Posted inଜାତୀୟ

ମୋଦିଙ୍କ ଶପଥ ଗ୍ରହଣ ଉତ୍ସବରେ ଯୋଗଦେବା ଲାଗି ଦିଲ୍ଲୀ ପହଞ୍ଚିଲେ ମୃତ ୫୪ ଜଣ ଭାଜପା କର୍ମୀଙ୍କ ପରିବାର ସଦସ୍ୟ

ନୂଆଦିଲ୍ଲୀ,୩୦।୫: ଲୋକ ସଭା ନିର୍ବାଚନ ପ୍ରଚାର ହେଉ ଅବା ପ୍ରାର୍ଥିପତ୍ର ଦାଖଲ ସମୟରେ ଦେଶର ବିଭିନ୍ନ ସ୍ଥାନରେ ଦେଖିବାକୁ ମିଳିଥିଲା ରାଜନୈତିକ ହିଂସା। ତେବେ ସବୁଠାରୁ ଅଧିକ ହିଂସା ଉପୁଜିଥିଲା ପଶ୍ଚିମବଙ୍ଗରେ। ଏଠାରେ ପାଖାପାଖି ୫୪ ଜଣ ଭାଜପା କର୍ମୀଙ୍କୁ ରାଜନୈତିକ ଆକ୍ରୋଶ କାରଣରୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଥିଲା। ତେବେ ଲୋକ ସଭା ନିର୍ବାଚନରେ ଭାଜପା ଏବେ ଦ୍ୱିତୀୟଥର ଲାଗି ବିଜୟ ଲାଭ କରି ଶାସନ ଭାର ହାତକୁ ନେବାକୁ ଯାଉଛି। ଗୁରୁବାର ସନ୍ଧ୍ୟାରେ ନରେନ୍ଦ୍ର ମୋଦି ପୁଣିଥରେ ପ୍ରଧାନମନ୍ତ୍ରୀ ଭାବେ ଶପଥ ନେବେ। ଏହି ଉତ୍ସବରେ ଯୋଗ ଦେବାକୁ ଦେଶ ବିଦେଶର ବହୁ ଅତିଥିଙ୍କୁ ନିମନ୍ତ୍ରଣ ମଧ୍ୟ କରାଯାଇଛି। ତେବେ ନିର୍ବାଚନୀ ହିଂସାରେ ପଶ୍ଚିମବଙ୍ଗରେ ପ୍ରାଣ ହରାଇଥିବା ପାଖାପାଖି ୫୪ ଜଣ ଭାଜପା କର୍ମୀଙ୍କ ପରିବାର ସଦସ୍ୟଙ୍କୁ ମଧ୍ୟ ମୋଦିଙ୍କ ଶପଣ ଗ୍ରହଣ ଉତ୍ସବରେ ଯୋଗ ଦେବାକୁ ନିମନ୍ତ୍ରଣ ମିଳିଥିବା ବେଳେ ସେମାନେ ଗୁରୁବାର ସକାଳେ ଦିଲ୍ଲୀ ପହଞ୍ଚିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘କବିସୂର୍ଯ୍ୟଙ୍କ ରଚନାବଳୀ ଅତ୍ୟନ୍ତ ମର୍ମସ୍ପର୍ଶୀ ଓ କାଳଜୟୀ’, ଐତିହ୍ୟ ପୂର୍ଣ୍ଣ ଜନ୍ମସ୍ଥାନର ବିକାଶ ପାଇଁ…

ଦିଗପହଣ୍ଡି,୨୦।୪(ଅଶେଷ ନାଥ ମିଶ୍ର): କବିସୂର୍ଯ୍ୟ ବଳଦେବ ରଥଙ୍କ ଜନ୍ମମାଟି ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଖମାରିଗାଁ ପଞ୍ଚାୟତ ବିଜୟନଗରଗଡ ଗ୍ରାମରେ ସୋମବାର ବୈଶାଖ ଶୁକ୍ଳ ତୃତୀୟା ତିଥିରେ…

ପଶ୍ଚାତାପ କରୁଛନ୍ତି ମୋଦିଙ୍କୁ ଝାଲମୁଢି ଖୁଆଇଥିବା ଦୋକାନୀ: ଦୁଃଖରେ କହିଲେ, ବଡ଼ ଭୁଲ୍‌ କରିଦେଲି, ଜାଣନ୍ତୁ ସମ୍ପୂର୍ଣ୍ଣ ଘଟଣା

କୋଲକାତା,୨୦।୪: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ପ୍ରଚାର ସମୟରେ ପ୍ରଧାନମନ୍ତ୍ରୀ ମୋଦି ଝାରଗ୍ରାମରେ ‘ଝାଲମୁଢି’ ଖାଇବା ପାଇଁ ଅଟକିଥିବାର ଫଟୋ ଏବଂ ଭିଡିଓ ଏବେ ଘୂରି ବୁଲୁଛି। କିନ୍ତୁ…

ବିମାନ ଦୁର୍ଘଟଣା ମାମଲାରେ ନୂଆ ଟୁଇଷ୍ଟ: ଦୁର୍ଘଟଣା ଖବରକୁ ଖଣ୍ଡନ କଲେ ରାଜ୍ୟ ସରକାର, କହିଲେ…

ରାୟପୁର,୨୦।୪: ଛତିଶଗଡ଼ର ଜଶପୁର ଜିଲାର ନାରାୟଣପୁର ପାହାଡ଼ ନିକଟରେ ବିମାନ ଦୁର୍ଘଟଣାର ଖବରକୁ ରାଜ୍ୟ ସରକାର ସମ୍ପୂର୍ଣ୍ଣ ଭ୍ରାମକ ବୋଲି କହି ଏହାକୁ ଅସ୍ବୀକାର କରିଛନ୍ତି। କଲେକ୍ଟର…

ସ୍ବର୍ଗତ ଚାଷୀଙ୍କ ସ୍ତ୍ରୀଙ୍କୁ ସହାୟତାର ହାତ ବଢାଇଲେ ବରିଷ୍ଠ ଆଇନଜୀବୀ, ଦେଲେ ଏତିକି ଲକ୍ଷ ଟଙ୍କା

ଦେବଗଡ,୨୦।୪(ଶଶାଙ୍କ ଶେଖର ଝାଙ୍କର): କୃଷକଙ୍କ ଦୁର୍ଘଟଣା ଜନିତ ମୃତ୍ୟୁରେ ୨ ଲକ୍ଷ ଟଙ୍କା ପ୍ରଦାନ କଲେ ବରିଷ୍ଠ ଆଇନଜୀବୀ। ପବିତ୍ର ଅକ୍ଷୟ ତୃତୀୟା ଅବସରରେ ଜିଲାର ସମାଜ…

କୋର୍ଟ ପରିସରରେ ଯୁବକଙ୍କ ଉନ୍ମତ୍ତ କାଣ୍ଡ, ଖଣ୍ଡାଧରି ଆତଙ୍କିତ…

ଵ୍ରହ୍ମପୁର,୨୦।୪(ସୁବାସ ଚନ୍ଦ୍ର ପାଢ଼ୀ): କୋର୍ଟ ପରିସରରେ ହାତରେ ଖଣ୍ଡା ଧରି ଜଣେ ଯୁବକଙ୍କ ଉନ୍ମତ୍ତ କାଣ୍ଡ । ଲୋକଙ୍କୁ ଗାଳିଗୁଲଜ ସହ ଭୟଭୀତ କରିବା ଅଭିଯୋଗରେ ପୋଲିସ…

ଯୁଦ୍ଧକୁ ଡେଇଁଲା ଚାଇନା, ଇରାନୀ ଜାହାଜ ଜବତ ଉପରେ ଖୋଲାଖୋଲି ଭାବେ କଲା ମୁକାବିଲା

ଓ୍ବାଶିଂଟନ୍‌,୨୦।୪: ଇରାନ-ଆମେରିକା ବିବାଦର ସମାଧାନ ପାଇଁ ଇସଲାମାବାଦରେ ଆଲୋଚନା ଚାଲିଥିବାବେଳେ, ଇରାନ ନିଶ୍ଚିତ କରିଛି ଯେ ଆମେରିକା ଏହାର ଏକ ବାଣିଜ୍ୟ ଜାହାଜ, ଟୋସ୍କାକୁ ଜବତ କରିଛି।…

ଆସୁଥିଲେ ଅଜା-ନାତି, ଧକ୍କା ଦେଲା ଅଟୋ: ଆଉ ତା’ପରେ ଘଟିଲା…

ଭଞ୍ଜନଗର,୨୦।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ତାରସିଂ ଥାନା ଅନ୍ତର୍ଗତ ଗାଲେରୀ ଗ୍ରାମ ପୂର୍ବରୁ ଏକ ଅଟୋ ଓ ବାଇକ ମଧ୍ୟରେ ସୋମବାର ମୁହାଁମୁହିଁ ଧକ୍କା ହୋଇଛି। ଏଥିରେ…

ଭାରସାମ୍ୟ ହରାଇ ପିଟି ହେଲା ବାଇକ୍, ଗଛରେ ଲାଗିଗଲା ମୁଣ୍ଡର ଖପୁରି

ମୋହନା,୨୦।୪(ମନ୍ମଥ ମିଶ୍ର): ଭାରସାମ୍ୟ ହରାଇ ଗଛକୁ ପିଟି ହେଲା ବାଇକ୍ । ଏଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ଗଜପତି ଜିଲା ଅଡବା ଥାନା ଅନ୍ତର୍ଗତ ଡେକାପଙ୍କା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri