ମୋଦି-ଟ୍ରମ୍ପ୍‌ଙ୍କ ସେଲ୍ଫି ନେଇଥିବା ଏହି ବାଳକ ଜଣଙ୍କ କିଏ ଜାଣନ୍ତି କି

ହ୍ୟୁଷ୍ଟନ୍‌,୨୩।୯: ଆମେରିକାର ହ୍ୟୁଷ୍ଟନରେ ଆୟୋଜିତ ‘ହାଓଡି ମୋଦି’ କାର୍ଯ୍ୟକ୍ରମରେ ଭାଗ ନେଇଥିଲେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌। ଉଭୟଙ୍କ ସହ ଜଣେ ୯ ବର୍ଷର ବାଳକ ସେଲ୍ଫି ନେଇ ରାତାରାତି ସୋସିଆଲ୍‌ ମିଡିଆରେ ଷ୍ଟାର୍‌ ପାଲଟିଯାଇଛନ୍ତି। ହ୍ୟୁଷ୍ଟନ୍‌ର ଏନଆରଜି ଷ୍ଟାଡିୟମରେ ଆୟୋଜିତ ଏହି କାର୍ଯ୍ୟକ୍ରମ ଆରମ୍ଭ ହେବା ପୂର୍ବରୁ ବହୁ ପ୍ରବାସୀ ଭାରତୀୟମାନେ ପାରମ୍ପରିକ ବେଶରେ ଷ୍ଟାଡିୟମରେ ପହଞ୍ଚିଥିଲେ। ମୋଦି-ଟ୍ରମ୍ପ୍‌ ହାତ ଧରାଧରି ହୋଇ ଷ୍ଟାଡିୟମ ଭିତରେ ବୁଲୁଥିବାବେଳେ ହଠାତ୍‌ ଜଣେ ୯ବର୍ଷର ବାଳକ ହାତରେ ମୋବାଇଲ୍‌ ଧରି ସେଲ୍ଫି ନେବାକୁ ଚାହିଁଥିଲେ। ଟ୍ରମ୍ପ୍‌ ତୁରନ୍ତ ତାଙ୍କ ପାଖକୁ ଆସି ପିଠି ବାଡେଇ ମୋଦିଙ୍କୁ ସେଲ୍ଫି ନେବା ପାଇଁ ଡାକିଥିଲେ। ଉକ୍ତ ବାଳକ ସହ ମୋଦି-ଟ୍ରମ୍ପ୍‌ ସେଲ୍ଫି ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପିଓକେରେ ପାକିସ୍ତାନର ବର୍ବରତା: ବିକ୍ଷୋଭବେଳେ ଲାଠିମାଡ଼; ୨ ମୃତ, ୮୦ ଆହତ

ମୁଜାଫରାବାଦ,୨୩ା୧୦: ପାକ୍‌-ଅଧିକୃତ କଶ୍ମୀର(ପିଓକେ)ରେ ଇସ୍‌ଲାମାବାଦର ବର୍ବରତା ସୀମା ଟିପିଛି। ପିଓକେ ରାଜଧାନୀ ମୁଜାଫରାବାଦରେ ମଙ୍ଗଳବାର ସ୍ବାଧୀନତା ସପକ୍ଷରେ ଆୟୋଜିତ ଏକ ଶୋଭାଯାତ୍ରା ବେଳେ ପୋଲିସ ଲାଠିମାଡ଼...

ଗୁଗଲକୁ ୨୩ ବର୍ଷ…

ଓ୍ବାଶିିଂଟନ,୨୭।୯: ସର୍ଚ୍ଚ ଇଞ୍ଜିନ୍‌ ଗୁଗଲ ସୋମବାର ୨୩ ବର୍ଷରେ ପାଦ ଦେଇଛି। ଏହି ଅବସରରେ ଗୁଗଲ ପକ୍ଷରୁ ସ୍ବତନ୍ତ୍ର ଡୁଡଲ ପ୍ରସ୍ତୁତ କରାଯାଇଛି। ଗୁଗଲର ଇଂଲିଶ୍‌...

ଟ୍ରାଏଲ ଔଷଧରେ ସୁସ୍ଥ ହେଲେ କ୍ୟାନ୍‌ସର ରୋଗୀ

ଓ୍ବାଶିଂଟନ୍‌, ୮ା୬: ସାଧାରଣତଃ କ୍ୟାନ୍‌ସରରେ ପୀଡ଼ିତ ରୋଗୀ ଜଟିଳ ଓ ଦୀର୍ଘସ୍ଥାୟୀ ଚିକିତ୍ସା ଲୋଡ଼ିଥାନ୍ତି। ଅଧିକାଂଶ କ୍ଷେତ୍ରରେ ଚିକିତ୍ସା ସତ୍ତ୍ୱେ କର୍କଟ ରୋଗୀ ଏଥିରୁ ଆରୋଗ୍ୟ...

୧୩୫ କିଲୋ ଓଜନର ଆଇଏସ୍‌ ଆତଙ୍କବାଦୀ ଗିରଫ: ଟ୍ରକରେ ବୋହି ଜେଲକୁ ଅଣାଗଲା

ମୋସୁଲ୍‌,୧୯।୧: ଇରାକର ମୋସୁଲ୍‌ଠାରୁ ଆଇଏସ୍‌ ଆତଙ୍କବାଦୀଙ୍କୁ ସ୍ଥାନୀୟ ଗିରଫ କରିଛି। ୧୩୫ କିଲୋ ଓଜନ ଥିବା ଶିଫା ଅଲ୍‌ ନିମା ନାମକ ଏହି ଆତଙ୍କବାଦୀଙ୍କୁ ଗିରଫ...

ଆମେରିକା, ୟୁରୋପ ଥରହର

ନୂଆଦିଲ୍ଲୀ, ୨୯।୬: କରୋନା ଭୂତାଣୁର ଡେଲ୍‌ଟା ଭାରିଆଣ୍ଟ ପ୍ରଥମେ ଭାରତରେ ଚିହ୍ନଟ ହୋଇଥିଲା। ଦ୍ୱିତୀୟ ଲହରରେ ଭୂତାଣୁର ଏହି ନୂଆ ରୂପ ଦେଶରେ ହଇଚଇ ସୃଷ୍ଟି...

ଚାଇନାରେ ଭୂକମ୍ପ, ରିକ୍ଟର ସ୍କେଲରେ ତୀବ୍ରତା ୬.୮…

ବେଜିଂ, ୫।୯ : ସୋମବାର ମଧ୍ୟାହ୍ନ ୧୨ଟା ୨୫ରେ ଚାଇନାରେ ଭୂକମ୍ପ ଅନୁଭୁତ ହୋଇଛି। ରିକ୍ଟର ସ୍କେଲରେ ଏହାର ତୀବ୍ରତା ୬.୮ ଥିଲା ବୋଲି ଜାତୀୟ...

ସ୍ତ୍ରୀ-ସ୍ବାମୀଙ୍କ ସାଙ୍ଗିଆ ସମାନ ରହିବ ନାହିଁ

ଟୋକିଓ,୨୪।୧୧: ଜାପାନରେ ଏକ ଅଜବ ନିୟମ ଲାଗୁ ହେବାକୁ ଯାଉଛି। ନିୟମ ଅନୁଯାୟୀ ସ୍ତ୍ରୀ-ସ୍ବାମୀଙ୍କର ସମାନ ସାଙ୍ଗିଆ ରହିବ ନାହିଁ। ଜାପାନର ପ୍ରଧାନମନ୍ତ୍ରୀ ୟୋଶିହିଦା ସୁଗା...

କେରୋନା ମୁକାବିଲା: ଫୁଟବଲ ପଡ଼ିଆ ହେଲା ହସ୍ପିଟାଲ

ଓ୍ବାଶିଂଟନ,୧୯।୩: ଆମେରିକାରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଏଠାରେ ୨ଜଣ ସାଂସଦ ମାରିଆ ଡିଆଜ୍‌ ଏବଂ ବେନ୍‌ ମ୍ୟାକ୍‌୍‌ଆଦମ୍ସ୍‌ଙ୍କୁ ମଧ୍ୟ କରୋନା ସଂକ୍ରମଣ ହୋଇଛି।...

Advertisement
Archives

Model This Week