‌ କରି ପ୍ରଶ୍ନ କରିଛନ୍ତି, ଏକା ଏକା କ୍ୟାମେରାମ୍ୟାନ୍‌ଙ୍କ ଆଗରେ ଶୁଟିଂ ପାଇଁ ମୋଦିଙ୍କୁ କିପରି ଛାଡ଼ି ଦିଆଗଲା। ଦେଶକୁ ଚାଇନା ରାଷ୍ଟ୍ରପତି ଜି ଜିନପିଙ୍ଗ୍‌ ଆସିଥିବା ଜାଣି ମଧ୍ୟ କିପରି ପ୍ରଶାସନ ପକ୍ଷରୁ ସମୁଦ୍ର କୂଳକୁ ସଫା କରା ଗଲା ନାହିଁ। ପ୍ରକାଶଙ୍କ ଏଭଳି ମନ୍ତବ୍ୟ ନେଇ ଏବେ ଚର୍ଚ୍ଚା ଆରମ୍ଭ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଜାଲ୍‌ ଡାକ୍ତର ସାର୍ଟିଫିକେଟ ଦେଇ ୧୦ ବର୍ଷ ହେଲା କରୁଥିଲେ ହଜାର ଅପରେଶନ

ମିରଟ୍‌,୧।୧୦: ଉତ୍ତର ପ୍ରଦେଶର ସହାରନପୁରରେ ଏକ ଅଜବ ଘଟଣା ଦେଖିବାକୁ ମିଳିଛି। ଜାଲ୍‌ ସାର୍ଟିଫିକେଟ ଦେଇ ଗତ୧୦ ବର୍ଷ ହେଲା ଜଣେ ନକଲି ଡାକ୍ତର ହଜାରରୁ...

ଆଗ୍ରା ଜେଲ୍‌କୁ ଗଲେ ୩୦ ଆତଙ୍କବାଦୀ

ଆଗ୍ରା,୯।୮(ଆଇଏଏନ୍‌ଏସ୍‌):୩୦ କଶ୍ମୀରୀ ଆତଙ୍କବାଦୀଙ୍କୁ ଗୁରୁବାର ଅପରାହ୍ନରେ ଆଗ୍ରା ଜେଲ୍‌କୁ ନିଆଯଇଛି। କଡ଼ା ସୁରକ୍ଷା ବଳୟ ମଧ୍ୟରେ ସେମାନଙ୍କୁ ଏକ ସ୍ବତନ୍ତ୍ର ବିମାନରେ ଆଗ୍ରାସ୍ଥିତ ଖେରିଆ ବିମାନବନ୍ଦରକୁ...

ବିଧାନସଭା ନିର୍ବାଚନ ପୂର୍ବରୁ ମମତାଙ୍କୁ ଆଉ ଏକ ଝଟ୍‌କା

କୋଲକାତା,୧୨ ।୨: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ପୂର୍ବରୁ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ ଶୁକ୍ରବାର ଲାଗିଛି ଆଉ ଏକ ଧକ୍କା । ତ୍ରୁଣମୂଳ କଂଗ୍ରେସ(ଟିଏମ୍‌ସି) ନେତା ତଥା...

ଜେଟଲୀଙ୍କ ପରଲୋକ

ନୂଆଦିଲ୍ଲୀ,୨୪।୮: ପୂର୍ବତନ ଅର୍ଥମନ୍ତ୍ରୀ ଅରୁଣ ଜେଟଲୀଙ୍କର ଦିଲ୍ଲୀସ୍ଥିତ ଅଲ ଇଣ୍ଡିଆ ଇନଷ୍ଟିଚ୍ୟୁଟ ଅଫ୍‌ ମେଡିକାଲ୍‌ ସାଇନସେସ୍‌(ଏମ୍ସ)ରେ ୬୬ ବର୍ଷ ବୟସରେ ପରଲୋକ ହୋଇଛି। ଏମ୍ସର ଆଇସିୟୁରେ...

ୟୁପି ବିଧାନସଭାରେ ନମାଜ, ବିହାର ବିଧାନସଭାରେ ହନୁମାନ ଚାଳିଶା ପାଠକୁ ନେଇ କୋଠରି ଦାବି କଲେ ନେତା

କାନପୁର/ପାଟନା,୭ ।୯: ଝାଡଖଣ୍ଡ ବିଧାନସଭାରେ ନମାଜ ପଢିବାକୁ କୋଠରି ଆଲର୍ଟ କରିବା ବିବାଦ ଜାରି ରହିଛି । ଏମିତି ବିବାଦ ଏବେ ଉତ୍ତର ପ୍ରଦେଶ ଓ...

ବେତନର ଅର୍ଦ୍ଧାଧିକ ଟିକସ ଦିଏ: ରାଷ୍ଟ୍ରପତି

ନୂଆଦିଲ୍ଲୀ, ୨୯ା୬: ଦେଶର ବିକାଶ ଲାଗି ନିୟମିତ ଟିକସ ଦେବା ପାଇଁ ରାଷ୍ଟ୍ରପତି ରାମନାଥ କୋବିନ୍ଦ ଦେଶବାସୀଙ୍କୁ ଆହ୍ବାନ ଦେଇଛନ୍ତି। ଉତ୍ତରପ୍ରଦେଶ ଗସ୍ତରେ ଥିବା ରାଷ୍ଟ୍ରପତି...

୩ ମାସ ପରେ ଡ୍ରଗ୍ସ ମାମଲାରେ ରିଆଙ୍କ ଭାଇଙ୍କୁ ମିଳିଲା ଜାମିନ

ମୁମ୍ବାଇ,୨।୧୨: ବଲିଉଡ୍‌ର ଭେଟେରାନ ଅଭିନେତା ସୁଶାନ୍ତ ସିଂହ ରାଜପୁତଙ୍କ ମୃତ୍ୟୁ ମାମଲା ସହ ଜଡ଼ିତ ଥିବା ଡଗ୍ସ ମାମଲାରେ ଏନ୍‌ସିବି ପକ୍ଷରୁ ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ...

ସିଏଏ ପ୍ରତ୍ୟାହାର କର:ରାଷ୍ଟ୍ରପତିଙ୍କୁ ଭେଟିଲେ ୧୨ ବିରୋଧୀ ଦଳ ନେତା

ନୂଆଦିଲ୍ଲୀ,୧୮।୧୨(ପି.ଟି.):ସାରା ଦେଶରେ ନାଗରିକତ୍ୱ ସଂଶୋଧନ ଆଇନ (ସିଏଏ) ବିରୋଧୀ ଆନ୍ଦୋଳନ ତେଜିବାରେ ଲାଗିଛି। ଏହାକୁ ନେଇ ଆନ୍ଦୋଳନରତ ଛାତ୍ରୀଛାତ୍ରଙ୍କ ବିରୋଧରେ ପୋଲିସର ଦମନଲୀଳା ନିଆଁରେ ଘିଅ...

Advertisement
Archives

Model This Week