ମୋଦିଙ୍କ ସହ ଡିନର୍‌ କରିବାକୁ ଚାହାଁନ୍ତି କ୍ୟାଟ୍ରିନା

ମୁମ୍ବାଇ: ବଲିଉଡ୍‌ କୁଇନ୍‌ କ୍ୟାଟ୍ରିନା କୈଫ ଏବେ ତାଙ୍କ ଅପ୍‌ କମିଙ୍ଗ୍‌ ଫିଲ୍ମ ଭାରତ ପାଇଁ ଖୁବ୍‌ ବିଜି ରହୁଛନ୍ତି। ଲଗାତର ଫିଲ୍ମର ପମୋଶନ ଇଭେଣ୍ଟରେ ଦେଖିବାକୁ ମିଳୁଛି କ୍ୟାଟ୍ରିନା ଓ ସଲମାନଙ୍କୁ। ତେବେ ନିକଟରେ ଏମିତି ଏକ ଇଭେଣ୍ଟରେ ଯୋଗ ଦେଇଥିବା କ୍ୟାଟ୍ରିନାଙ୍କ ରୁଚିକୁ ନେଇ କିଛି ପ୍ରଶ୍ନ ପଚରା ଯାଇଥିଲା। ଯେଉଁଥିରେ ସାମିଲ ଥିଲା ସେ ଡିନର୍‌ କରିବାକୁ କାହାସହ ପସନ୍ଦ କରିବେ। ଏଥିରେ ସେ ୩ ଜଣଙ୍କ ନାଁ କହିଥିଲେ। ଯେଉଁଥିରେ ଥିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହ ଏକ ଡିନର୍‌ ପାଇଁ ଇଚ୍ଛା ରଖିଥିବା କହିଥିଲେ। ଏହାସହ ଆମେରିକା ଅଭିନେତ୍ରୀ ମାର୍ଲିନ ମୁନରେ ଓ ପୂର୍ବତନ ୟୁନାଇଟେଡ ସେକେଟାରୀ କଣ୍ଡୋଲିଜା ରାଇସଙ୍କ ନାଁ ମଧ୍ୟ ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗାଁ ମୁହାଁ ୪ ଟିକିଆ ହାତୀ: ଭୟରେ କୋତାଗୁଡା ଗ୍ରାମବାସୀ

ଗୁଣପୁର,୧୩।୮(ସୁଜାତା ପାଢ଼ୀ):ରାୟଗଡା ଗୁଣପୁର ବ୍ଲକ ଅନ୍ତର୍ଗତ ଜଗନ୍ନାଥପୁର ପଞ୍ଚାୟତର କୋତାଗୁଡା ଗାଁ ନିକଟରେ ଗୁରୁବାର ସକାଳେ ୪ ଟିକିଆ ହାତୀଙ୍କୁ ଦେଖିବାକୁ ମିଳିଛି l କାଦୁଆ ରାସ୍ତା…

ରାସ୍ତାର ସ୍ଥିତି ଶୋଚନୀୟ: ଷ୍ଟ୍ରେଚରରେ ବୁହାହେଲେ ଗର୍ଭବତୀ

ନନ୍ଦପୁର, ୧୩/୮(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲ୍ଲା ନନ୍ଦପୁର ବ୍ଲକ ପରଜା ବଡପଡ଼ା ପଞ୍ଚାୟତର ଶ୍ରିଗାମପୁଟ ଗାଁକୁ ସଂଯୋଗ ରାସ୍ତାର ଶୋଚନୀୟ ସ୍ଥିତି ଗୁରୁବାର ସକାଳୁ ଜନନୀଯନ୍ତ୍ରଣାର କାରଣ…

କଟକରେ ଲଜ୍ଜା: କଥା ହେବା ବାହାନାରେ ନାବାଳିକାଙ୍କୁ ହୋଟେଲକୁ ଡାକି ନେଇ ଗଣବଳାତ୍କାର କଲେ ସହପାଠୀ

କଟକ, ୧୩।୮(ପ୍ରଭୁ କଲ୍ୟାଣ ପାଲ୍‌): କଟକରେ ଲଜ୍ଜା। ନାବାଳିକାଙ୍କୁ ହୋଟେଲକୁ ନେଇ ଗଣବଳାତ୍କାର ଅଭିଯୋଗ। ବାଦାମବାଡ଼ି ଥାନା ଅଂଚଳରେ ଘଟିଛି ଏହି ସଙ୍ଗୀନ ଘଟଣା। ଜଣେ ନାବାଳିକାଙ୍କୁ…

ରାଶନ ନେଉଥିବା ଲୋକଙ୍କ ପାଇଁ ଜରୁରୀ ଖବର: ଏଣିକି ଖାତାକୁ ଆସିବ ଟଙ୍କା, ଜାଣନ୍ତୁ ନୂଆ ନିୟମ

ନୂଆଦିଲ୍ଲୀ,୧୩।୮: ଚଣ୍ଡୀଗଡ଼ ଏବଂ ଦାଦ୍ରା ଓ ନଗର ହାବେଳି ଏବେ ଏପରି ଦୁଇଟି କେନ୍ଦ୍ରଶାସିତ ପ୍ରଦେଶ ହୋଇଛି, ଯେଉଁଠାରେ ୧୪ ଅଗଷ୍ଟ ୨୦୨୬ରୁ ସରକାର ଡିଜିଟାଲ ରୁପି…

ନାଁରେ ଆସିଲା ସାଂଘାତିକ ଅଭିଯୋଗ, ଡାକ୍ତରଙ୍କୁ ଚାକିରିରୁ ବହିଷ୍କାର କଲେ ମୁଖ୍ୟମନ୍ତ୍ରୀ

ପାରଳାଖେମୁଣ୍ଡି,୧୩।୮(ଗିରିଧାରୀ ପରିଛା): ଦୁର୍ନୀତି ବିରୋଧରେ କଠୋର ଆଭିମୁଖ୍ୟ ଗ୍ରହଣ କରି ଗଜପତି ଜିଲାର ଗୁରାଣ୍ଡି ସିଏଚ୍‌ସିର ପୂର୍ବତନ ଭାରପ୍ରାପ୍ତ ମେଡିକାଲ ଅଧିକାରୀ ଡାକ୍ତର ପତିତପାବନ ବାରିକଙ୍କୁ ସରକାରୀ…

ଏଗ୍ରିଷ୍ଟାକ୍‌ ଆଇଡିି ଉଚ୍ଛେଦ ଦାବି ତେଜିଲା: ଏକାଠି ହେଲେ ପାକ୍ସ ସଭାପତି ସଂଘ

ବରଗଡ଼,୧୩।୮(ପ୍ରେମାନନ୍ଦ ଖମାରୀ):ଧାନବିକ୍ରି ପଞ୍ଜୀକରଣ ପ୍ରକିୟାକୁ ଦିନକୁ ଦିନ ଅଧିକ ଜଟିଳ କରି ଦିଆଯାଉଥିବା ଅଭିଯୋଗ ହୋଇଛି। ଚଳିତବର୍ଷ ଧାନବିକ୍ରି ପଞ୍ଜୀକରଣରେ ଏଗ୍ରିଷ୍ଟାକ୍‌ ଆଇଡ଼ି, ଭାଗଚାଷୀ କ୍ଷେତ୍ର୍ରରେ ଇ-କେୱାଇସି…

ସ୍ତ୍ରୀଙ୍କ ମୋବାଇଲରେ ଏମିତି ଚାଟ୍‌ ଦେଖି ସ୍ବାମୀଙ୍କ ପାଦ ତଳୁ ଖସିଗଲା ମାଟି, ସିଧା ପହଞ୍ଚିଲେ ଥାନାରେ…

ନୂଆଦିଲ୍ଲୀ,୧୩।୮: ତେଲଙ୍ଗାନାର ମହବୁବାବାଦ ଜିଲାରୁ ସାମ୍ନାକୁ ଆସିଥିବା ଏକ ଘଟଣା ଚାଞ୍ଚଲ୍ୟ ସୃଷ୍ଟି କରିଛି। ଜଣେ ବ୍ୟକ୍ତି ତାଙ୍କ ପତ୍ନୀ ଓ ତାଙ୍କର କଥିତ ପ୍ରେମିକଙ୍କ ବିରୋଧରେ…

ଚାର୍ଜ ବସାଇ ଶୁଣୁଥିଲେ ଗୀତ: ହଠାତ୍‌ ମାରିଲା ଘଡ଼ଘଡ଼ି, ଆଉ ତା’ପରେ…

ନନ୍ଦପୁର,୧୩।୮(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ ବୁଧବାର ରାତ୍ରଠାରୁ ପ୍ରବଳ ବର୍ଷା ଓ ବଜ୍ରପାତର ପ୍ରକୋପ ଦେଖିବାକୁ ମିଳିଛି। ବଜ୍ରପାତରେ ଜଣେ ନାବାଳକଙ୍କ ମୃତ୍ୟୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri