Posted inଜାତୀୟ

ମୋଦିଙ୍କ ଶପଥ ଗ୍ରହଣ ଉତ୍ସବରେ ଯୋଗଦେବେ ୬ ହଜାର ୫ ଶହ ଅତିଥି

ନୂଆଦିଲ୍ଲୀ,୨୯।୫:  ପ୍ରଧାନମନ୍ତ୍ରୀ ଭାବେ ନରେନ୍ଦ୍ର ମୋଦି ଗୁରୁବାର ସନ୍ଧ୍ୟା ୭ଟାରେ ଶପଥ ଗ୍ରହଣ କରିବେ। ରାଷ୍ଟ୍ରପତି ଭବନ ପରିସରରେ ହେବାକୁ ଥିବା ଏହି ଉତ୍ସବରେ ୬ ହଜାର ୫ଶହ ଅତିଥି ଯୋଗଦେବାର କାର୍ଯ୍ୟକ୍ରମ ରହିଛି। ମୋଦିଙ୍କ ସହିତ କେତେକ ମନ୍ତ୍ରୀ ମଧ୍ୟ ଶପଥ ନେବେ ବୋଲି କୁହାଯାଉଛି। ୨୦୧୪ରେ ଶପଥ ଗ୍ରହଣ ଉତ୍ସବରେ ୫ ହଜାର ଅତିଥି ଯୋଗଦେଇଥିଲେ। ଏହି ଉତ୍ସବରେ ନେପାଳ, ଭୁଟାନ୍‌, ମରିସସ୍‌ ଆଦିର ପ୍ରଧାନମନ୍ତ୍ରୀ, ଶ୍ରୀଲଙ୍କା, ମ୍ୟାନ୍‌ମାର୍‌ ଓ ବାଂଲାଦେଶର ରାଷ୍ଟ୍ରପତି ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି। ଏହା ସହିତ ଥାଇଲାଣ୍ଡ୍‌, କିରଗିଜ୍‌ସ୍ତାନ ଆଦିର ପ୍ରତିନିଧି ଯୋଗ ଦେବେ ବୋଲି କୁହାଯାଉଛି। ଏହି ଉତ୍ସବରେ ଦକ୍ଷିଣ ସୁପର ଷ୍ଟାର ରଜନୀକାନ୍ତ, କମଲହାସନ ମଧ୍ୟ ଯୋଗଦେବେ। ଏହି ଉତ୍ସବରେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ, ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରୀଓ୍ବାଲ ପ୍ରମୁଖ ଯୋଗଦେବାର କାର୍ଯ୍ୟକ୍ରମ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଲକିସ ବାନୋ ମାମଲା, ୧୩୪ ପୂର୍ବତନ ଅଧିକାରୀ ସିଜେଆଇଙ୍କୁ ଲେଖିଲେ ଚିଠି, ଭୁଲ ଫଇସଲାକୁ ସୁଧାରିବାକୁ ଅନୁରୋଧ…

ନୂଆଦିଲ୍ଲୀ, ୨୭।୮ : ବିଲକିସ ବାନୋ ମାମଲାରେ ଶନିବାର ୧୩୪ ଜଣ ପୂର୍ବତନ ସରକାରୀ ଅଧିକାରୀ ୧୧ ଜଣ ଦୋଷୀଙ୍କୁ ସମୟପୂର୍ବରୁ ମୁକ୍ତ କରିବା ବିରୋଧରେ...

ଶୋପିଆନରେ ଏନ୍‌କାଉଣ୍ଟର: ୨ ଆତଙ୍କବାଦୀ ନିହତ

ଶ୍ରୀନଗର,୧୭।୪: ଗୋଟିଏ ପଟେ ସାରା ବିଶ୍ୱ କରୋନା ଭାଇରସ୍‌ ସଂକ୍ରମଣ ସଙ୍କଟରେ ଗତି କରୁଥିବା ବେଳେ ଅନ୍ୟପଟେ ଆତଙ୍କବାଦୀ ନିଜ ମନ୍ଦ ବୁଦ୍ଧିରୁ ବାଦ୍‌ ପଡ଼ୁନାହାନ୍ତି।...

ବିଭିନ୍ନ ବିଶ୍ୱବିଦ୍ୟାଳୟର କୁଳାଧିପତି ପଦରୁ ରାଜ୍ୟପାଳଙ୍କ ଭୂମିକା ହ୍ରାସ କଲେ ପଶ୍ଚିମବଙ୍ଗ ସରକାର

କୋଲକତା,୧୧।୧୨: ପଶ୍ଚିମବଙ୍ଗ ସରକାର ନୂଆ ନିୟମ ଆଣି ରାଜ୍ୟପାଳ ଧନଖରଙ୍କୁ ବିଭିନ୍ନ ବିଶ୍ୱବିଦ୍ୟାଳୟର କୁଳାଧିପତି ପଦରୁ ରାଜ୍ୟପାଳଙ୍କ ଭୂମିକା ହ୍ରସେ କରିଛନ୍ତି। ଉଚ୍ଚ ଶିକ୍ଷା ମନ୍ତ୍ରୀ...

ମ୍ୟାଚ୍‌ ପୂର୍ବରୁ ଭୁଶୁଡ଼ି ପଡ଼ିଲା ଗ୍ୟାଲେରୀ

ମାଲପୁରମ(କେରଳ),୨୦।୩: କେରଳର ମାଲପୁରମ ଜିଲାରେ ଶନିବାର ଏକ ଫୁଟ୍‌ବଲ ମ୍ୟାଚ୍‌ ପାଇଁ ନିର୍ମିତ ଅସ୍ଥାୟୀ ଦର୍ଶକ ଗ୍ୟାଲେରୀ ଭୁଶୁଡ଼ି ପଡ଼ିଛି। ଏହି ଦୁର୍ଘଟଣାରେ ୨୦୦ରୁ ଅଧିକ...

ଚିନ୍ତା ବଢାଉଛି ଆର୍ ଭାଲ୍ୟୁ!

ନୂଆଦିଲ୍ଲୀ,୧ ।୮: ଦେଶରେ କରୋନା ସଂକ୍ରମଣ ସ୍ଥିତି ଏବେବି ଚିନ୍ତା ଜନକ ରହିଛି । କିଛି ଅଞ୍ଚଳରେ କରୋନା ଗ୍ରାଫ ବଢୁଥିବା ବେଳେ ଏହାର ତୃତୀୟ...

ସୁସ୍ଥତା ହାର ୯୮.୮୦ ପ୍ରତିଶତ, ବିଏଫ୍‌.୭ ଭାରିଆଣ୍ଟ ନେଇ ସତର୍କ ରହିବାକୁ ପରାମର୍ଶ…

ନୂଆଦିଲ୍ଲୀ, ୨୧।୧: ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ଘନେଇବାରେ ଲାଗିଛି। ସଂକ୍ରମଣ ଦିନେ କମିଲେ ପୁଣି ବଢ଼ିବାରେ ଲାଗିଛି। ଭାରତୀୟ ସ୍ବାସ୍ଥ୍ୟ...

ମୋ ଭାବମୂର୍ତ୍ତି ନଷ୍ଟ କରିବା ପାଇଁ ଭାଜପା କରୁଛି କୋଟି କୋଟି ଟଙ୍କା ଖର୍ଚ୍ଚ: ରାହୁଲ ଗାନ୍ଧୀ

ନୂଆଦିଲ୍ଲୀ,୪।୧୨: କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ଭାରତ ଯୋଡୋ ଯାତ୍ରାର ଏକ ଭିଡିଓ ପୋଷ୍ଟ କରିଛି। ରାହୁଲ ଗାନ୍ଧୀ ଭିଡିଓରେ କହିଛନ୍ତି, ଯେତେବେଳେ ମୁଁ ରାଜନୀତିରେ...

ଯେଉଁଠି ମା’ ଦୁର୍ଗାଙ୍କୁ ଚଢାଯାଏ ମଦ

ଉଜୈନ,୬।୧୦: ଏବେ ସାରା ଦେଶ ନବରାତ୍ର ପାଇଁ ଉତ୍ସବମୁଖର ହୋଇଉଠିଛି। ଏହି ନଅ ଦିନରେ ମଧ୍ୟରେ ମା’ଙ୍କୁ ନଅଟି ଭିନ୍ନ ଭିନ୍ନ ରୂପରେ ପୂଜା କରାଯାଏ।...

Advertisement
Archives

Model This Week