Posted inଜାତୀୟ

ମୋଦିଙ୍କ ମନ୍ତ୍ରିମଣ୍ଡଳର ଏହି ମନ୍ତ୍ରୀ ଶପଥ ନେବାକୁ ଆସିବା ମାତ୍ରେ ତାଳିରେ କମ୍ପିଲା କାର୍ଯ୍ୟକ୍ରମ

ନୂଆଦିଲ୍ଲୀ, ୩୧।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶର ପ୍ରଧାନମନ୍ତ୍ରୀ ଭାବେ ଶପଥ ନେବା ପରେ ତାଙ୍କ ମନ୍ତ୍ରୀମଣ୍ଡଳର ସଦସ୍ୟମାନେ ଜଣେ ପରେ ଜଣେ ଶପଥ ନେଇଥିଲେ। ରାଷ୍ଟ୍ର ପାହ୍ୟା ମନ୍ତ୍ରୀ ପାଇଥିବା ଓଡ଼ିଶାର ପ୍ରତାପ ଚନ୍ଦ୍ର ଷଡଙ୍ଗୀ ଶପଥ ନେବାକୁ ଆସିବା ମାତ୍ରେ ସମସ୍ତେ ତାଳି ମାରି ତାଙ୍କୁ ସ୍ବାଗତ କରିଥିଲେ। ନିର୍ବାଚନ ରଣାଙ୍ଗନରେ ବିଜୟ ହାସଲ କରିବା ପରେ ପ୍ରତାପଙ୍କୁ ନେଇ ଏବେ ଚାରିଆଡେ ଚର୍ଚ୍ଚା। ଜଣେ ରାଜନେତା ଭାବେ ତାଙ୍କ ସାଧାରଣ ଜୀବନଯାପନ ଶୈଳୀ ସମସ୍ତଙ୍କୁ ପ୍ରଭାବିତ କରିଛି। ଏକ ସାମାନ୍ୟ ଛୋଟ ଘରେ ରହୁଥିବା ପ୍ରତାପ ଲୋକଙ୍କ ସମସ୍ୟା ବୁଝିବା ସହ ସେମାନଙ୍କ ସୁଖଦୁଃଖର ସାଥୀ ହୋଇ ରହିବା ପାଇଁ ଚେଷ୍ଟା କରିଥାନ୍ତି। ନୀଳଗିରିରୁ ବିଧାୟକ ଭାବେ ନିର୍ବାଚିତ ହୋଇଥିବା ପ୍ରତାପଙ୍କୁ ଏଥର ବାଲେଶ୍ୱର ଲୋକ ସଭା ଆସନରେ ଭାଜପା ପକ୍ଷରୁ ଟିକେଟ୍‌ ଦିଆଯାଇଥିଲା। ଏଥିରେ ସେ ବାଜିମାତ୍‌ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମାନ୍‌ଙ୍କ ଘଟଣାର ହେବ ଯାଞ୍ଚ୍‌, କହିଲେ ଜ୍ୟୋତିରାଦିତ୍ୟ ସିନ୍ଧିଆ…

ନୂଆଦିଲ୍ଲୀ, ୨୦।୯ : ମଦ୍ୟପାନ ଅଭିଯୋଗରେ ପଞ୍ଜାବର ମୁଖ୍ୟମନ୍ତ୍ରୀ ଭଗଓ୍ବନ୍ତ ମାନ୍‌ ଜର୍ମାନରେ ଲୁଫଥାନ୍ସା ଏୟାର ଲାଇନ୍ସ ବିମାନ ଅବତରଣ କରିବା ଘଟଣାର ଯାଞ୍ଚ କରାଯିବ।...

ଗୁଜରାଟ ବିଧାନସଭାରେ ହଙ୍ଗାମା: ଜିଗ୍ନେଶଙ୍କ ସମେତ କଂଗ୍ରେସର ୧୪ ବିଧାୟକ ନିଲମ୍ବିତ

ଗାନ୍ଧିନଗର,୨୧।୯: ଗୁଜରାଟ ବିଧାନସଭାରେ ଅଶୋଭନୀୟ ଆଚରଣ ଲାଗି ବିରୋଧୀ କଂଗ୍ରେସର ୧୪ଜଣ ବିଧାୟକଙ୍କ ସହ ସ୍ବାଧୀନ ବିଧାୟକ ଜିଗ୍ନେଶ ମେଭାନୀଙ୍କୁ ନିଲମ୍ବନ କରାଯାଇଛି। ଏପରିକି ବିଧାୟକମାନଙ୍କୁ...

ମସ୍ତିଷ୍କ ଜ୍ୱର ପ୍ରଭାବିତ ଅଞ୍ଚଳର ଏନ୍‌ଭାରନୋମେଣ୍ଟାଲ ଷ୍ଟଡି ଦରକାର ବୋଲି କହିଲେ ନୀତୀଶ

ପାଟନା,୧୮।୬: ବିହାରରେ ମସ୍ତିଷ୍କ ଜ୍ୱରରେ ଏବେ ସୁଦ୍ଧା ପାଖାପାଖି ଶହେ ଶିଶୁଙ୍କ ମୃତ୍ୟୁ ହେଲାଣି। ଯାହା ଏବେ ନୀତୀଶ ସରକାରଙ୍କ ପାଇଁ ମୁଣ୍ଡବ୍ୟଥାର କାରଣ ପାଲଟିଛି।...

ମହରମ ଶୋଭାଯାତ୍ରା କଲେ ମିଳିବନି ଭୋଟ: ଭାଜପାକୁ ଫାରୁକଙ୍କ ଟାର୍ଗେଟ…

ଶ୍ରୀନଗର,୨୯।୭ : ଜମ୍ମୁ-କଶ୍ମୀରର ଶ୍ରୀନଗରରେ ତିନି ଦଶନ୍ଧିରୁ ଅଧିକ ସମୟ ବ୍ୟବଧାନ ପରେ ପୁଣି ଆରମ୍ଭ ହୋଇଥିବା ମହରମ ଶୋଭାଯାତ୍ରାରେ ଅଂଶଗ୍ରହଣ କରିଥିବା ପୂର୍ବତନ ମୁଖ୍ୟମନ୍ତ୍ରୀ...

ଟିଏମ୍‌ସିରେ ଯୋଗଦେବା ପରେ ଯଶଓ୍ବନ୍ତ ଉଠାଇଲେ ଏହି ପ୍ରସଙ୍ଗ

କୋଲକାତା,୧୩।୩: ପଶ୍ଚିମବଙ୍ଗ ନିର୍ବାଚନ ଯେତିକି ପାଖେଇ ଆସୁଛି ରାଜନୈତିକ ଉଷ୍ଣତା ବଢ଼ିବାରେ ଲାଗିଛି। ଏହି ପରିପ୍ରେକ୍ଷୀରେ ପୂର୍ବତନ ବରିଷ୍ଠ ଭାଜପା ନେତା ଯଶୱନ୍ତ ସିହ୍ନା ଶନିବାର...

ଇସ୍ରୋ ଅଧ୍ୟକ୍ଷଙ୍କ ନାମରେ ଫେକ୍‌ ଆକାଉଣ୍ଟ

ଚେନ୍ନାଇ,୧୦ା୯(ଆଇଏଏନ୍‌ଏସ୍‌): ସୋସିଆଲ ମିଡିଆରେ ଇସ୍ରୋ ଅଧ୍ୟକ୍ଷ କେ. ଶିବନଙ୍କର କୌଣସି ବ୍ୟକ୍ତିଗତ ଆକାଉଣ୍ଟ ନ ଥିତ୍ବା ମହାକାଶ ଗବେଷଣା ସଂସ୍ଥା ପକ୍ଷରୁ କୁହାଯାଇଛି। ଅନେକ ସୋସିଆଲ...

ଡ୍ରଗ୍ସ ମାମଲାରେ ବଲିଉଡ୍ ସେଲିବ୍ରିଟିଙ୍କୁ ଜେରା କରିଥିବା ଏନ୍‌ସିବି ଉପ ନିର୍ଦ୍ଦେଶକ କରୋନା ପଜିଟିଭ

ମୁମ୍ବାଇ,୪ ।୧୦: ନାର୍କୋଟିକ୍ସ କଣ୍ଟ୍ରୋଲ୍ ବ୍ୟୁରୋ(ଏନ୍‌ସିବି)ର ଉପନିର୍ଦ୍ଦେଶକ କେପିଏସ୍ ମାଲହୋତ୍ରା କରୋନା ଭାଇରସ ଦ୍ୱାରା ସଂକ୍ରମିତ ହୋଇଥିବା ଜଣାପଡିଛି । ସେ ବଲିଉଡ୍ ନାୟକ ସୁଶାନ୍ତ...

ତଳମୁହାଁ କରୋନା ଗ୍ରାଫ୍‌: ୨ବର୍ଷ ପରେ ମୁମ୍ବାଇରେ ୧୦୦ରୁ କମ୍‌ ଆକ୍ରାନ୍ତ ଚିହ୍ନଟ, ଜଣେ ମୃତ

ମୁମ୍ବାଇ,୨୧।୨: ଦେଶରେ ଏବେ ବି କରୋନା ପ୍ରକୋପ ଜାରି ରହିଛି। ହେଲେ ଦୈନିକ ସଂକ୍ରମଣ ପୂର୍ବପେକ୍ଷା ବହୁତ କମ୍‌ ରହିଛି। ଗତ ୨ବର୍ଷ ହେଲାଣି ମହାରାଷ୍ଟ୍ରରେ...

Advertisement
Archives

Model This Week