Posted inଜାତୀୟ

ମୋଦିଙ୍କ ହାତରେ ପୁଣି ଶାସନ ଡୋର: ସେନସେକ୍ସ୍‌ ଛୁଇଁଲା ୪୦ ହଜାର ଅଙ୍କ

ନୂଆଦିଲ୍ଲୀ,୨୩।୫: ଲୋକ ସଭା ନିର୍ବାଚନରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପୁଣି ଥରେ ଶାସନ ଡୋର ଧରିବା ନିଶ୍ଚିତ ଥିବା ଭୋଟଗଣତିରୁ ଆକଳନ କରାଯାଉଛି। ଏହାକୁ ଦୃଷ୍ଟିରେ ରଖି ସେନସେକ୍ସ୍‌ ୪୦ ହଜାର ଅଙ୍କ ଛୁଇଁଛି। ଏହା ୩୯,୯୦୧.୫୯ ଅଙ୍କରେ ପହଞ୍ଚିଛି। ଦେଶରେ ସ୍ଥିର ସରକାର ଗଠନ ହେବାର ଆଶା ସୁଦୃଢ଼ ହୋଇଥିବାରୁ ଏପରି ହୋଇଥିବା ଅର୍ଥ ବିଶେଷଜ୍ଞ ମତପୋଷଣ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚୀରନିଦ୍ରାରେ ବଲିଉଡ଼ର ଭେଟେରାନ ଆକ୍ଟର ‘ନାନା ପାଟେକର’

ମୁମ୍ବାଇ: ବରିଷ୍ଠ ଅଭିନେତା ନାନା ପାଟେକରଙ୍କ ପରଲୋକ ଘଟିଛି। ଗୁରୁବାର ୭୫ ବର୍ଷ ବୟସରେ ସେ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି। ଗୋଆର ଡୋନା ପାଉଲା ସ୍ଥିତ…

‘ଇଣ୍ଡି’ ମେଣ୍ଟର ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ ଡାକରାର ପ୍ରଭାବ, ଅଖଚକ ସବୁ ବନ୍ଦ

ଭୁବନେଶ୍ୱର,୮।୧୦: ଗୁରୁବାର ସକାଳୁ ସକାଳୁ ସାରା ଓଡ଼ିଶାରେ ‘ଓଡ଼ିଶା ବନ୍ଦ’ ଡାକରାର ପ୍ରଭାବ ଦେଖିବାକୁ ମିଳିଛି। ୪ଦଫା ଦାବିରେ କଂଗ୍ରେସ ସହ ୯ଟି ବିରୋଧି ଦଳ ଏହି…

ଆଜି ଓଡ଼ିଶା ବନ୍ଦ

ଭୁବନେଶ୍ୱର, ୮ା୧୦, (ରବିନାରାୟଣ ଜେନା): କଂଗ୍ରେସ ନେତୃତ୍ୱରେ ଇଣ୍ଡିଆ ବ୍ଲକ୍‌ ପକ୍ଷରୁ ୪ ଦଫା ଦାବି ନେଇ ଗୁରୁବାର ଓଡ଼ିଶା ବନ୍ଦ ଡାକରା ଦିଆଯାଇଛି। ସକାଳ ୬ରୁ…

ମୁଖ୍ୟମନ୍ତ୍ରୀଙ୍କ ମା’ଙ୍କ ପରଲୋକ, ଭାବପ୍ରବଣ ହୋଇ କହିଲେ ମୋର ସବୁଠୁ ବଡ଼ ଛାଇ….

ରାଞ୍ଚି,୭।୧୦: ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କ ମା’ ରୂପୀ ସୋରେନଙ୍କ ପରଲୋକ ହୋଇଛି । ରାଞ୍ଚିର ଏକ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ସେ ଶେଷ ନିଃଶ୍ୱାସ ତ୍ୟାଗ…

କାଲି ସକାଳ ୬ରୁ ସନ୍ଧ୍ୟା ୬ ଯାଏ ଓଡ଼ିଶା ବନ୍ଦ, ସହଯୋଗ ପାଇଁ ଆହ୍ୱାନ ଦେଲା…

ଭୁବନେଶ୍ୱର,୭।୧୦: ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ଦାବିକୁ ନେଇ ଆସନ୍ତାକାଲି (ଗୁରୁବାର) ସକାଳ ୬ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ ଆହ୍ୱାନ ଦିଆଯାଇଛି। ‘INDIA’ ବ୍ଲକ୍‌…

ରାହୁଲ ଗାନ୍ଧୀଙ୍କୁ ହିମନ୍ତ ବିଶ୍ବ ଶର୍ମାଙ୍କ ଅଲ୍ଟିମେଟମ୍, କହିଲେ ବଙ୍କା କରିପାରିବେନି….

ନୂଆଦିଲ୍ଲୀ,୭।୧୦: କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କୁ ନେଇ ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ବ ଶର୍ମା ବଡ଼ ବୟାନ ଦେଇଛନ୍ତି । ବୁଧବାର ଏକ କାର୍ଯ୍ୟକ୍ରମରେ ଉଦ୍‌ବୋଧନ ଦେଇ…

ରାଜଧାନୀରେ ଭୁଶୁଡ଼ିଲା ୫ ମହଲା ବିଲ୍ଡିଂ, ମୃତ୍ୟୁ ସଂଖ୍ୟା….

ନୂଆଦିଲ୍ଲୀ,୭।୧୦: ଉତ୍ତର-ପୂର୍ବ ଦିଲ୍ଲୀର ସୀମାପୁରୀରେ ଏକ ୫ ମହଲା ବିଲ୍ଡିଂ ଭୁଶୁଡ଼ି ପଡ଼ିଛି । ତେବେ ଏହି ଘଟଣାରେ ୨ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ଅନେକ ଏବେ…

ଚଳନ୍ତା ଟ୍ରେନରୁ ହଠାତ୍ ଡ଼େଇଁ ପଡ଼ିଲେ ଏକାଧିକ ଯାତ୍ରୀ, କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଲକ୍ଷ୍ନୌ,୭।୧୦: ଉତ୍ତରପ୍ରଦେଶର ବାରାବଙ୍କିରୁ ସାମ୍ନାକୁ ଆସିଛି ଚକିତ କରିଦେବା ଭଳି ଭିଡିଓ । ଚଳନ୍ତା ଟ୍ରେନରୁ ଡେଇଁ ଯାତ୍ରୀମାନେ ଦୌଡ଼ି ପଳାଉଥିବାର ଦୃଶ୍ୟ ଏବେ ସୋସିଆଲ୍ ମିଡିଆରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?