Posted inଜାତୀୟ

ମୋଦିଙ୍କ ହାତ ଛାଡିଲେ ହେବ ସତ୍ୟାନାଶ: ଫଡ଼ନବିଶ

ନାଗପୁର,୩।୮: ପାଖେଇ ଆସୁଛି ମହାରାଷ୍ଟ୍ର ବିଧାନସଭା ନିର୍ବାଚନ। ଏବେ ଏହାକୁ ଦୃଷ୍ଟିରେ ରଖି ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନବିଶ ଜନାଦେଶ ଯାତ୍ରାରେ ବାହାରିଛନ୍ତି। ଶୁକ୍ରବାର ସେ ନାଗପୁରରେ ଏମିତି ଏକ ଯାତ୍ରାରେ ଯୋଗ ଦେବା ଅବସରରେ କହିଛନ୍ତି, ଯେଉଁମାନେ ମୋଦିଙ୍କ ହାତ ଛାଡିଛନ୍ତି ସେମାନଙ୍କର ସର୍ବନାଶ ହୋଇଛି। ଆଉ ଯେଉଁମାନେ ଏମିତି କରିଛନ୍ତି ସେମାନଙ୍କୁ ଜନତା କେବେ କ୍ଷମା ଦେବେନାହିଁ। ଏହି ଅବସରରେ ଫଡନବିଶ ଆହୁରି କହିଛନ୍ତି ବିରୋଧୀ ଦଳମାନେ ନିଜର ପରାଜୟ ପାଇଁ ଇଭିଏମ୍‌କୁ ଦୋଷ ଦେବା ଅପେକ୍ଷା ବରଂ ଏହାର ବିଶ୍ଳେଷଣ କରିବା ଭଲ। କାରଣ ହାରିବା ପରେ ଏମାନେ ଯେଉଁ ଇଭିଏମ୍‌କୁ ଦୋଷ ଦେଉଛନ୍ତି ସାରା ଦେଶରେ ସେହି ମେଶିନ୍‌ ଜରିଆରେ ହିଁ ମତଦାନ ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ନୀତି ମାମଲାରେ ପୂର୍ବତନ ପଞ୍ଚାୟତ ନିର୍ବାହୀ ଅଧିକାରୀଙ୍କୁ ୪ବର୍ଷ ସଶ୍ରମ କାରାଦଣ୍ଡ

ବରଗଡ଼,୨୫।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଭିଜିଲାନ୍ସର ସ୍ୱତନ୍ତ୍ର ବିଚାରପତି ପଦମପୁର ବ୍ଲକ ଅଧୀନ ପୁରେନା ଗ୍ରାମପଞ୍ଚାୟତର ପୂର୍ବତନ ପଞ୍ଚାୟତ ନିର୍ବାହୀ ଅଧିକାରୀ (PEO) ଛବିଳ ବାରିହାଙ୍କୁ ଦୁର୍ନୀତି ମାମଲାରେ…

ନାବାଳକଙ୍କ ବାର୍‌ହା ସହ ଦୁଇ ଘଣ୍ଟା ଧରି  ଲଢ଼େଇ: ଶେଷରେ ଜୀବନ ବଞ୍ଚାଇବା ପାଇଁ…

ବାଙ୍କୀ, ୨୫।୮ (ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ଗୋପାଳପୁର ପଞ୍ଚାୟତରେ ବାର୍‌ହା ଆତଙ୍କରେ ଭୟଭୀତ ଲୋକେ। ମଙ୍ଗଳବାର ସକାଳ ପ୍ରାୟ ସାଢ଼େ ୭ଟା ସମୟରେ ଗୋପାଳପୁର ପଞ୍ଚାୟତର ୧…

ଚନ୍ଦନପୁରରେ ଗୋଷ୍ଠୀ ସଂଘର୍ଷ, ପୋଲିସର ଫ୍ଲାଗମାର୍ଚ

ପୁରୀ,୨୫।୮: ପୁରୀ ଜିଲା ଚନ୍ଦନପୁର ଥାନା ଉତରଣା ମଠସାହିରେ ମଙ୍ଗଳବାର ଗୋଷ୍ଠୀ ସଂଘର୍ଷ ହୋଇଛି। ଗାଁର ଏକ ପୋଖରୀର ଦଳ ସଫା ଏବଂ ମାଛ ମରାକୁ କେନ୍ଦ୍ର…

ନିଶାମୁକ୍ତ ଓଡିଶା ଅଭିଯାନ କାର୍ଯ୍ୟକ୍ରମ, ନିଶା ସେବନ ବିରୋଧରେ ଶପଥ ପାଠ କଲେ ଛାତ୍ରୀଛାତ୍ର

ଦିଗପହଣ୍ଡି,୨୫।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ବଡଖେମୁଣ୍ଡି ହାଇସ୍କୁଲ ପରିସରରେ ମଙ୍ଗଳବାର ଦିଗପହଣ୍ଡି ଥାନା ପକ୍ଷରୁ ନିଶାମୁକ୍ତ ଓଡିଶା ଅଭିଯାନ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ…

ଚନ୍ଦ୍ରଗହଣରେ ହାନୀ ନୁହେଁ ଏହି ୩ରାଶିଙ୍କ ଫିଟିଯିବ ଭାଗ୍ୟ, ଧନବର୍ଷା ସାଙ୍ଗକୁ ମିଳିବ ବଡ଼ ଚାକିରିର ଅଫର୍‌…

କୌଣସି ବି ଗ୍ରହଣ, ତାହା ଚନ୍ଦ୍ରଗ୍ରହଣ ହେଉ କି ସୂର୍ଯ୍ୟଗ୍ରହଣ, ସବୁବେଳେ କ’ଣ ବର୍ବାଦୀ ନେଇ ଆସିଥାଏ? କାରଣ ପ୍ରାୟତଃ ଆମେ ଗ୍ରହଣ ନାମ ଶୁଣିବା ମାତ୍ରେ…

ପିହୁ ନିଖୋଜ ଘଟଣା,କ୍ରାଇମବ୍ରାଞ୍ଚ ନୁହେଁ ସିବିଆଇ ତଦନ୍ତ ହେଉ:ବିଶ୍ୱ ରଞ୍ଜନ

ବରୀ,୨୫।୮(ମହେନ୍ଦ୍ର ସ୍ବଇଁ): ଯାଜପୁର ଜିଲା ବରୀ ବ୍ଲକ ବିଂଝାରପୁର ଥାନ ମଧୁସୂଦନପୁର ଗ୍ରାମର ବହୁଚର୍ଚ୍ଚିତ କୁନି ଝିଅ ପିହୁ ନିଖୋଜ ଘଟଣାକୁ ନେଇ , ଯାଜପୁର ସାଂସଦ…

୨୧୦ କେଜି ଗଞ୍ଜେଇ ଜବତ, ୮ ଗିରଫ: କନ୍ଧମାଳରୁ ରାଜ୍ୟ ବାହାରକୁ ହେଉଥିଲା ଚାଲାଣ

ଭଞ୍ଜନଗର, ୨୫।୮(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସ ଏକ ବଡ଼ ଧରଣର ଗଞ୍ଜେଇ ଚାଲାଣ ମାମଲା ଠାବ କରି ୨୧୦ କେଜି ଗଞ୍ଜେଇ ଜବତ କରିଛି।…

ଆଉ ୭ ଦିନ ପରେ ଘଟିବାକୁ ଯାଉଛି ଏମିତି: ୪ ରାଶିଙ୍କ ଜୀବନରେ ପୁଣି ଫେରିବ ପୁରୁଣା ପ୍ରେମ! ଶୁକ୍ର କରିବେ…

୨ ସେପ୍ଟେମ୍ବର ୨୦୨୬ରେ ଶୁକ୍ର ତୁଳା ରାଶିରେ ପ୍ରବେଶ କରିବେ। ପ୍ରେମ ଓ ସମ୍ପର୍କର କାରକ ଶୁକ୍ରଙ୍କ ନିଜ ରାଶିରେ ପ୍ରବେଶକୁ ଜ୍ୟୋତିଷ ଦୃଷ୍ଟିରୁ ବେଶ ବିଶେଷ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri