Posted inଜାତୀୟ

ମୋଦିଙ୍କ ସହିତ ପ୍ରିୟଙ୍କାଙ୍କ ଲଢ଼େଇ ନେଇ ଚର୍ଚ୍ଚା: ଏପ୍ରିଲ୍‌ ୨୯ରେ ବାରାଣସୀରେ ଦାଖଲ କରିପାରନ୍ତି ନାମାଙ୍କନ

ନୂଆଦିଲ୍ଲୀ, ୨୫।୪: କଂଗ୍ରେସ ରାଷ୍ଟ୍ରୀୟ ମହାସଚିବ ପ୍ରିୟଙ୍କା ଗାନ୍ଧୀ ଭଦ୍ରା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହିତ ବାରାଣସୀ ଲୋକ ସଭା ଆସନରୁ ପ୍ରତିଦ୍ୱନ୍ଦ୍ୱିତା କରିବେ ବୋଲି ଚର୍ଚ୍ଚା ହେଉଛି। ମୋଦି ଏଠାରେ ଏପ୍ରିଲ୍‌ ୨୬ରେ ନାମାଙ୍କନ ଦାଖଲ କରିବେ ବୋଲି କୁହାଯାଉଛି। ମୋଦିଙ୍କ ପରେ ପ୍ରିୟଙ୍କା ଏପ୍ରିଲ୍‌ ୨୯ରେ ବାରାଣସୀରେ ନାମାଙ୍କନ ଦାଖଲ କରିବାର ଯୋଜନା କଂଗ୍ରେସ ପକ୍ଷରୁ କରାଯାଇଛି। ଏନେଇ କଂଗ୍ରେସ ପକ୍ଷରୁ ଏପ୍ରିଲ୍‌ ୨୭ରେ ଘୋଷଣା କରାଯିବାର ସମ୍ଭାବନା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

୪୫ ଜଣ ଏମପିଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ ମୋଦି; ବ୍ରେକଫାଷ୍ଟରେ ବାଣ୍ଟିଲେ ଏହି ମନ୍ତ୍ର

ନୂଆଦିଲ୍ଲୀ,୭।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର (୭ ଅଗଷ୍ଟ, ୨୦୨୬) ଦିନ ବ୍ରେକଫାଷ୍ଟ ସମୟରେ ଶିବସେନା, NCPI ଏବଂ ଅଜିତ ପାୱାରଙ୍କ ନେତୃତ୍ୱାଧୀନ NCP ଗୋଷ୍ଠୀର ସାଂସଦ…

ଚାରି ବର୍ଷର ବଳାତ୍କାର ପୀଡିତାଙ୍କ ଚିକିତ୍ସା କରିବାକୁ ମନା କଲେ; ଏବେ ହସ୍ପିଟାଲ ଗଣିବ ୧୨ ଲକ୍ଷ

ଗାଜିଆବାଦ,୭।୮: ସୁପ୍ରିମକୋର୍ଟ ଶୁକ୍ରବାର ଉତ୍ତର ପ୍ରଦେଶ ଗାଜିଆବାଦର ଦୁଇଟି ଘରୋଇ ହସ୍ପିଟାଲକୁ ଜଣେ ଚାରି ବର୍ଷୀୟ ବଳାତ୍କାର ପୀଡିତାଙ୍କ ପରିବାରକୁ ଯଥାକ୍ରମେ ୧୦ ଲକ୍ଷ ଏବଂ ୨…

ଭାଜପା ସହ ମେଣ୍ଟ କରିବ ଅକାଳୀ ଦଳ! ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଭେଟିଲେ ସୁଖବୀର ବାଦଲ

ଚଣ୍ଡିଗଡ଼/ନୂଆଦିଲ୍ଲୀ,୭।୮: ଶିରୋମଣି ଅକାଳୀ ଦଳ (ଏସଏଡି) ସଭାପତି ସୁଖବୀର ସିଂହ ବାଦଲ ଶୁକ୍ରବାର ସଂସଦ ଭବନରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିଥିଲେ। ସଂସଦର ମୌସୁମୀ ଅଧିବେଶନ ସମୟରେ…

ଆକ୍ସନ ମୋଡରେ ବିଜୟ ଥଲାପଥି: ନେଲେ ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୭।୮: କେନ୍ଦ୍ର ସରକାର ସୀମା ନିର୍ଦ୍ଧାରଣ ବିଲ ପୁନଃଆଗତ କରିପାରନ୍ତି ବୋଲି ଆଲୋଚନା ହୋଇଛି। ତାମିଲନାଡୁରେ ଏହି ପ୍ରସଙ୍ଗକୁ ନେଇ ରାଜନୈତିକ ବିବାଦ ଆରମ୍ଭ ହୋଇଛି। କେନ୍ଦ୍ର…

ମୋହନ ଭାଗବତ Gen Zଙ୍କୁ ନେଇ ଦେଇଥିବା ବୟାନ ପରେ ରାଜନୀତି ହେଲା ସରଗରମ, ଏବେ RSS ମୁଖ୍ୟ କହିଲେ: ‘ଏହା ଉନ୍ନତି ପାଇଁ…’

ନୂଆଦିଲ୍ଲୀ,୭।୮: ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ (RSS) ମୁଖ୍ୟ ମୋହନ ଭାଗବତ ସଂରକ୍ଷଣ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବକ୍ତବ୍ୟ ଦେଇଛନ୍ତି। ସେ କହିଛନ୍ତି ଯେ ସଂରକ୍ଷଣ ସ୍ଥାୟୀ ବ୍ୟବସ୍ଥା…

ମୋ ସମୁଦିଙ୍କୁ ଫାଶୀ ଦେଇଦିଅ…କାନ୍ଦି କାନ୍ଦି ଏମିତି କାହିଁକି କହିଲେ ଭାଜପା ବିଧାୟକ

ଲକ୍ଷ୍ନୌ,୭।୮: ୟୁପିରେ ଜଣେ ଭାଜପା ବିଧାୟକଙ୍କ ସମୁଦି ଅନୁଜ ତ୍ରିବେଦୀ ଏବଂ ଜ୍ୱାଇଁଙ୍କ ନାଁରେ ମିଥ୍ୟା ପ୍ରଲୋଭନରେ ବିବାହ କରି ମହିଳାଙ୍କୁ ଠକିବା ଏବଂ ନଗଦ ଟଙ୍କା…

Gen Zକୁ ନେଇ ମୋହନ ଭାଗବତ ଦେଇଥିବା ବୟାନ ଉପରେ ପ୍ରତିକ୍ରିୟା ରଖିଲେ ପ୍ରିୟଙ୍କା

ନୂଆଦିଲ୍ଲୀ,୭।୮: ଆରଏସଏସ ମୁଖ୍ୟ ମୋହନ ଭାଗବତ ଏବଂ Gen Zଙ୍କ ମଧ୍ୟରେ ଆଲୋଚନା ସମ୍ପର୍କରେ ରାଜନୈତିକ ବୟାନବାଜି ଜାରି ରହିଛି। କଂଗ୍ରେସ ନେତା ପ୍ରିୟଙ୍କା ଗାନ୍ଧୀ କହିଛନ୍ତି…

‘ହସ୍ତତନ୍ତ ଦିବସ’ରେ କୁକୁର ସହ ଭିଡ଼ିଓ କଲେ ରାହୁଲ, କହିଲେ ମା’ ସୋନିଆ ଦେଖିଲେ..

ନୂଆଦିଲ୍ଲୀ,୭।୮: ଭାରତୀୟ ଜାତୀୟ କଂଗ୍ରେସ (INC) ସୋସିଆଲ ମିଡିଆ ପ୍ଲାଟଫର୍ମ X ରେ ଏକ ଭିନ୍ନ ସ୍ବାଦର ଭିଡିଓ ଶେୟାର କରିଛି। ଭିଡିଓରେ ଲୋକ ସଭାର ବିରୋଧୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri