ମୋଦିଙ୍କ ୨୧ ଦିନ ଲକ୍‌ଡାଉନ୍‌: କରୋନା ସଂକ୍ରମିତ ଦେଶଙ୍କ ପାଇଁ ଏକ ଆଦର୍ଶ

ଓ୍ବାଶିଂଟନ,୩୦।୩: ଏବେ ବିଶ୍ୱର ଅଧିକାଂଶ ଦେଶ କରୋନା ଭାଇରସ ସହ ଲଢେଇ କରି ଚାଲିଛନ୍ତି। ତେବେ କରୋନା ସଂକ୍ରମଣକୁ ରୋକିବାକୁ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଯେଉଁ ପଦକ୍ଷେପ ନେଇଛନ୍ତି ତାହାକୁ ଏବେ ପ୍ରଶଂସା କରୁଛନ୍ତି କେତେଜଣ ସମାଜିକ କର୍ମୀ। ସେମାନେ କହିଛନ୍ତି କରୋନା ସଂକ୍ରମଣକୁ ରୋକିବାକୁ ମୋଦି ଯେଉଁ ୨୧ ଦିନିଆ ଲକ୍‌ଡାଲନ୍‌ ଘୋଷଣା କରିଛନ୍ତି ତାହା ସମସ୍ତ କରୋନା ସଂକ୍ରମିତ ଦେଶଙ୍କ ପାଇଁ ଏକ ଆଦର୍ଶ। ପିଓକେର ସାମାଜିକ କର୍ମୀ ଅମଜାଦ ଆୟୁବ ମିର୍ଜା କହିଛନ୍ତି ମୋଦିଙ୍କ ଲକ୍‌ଡାଉନ୍‌ ଅନ୍ୟମାନଙ୍କ ପାଇଁ ଉହାଦରଣ। କାହିଁକିନା ପାକିସ୍ତାନ କଥା ଯଦି ବିଚାରକୁ ନିଆଯାଏ ତେବେ ସେଠାରେ ଲକ୍‌ଡାଉନ୍‌ ନ ମାନିବା ଫଳରେ ଏବେ ପାକିସ୍ତାନରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। କିନ୍ତୁ ଭାରତରେ ସେହି ଅନୁପାତରେ କରୋନା ସଂକ୍ରମଣ ବୃଦ୍ଧି ପାଇ ନାହିଁ ବୋଲି ମତ ପ୍ରକାଶ ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଲକ୍ଷ୍ୟଠାରୁ ଦୂରରେ ଏଜୁକେଶନ କମ୍ପ୍ଲେକ୍ସ, ଧରିତ୍ରୀରେ ଖବର ପ୍ରକାଶ ପରେ ପ୍ରଶାସନ ତତ୍ପର

ଗୁଣପୁର,୯।୪(ସଂକେତ ପାତ୍ର): ଦୁର୍ଗମ ଆଦିବାସୀ ଅଞ୍ଚଳରେ ଶିକ୍ଷାର ଉନ୍ନତି ଲକ୍ଷ୍ୟରେ ପ୍ରାୟ ୫ କୋଟି ଟଙ୍କା ବ୍ୟୟରେ ଗୁଣପୁର ବ୍ଲକ୍‌ ଅନ୍ତର୍ଗତ ଲାଞ୍ଜିଆ ସୌରା ଅଞ୍ଚଳର ଆବଡ଼ାରେ…

ସୁନା-ରୂପା ମୂଲ୍ୟରେ ବଡ଼ ହ୍ରାସ,୩୩୦୦ଟଙ୍କା କମିଲା ଦାମ୍

ନୂଆଦିଲ୍ଲୀ,୯।୪:  ଘରୋଇ ଫ୍ୟୁଚର୍ସ ବଜାରରେ ଗୁରୁବାର ସୁନା ଏବଂ ରୂପାର ମୂଲ୍ୟ ହ୍ରାସ ପାଇଛି । ବାଣିଜ୍ୟ ଆରମ୍ଭ ହେବା ସମୟରେ, ସୁନା ଏବଂ ରୂପା ଉଭୟର…

କାମ ନ କଲେ, ମିଳୁଛି ଛଟେଇ ଧମକ: ବିଧାୟକ କଳିକେଶଙ୍କୁ ଭେଟି ଅଭିଯୋଗ କଲେ ସଫେଇ କର୍ମଚାରୀ, ଏଭଳି ପ୍ରତିଶ୍ରୁତି ଦେଲେ…

ବଲାଙ୍ଗୀର,୯।୪ ( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଭୀମଭୋଇ ମେଡିକାଲ କଲେଜ ହସ୍ପିଟାଲର ସଫେଇ କର୍ମଚାରୀଙ୍କୁ ସେମାନଙ୍କ କାମ ବାହାରେ ଅତିରିକ୍ତ କାର୍ଯ୍ୟ କରିବାକୁ ବାଧ୍ୟ କରାଯାଉଥିବା…

ଆମେରିକା-ଇରାନ ଯୁଦ୍ଧରେ ମଧ୍ୟସ୍ଥତା କରିବା ପରେ ଏତେ ବଡ଼ ପୁରସ୍କାର ମାଗିଦେଲା ପାକିସ୍ତାନ, ସାରା ବିଶ୍ୱ ଚକିତ

ଇସଲାମାବାଦ,୯।୪: ଇରାନ ଏବଂ ଆମେରିକା ମଧ୍ୟରେ ଯୁଦ୍ଧବିରତିରେ ସାମିଲ ହେବାରେ ପାକିସ୍ତାନ ଅତ୍ୟନ୍ତ ଖୁସି। ପାକିସ୍ତାନୀ ଗଣମାଧ୍ୟମ ଦାବି କରିଛି ଯେ ଏହି ସଙ୍କଟକୁ ଏଡାଇବାରେ ଇସଲାମାବାଦ…

‘ଭାଇ! ଯଦି ତୁମକୁ…’ଯୁଦ୍ଧବିରତି ମଧ୍ୟରେ ଭାରତକୁ ବଡ଼ ଅଫର ଦେଲା ରୁଷିଆ, ବିଶ୍ୱରେ ଚହଳ

ନୂଆଦିଲ୍ଲୀ,୯।୪: ଯେତେବେଳେ ମଧ୍ୟପ୍ରାଚ୍ୟରେ ଯୁଦ୍ଧ ଯୋଗୁ ବିଶ୍ୱର ବିଭିନ୍ନ ଦେଶ ତୈଳ ଅଭାବର ସମ୍ମୁଖୀନ ହେଉଥିଲେ, ସେତେବେଳେ ରୁଷିଆ ଭାରତକୁ ତେଲ ଯୋଗାଇଥିଲା। ଏବେ, ରୁଷିଆ ମଧ୍ୟ…

ଆକ୍ସନ ମୋଡରେ ବନବିଭାଗ, ବେଆଇନ କରତକଳ ଉପରେ ଚଢ଼ାଉ, ମାଲିକ ଫେରାର

ଧାମନଗର,୯।୪(ଦେବେନ୍ଦ୍ର ଆନ୍ଦିଆ): ଧାମନଗର ଅଞ୍ଚଳରେ ଚାଲୁଥିବା ବେଆଇନ କରତକଳ ଗୁଡିକୁ ଧରିବା ପାଇଁ ବନ ବିଭାଗ ଅଣ୍ଟା ଭିଡିଛି । ଭଦ୍ରକ ଜିଲା ଧାମନଗର ରେଞ୍ଜ ଅଧୀନ…

ଶେଖ ହାସିନାଙ୍କୁ ପ୍ରତ୍ୟର୍ପଣ କର: ଭାରତରେ ପହଞ୍ଚି ଏମିତି କହିଲେ ବାଂଲାଦେଶ ବୈଦେଶିକ ମନ୍ତ୍ରୀ, ମିଳିଲା ଏମିତି ଜବାବ

ଢାକା,୯।୪: ଗତ ବର୍ଷ ଭାରତ-ବାଂଲାଦେଶ ସମ୍ପର୍କରେ ଉତ୍ତେଜନା ଶୀର୍ଷରେ ପହଞ୍ଚିବା ପରେ ବାଂଲାଦେଶ ଏବେ ସମ୍ପର୍କ ଉନ୍ନତ କରିବା ପାଇଁ ପଦକ୍ଷେପ ନେଉଛି। ଏହି ପରିପ୍ରେକ୍ଷୀରେ ବାଂଲାଦେଶର…

ଗୁଜରାଟର ରୋମାଞ୍ଚକର ବିଜୟ ପରେ ବି ଶୁବମନଙ୍କୁ ଏତେ ଟଙ୍କା ଜରିମାନା କଲା BCCI, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୯।୪: ବୁଧବାର ଏକ ରୋମାଞ୍ଚକର ମ୍ୟାଚରେ ଗୁଜରାଟ ଟାଇଟାନ୍ସ ଦିଲ୍ଲୀ କ୍ୟାପିଟାଲ୍ସକୁ ୧ ରନରେ ପରାସ୍ତ କରିଛି। ଶୁବମନ ଗିଲ୍‌ଙ୍କ ସମେତ ତିନି ଜଣ ଗୁଜରାଟ ବ୍ୟାଟ୍ସମ୍ୟାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri