Posted inଜାତୀୟ

ମୋଦିଙ୍କ ରଥ ରୋକିବା ପାଇଁ ସୋନିଆଙ୍କ ପ୍ରସ୍ତୁତି: ବିରୋଧୀ ନେତାଙ୍କୁ କଲେ ଫୋନ୍‌ !

ନୂଆଦିଲ୍ଲୀ,୧୫।୫: ଲୋକ ସଭା ନିର୍ବାଚନର ଅନ୍ତିମ ପର୍ଯ୍ୟାୟ ମତଦାନ ବାକି ରହିଛି। ଏହା ମେ ୧୯ରେ ହେବ। ପରେ ମେ ୨୩ରେ ଭୋଟ ଗଣତି କରାଯିବ। ଫଳାଫଳ ପୂର୍ବରୁ ୟୁପିଏ ଅଧ୍ୟକ୍ଷା ସୋନିଆ ଗାନ୍ଧୀ ଆରମ୍ଭ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଶାସନ ରଥ ରୋକିବା ଅଭିଯାନ। କେନ୍ଦ୍ରରୁ କିଭଳି ମୋଦିଙ୍କୁ ଦୂରେଇ ରଖାଯିବ ସେ ନେଇ ସୋନିଆ ଆରମ୍ଭ କରିଛନ୍ତି ଯୋଜନା। ସୋନିଆ ଫୋନ୍‌ କରି ନେତାଙ୍କୁ ସେମାନେ ମେ ୨୨,୨୩ ଏବଂ ୨୪ରେ ଦିଲ୍ଲୀ ରହୁଛନ୍ତି କି ନାହିଁ ବୋଲି ପ୍ରଶ୍ନ କରିଥିବା କୁହାଯାଉଛି। ନିର୍ବାଚନ ଫଳାଫଳ ପୂର୍ବରୁ ସୋନିଆ ବିରୋଧୀ ଦଳ ନେତାଙ୍କ ସହିତ ବୈଠକ କରିବା ଯୋଜନା କରୁଥିବା ରାଜନୈତିକ ସମୀକ୍ଷକ ମତପୋଷଣ କରିଛନ୍ତି। ନିର୍ବାଚନ ପୂର୍ବରୁ ମିଳିତ ହୋଇପାରି ନ ଥିବା ବିରୋଧର ଦଳ ନେତାଙ୍କୁ ନିର୍ବାଚନ ପରେ ଏକାଠି କରିବାକୁ ସୋନିଆ ଅଣ୍ଟା ଭିଡ଼ିଥିବା କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଶିନ୍ଦେଙ୍କୁ ଝଟ୍‌କା ଦେଇପାରନ୍ତି ଫଡନଭୀସ, ଭାଜପାରେ ୨୨ ଶିବସେନା ବିଧାୟକ ସାମିଲ ହେବା ନେଇ ଚର୍ଚ୍ଚା…

ମୁମ୍ବାଇ,୨୪।୧୦ : ଉଦ୍ଧବ ଠାକରେଙ୍କ ନେତୃତ୍ୱାଧୀନ ଶିବସେନା ମୁଖପତ୍ର ସାମନାରେ ଦାବି କରିଛି ଯେ ୪୦ ବିଦ୍ରୋହୀ ଶିବସେନା ବିଧାୟକଙ୍କ ମଧ୍ୟରୁ ୨୨ ଜଣ ଖୁବ...

ପ୍ରଥମେ ଚିନ୍ତାଧାରା ପରିବର୍ତ୍ତନ କର, ତେବେ ଯାଇ ବଦଳିବ ଦେଶ

ନୂଆଦିଲ୍ଲୀ,୧୮।୩: ମହିଳାମାନେ ପିନ୍ଧୁଥିବା ଜିନ୍ସକୁ ନେଇ ଉତ୍ତରାଖଣ୍ଡ ମୁଖ୍ୟମନ୍ତ୍ରୀ ତିରଥ ସିଂ ରାଓ୍ବତ ଦେଇଥିବା ମନ୍ତବ୍ୟ ଏବେ ଦେଶରେ ଆଲୋଚନାର ବିଷୟ ହୋଇଛି। ଏହାକୁ ନେଇ...

ଶକ୍ତିଶାଳୀ ପାସପୋର୍ଟ ତାଲିକାରେ ଭାରତ ୬୯ତମ ସ୍ଥାନରେ, ୨୪ ଦେଶରେ ଭିଜା ମୁକ୍ତ ପ୍ରବେଶ…

ନୂଆଦିଲ୍ଲୀ,୧୦।୧୨ : ଆର୍ଟନ କ୍ୟାପିଟାଲ ୨୦୨୨ ରେ ଦୁନିଆର ସବୁଠାରୁ ଶକ୍ତିଶାଳୀ ଏବଂ ଦୁର୍ବଳ ପାସପୋର୍ଟ ଥିବା ଦେଶଗୁଡିକର ତାଲିକା ପ୍ରକାଶ କରିଛି। ଏହି ତାଲିକାରେ...

ଆସିଲା ନୂଆ ଗାଇଡଲାଇନ୍‌: ୫୦% ସରକାରୀ କର୍ମଚାରୀ ଘରୁ କରିବେ କାମ

ନୂଆଦିଲ୍ଲୀ,୪।୧୧: ଦିଲ୍ଲୀରେ ପ୍ରଦୂଷଣ ବୃଦ୍ଧି ପାଉଥିବାରୁ ଦିଲ୍ଲୀ ସରକାର ଶୁକ୍ରବାର ନୂଆ ଗାଇଡ୍‌ଲାଇନ ଜାରି କରିଛନ୍ତି। ବାୟୁ ପ୍ରଦୂଷଣକୁ ନେଇ ଏକ ଉଚ୍ଚସ୍ତରୀୟ ବୈଠକରେ ପରେ...

ଦ୍ୱିତୀୟ ବିବାହ କରୁଥିଲେ ସ୍ବାମୀ, ହଙ୍ଗାମା କଲେ ପ୍ରଥମ ସ୍ତ୍ରୀ; ଆଉ ତା’ ପରେ…

ଡେରାଡୁନ,୧୪ା୭: ଉତ୍ତରାଖଣ୍ଡର ଉଦ୍ଦମସିଂହ ନଗରରେ ଏମିତି ଏକ ଘଟଣା ଘଟିଛି, ଯାହା ଜାଣିଲେ ଆଶ୍ଚର୍ଯ୍ୟ ହେବେ। ଏଠାକାର ଜଣେ ଯୁବକ ଦ୍ୱିତୀୟ ବିବାହ କରୁଥିବା ବେଳେ...

ନୂଆ ମାନଚିତ୍ରରେ ପିଓକେର ୩ ଜିଲା

ନୂଆଦିଲ୍ଲୀ,୩ା୧୧(ପି.ଟି./ଆଇଏଏନ୍‌ଏସ୍‌): ନବଗଠିତ କେନ୍ଦ୍ରଶାସିତ ଅଞ୍ଚଳ ଜମ୍ମୁ-କଶ୍ମୀର ଓ ଲଦାଖକୁ ଦର୍ଶାଉଥିବା ଭାରତର ନୂଆ ମାନଚିତ୍ର ଶନିବାର ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ପକ୍ଷରୁ ଜାରି କରାଯାଇଛି। ନୂଆ ରାଜନୈତିକ...

କନ୍ୟା ଖୋଜିବା ପାଇଁ ପୋଲିସ ଚାକିରି ଛାଡିଦେଲେ

ହାଇଦ୍ରାବାଦ,୧୨।୯: ହାଇଦ୍ରାବାଦ୍‌ର ଚାର୍‌ମିନାର୍‌ରେ ଜଣେ ପୋଲିସ୍‌ କନଷ୍ଟେବଳ ନିଜ ପାଇଁ କନ୍ୟା ଖୋଜିବା ପାଇଁ ପୋଲିସ ଚାକିରି ଛାଡିଦେଇଛନ୍ତି। କନଷ୍ଟେବଳ ଚାକିରି ଯୋଗୁ ତାଙ୍କୁ ଝିଅ...

କୁକୁଡ଼ା ଅଣ୍ଡା ନ ଦେବାରୁ ମାମଲା ଦାଏର…

ପୁଣେ,୨୧।୪: ଏକ ଫାର୍ମରେ କୁକୁଡ଼ା ଅଣ୍ଡା ନ ଦେବାରୁ ମାଲିକ ପୋଲିସ ଷ୍ଟେଶନରେ ପହଞ୍ଚି ଦାନା କମ୍ପାନୀ ବିରୋଧରେ ମାମଲା ଦାଏର କରିଛନ୍ତି। ଏଭଳି ଅଭାବନୀୟ...

Advertisement
Archives

Model This Week