Posted inଜାତୀୟ

ମୋଦିଙ୍କ ମାନବିକତା ଗଲା କୁଆଡ଼େ ପ୍ରଶ୍ନ କଲେ ମେହବୁବା

ଶ୍ରୀନଗର, ୪।୮: ଜମ୍ମୁ-କଶ୍ମୀରରେ ଲୋକଙ୍କ ମଧ୍ୟରେ ସୃଷ୍ଟି ହୋଇଥିବା ଅଜଣା ଆତଙ୍କ ନେଇ ପୂର୍ବତନ ମୁଖ୍ୟମନ୍ତ୍ରୀ ମେହବୁବା ମୁଫ୍‌ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ସମାଲୋଚନା କରିଛନ୍ତି। ରାଜ୍ୟରେ ସୃଷ୍ଟି ହୋଇଥିବା ଏଭଳି ସ୍ଥିତି ଲାଗି ମୋଦି ହିଁ ଦାୟୀ ବୋଲି ସେ ଟୁଇଟ୍‌ କରି ଅଭିଯୋଗ କରିଛନ୍ତି। ମୋଦିଙ୍କ ମାନବିକତା କୁଆଡ଼େ ଗଲା ବୋଲି ମେହବୁବା ପ୍ରଶ୍ନ କରିଛନ୍ତି। ଲୋକଙ୍କୁ ଏଭଳି ଭୟଭୀତ କରାଇବା ଅତ୍ୟନ୍ତ ଅମାନବୀୟ। ଏହାଦ୍ୱାରା ରାଜ୍ୟର ସ୍ଥିତି ଅଧିକ ବିଗିଡ଼ିବାର ଆଶଙ୍କା ଥିବା ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପାର ଫୋକସ୍‌ରେ ପଞ୍ଚାୟତ, ପୌର ନିର୍ୱାଚନ

ଦିଗପହଣ୍ଡି,୧୯।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ଆସିକା ମୁଖ୍ୟରାସ୍ତା ମା’ ଅଞ୍ଚଳେଶ୍ୱରୀ ମନ୍ଦିର ପରିସରରେ ରବିବାର ଭାଜପା ପକ୍ଷରୁ ସାଙ୍ଗଠନିକ ସଭା ଅନୁଷ୍ଠିତ ହୋଇଯାଇଛି। ବରିଷ୍ଠ ଆଇନଜୀବୀ…

୧୦ ଟଙ୍କା ନିଅ ଝାଲମୁଢ଼ି ଦିଅ… ଦିଦିଙ୍କ ଗଡ଼ରେ ମଜା ନେଲେ ମୋଦି

କୋଲକାତା,୧୯ା୪: ପଶ୍ଚିମବଙ୍ଗରେ ନିର୍ବାଚନ ପ୍ରଚାର ଜୋରସୋରରେ ଚାଲିଥିବା ବେଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଧ୍ୟ ମୈଦାନକୁ ଓହ୍ଲାଇଛନ୍ତି । ତେବେ ପ୍ରଚାର ସମୟରେ ସେ ପାରମ୍ପରିକ ବଙ୍ଗାଳୀ…

କେକେଆର୍‌କୁ ଜିତାଇଲେ ରିଙ୍କୁ ସିଂ

କୋଲକାତା,୧୯ା୪: ସ୍ପିନରଙ୍କ ଯାଦୁଗରି ବୋଲିଂ ପରେ ରିଙ୍କୁ ସିଂଙ୍କ ଅର୍ଦ୍ଧଶତକୀୟ ଇନିଂସ ବଳରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର) ରବିବାର ଖେଳାଯାଇଥିବା ଆଇପିଏଲ୍‌ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ…

ଗାଧୋଇବାକୁ ଯାଇ ଭଞ୍ଜନଗର ଜଳଭଣ୍ଡାରରେ ବୁଡିଗଲେ ୬ ସାଙ୍ଗ, ୨ମୃତ

ଭଞ୍ଜନଗର,୧୯ା୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲ୍ଲା ଭଞ୍ଜନଗର ଜଳଭଣ୍ଡାରରେ ବୁଡ଼ି ସ୍ଥାନୀୟ କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟର ଦୁଇଜଣ ଛାତ୍ରଙ୍କ ମୃତ୍ୟୁ ହୋଇଛି । ସେମାନେ ହେଲେ…

୨୦୨୭ ବିଶ୍ୱକପ୍‌ ପୂର୍ୱରୁ ବିସିସିଆଇର ବଡ଼ ନିଷ୍ପତ୍ତି: ଆଉ ବର୍ଷେ ମୁଖ୍ୟ ଚୟନକର୍ତ୍ତା ରହିବେ ଅଗରକର

ନୂଆଦିଲ୍ଲୀ,୧୯ା୪: ଭାରତୀୟ କ୍ରିକେଟ ଦଳର ମୁଖ୍ୟ ଚୟନକର୍ତ୍ତା ଅଜିତ ଅଗରକରଙ୍କ କାର୍ଯ୍ୟକାଳ ଏକ ବର୍ଷ ପାଇଁ ନବୀକରଣ କରାଯାଇଛି। ସେ ଆସନ୍ତାବର୍ଷ ପର୍ଯ୍ୟନ୍ତ ତାଙ୍କ ପଦବୀରେ ରହିବେ।…

ରିଲ୍ସ କରିବା ହେଲା କାଳ, ଚଳନ୍ତା ଟ୍ରେନରୁ ଖସିପଡି ଯୁବକ ଗୁରୁତର

ସିମୁଳିଆ,୧୯ା୪(ସନ୍ତୋଷ କୁମାର ନାୟକ): ବାରମ୍ବାର ସଚେତନତା ସତ୍ତ୍ବେ ମଧ୍ୟ ସଚେତନ ହେଉନାହାନ୍ତି ଯୁବତୀ ଯୁବକ । ବେଳେ ବେଳେ ଏହି ରିଲ୍ସ ନିଶା ଜୀବନ ମଧ୍ୟ ନେଉଛି…

ଟ୍ରମ୍ପଙ୍କ କଡ଼ା ଚେତାବନୀ, ଇରାନକୁ ଶେଷ କରିବାର ସମୟ ଆସିଯାଇଛି….

ଓ୍ବାଶିଂଟନ,୧୯ା୪:  ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ରବିବାର ଦିନ ଇରାନକୁ ସମ୍ପୂର୍ଣ୍ଣ ଭାବରେ ନିଶ୍ଚିହ୍ନ କରିଦେବା ପାଇଁ ଧମକ ଦେଇଥିଲେ । ଟ୍ରମ୍ପ କହିଥିଲେ ଯେ ଇରାନ…

ଟିଭି ଦେଖିବାକୁ ମନାକଲେ ମା’, ଝୁଲିପଡିଲେ ନାବାଳିକା

ସିମୁଳିଆ,୧୯ା୪(ସନ୍ତୋଷ କୁମାର ନାୟକ): ବାଲେଶ୍ୱର ଜିଲା ସିମୁଳିଆ ଥାନା କୁପୁରା ଅଞ୍ଚଳରେ ଅଭାବନୀୟ ଘଟଣା । ବେକରେ ଫାଶୀ ଲଗାଇ ଆତ୍ମହତ୍ୟା କଲେ ନାବାଳିକା । ମୃତକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri