Posted inଜାତୀୟ

ମୋଦି ଦେଉଛନ୍ତି ୧୫ ଲକ୍ଷ: ଏମିତି ମେସେଜ୍‌ ଦେଖି ପୋଷ୍ଟ ଅଫିସ ସାମ୍ନାରେ ଲାଗିଲା ଲମ୍ବା ଲାଇନ୍‌

ନୂଆଦିଲ୍ଲୀ,୧।୮: ସୋସିଆଲ ମିଡିଆରେ ଭାଇରାଲ ହେଲା ଏକ ମେସେଜ୍‌। ଯେଉଁଥିରେ ଉଲ୍ଲେଖ ଥିଲା ମୋଦି ୧୫ ଲକ୍ଷ ଟଙ୍କା ପଠାଉଛନ୍ତି। ଆଉ ଏହାକୁ ଦେଖିବା ପରେ କେରଳର କିଛି ପୋଷ୍ଟ ଅଫିସରେ ଖାତା ଖୋଲିବାକୁ ଲୋକଙ୍କର ଲମ୍ବା ଲାଇନ୍‌ ଦେଖିବାକୁ ମିଳିଥିଲା। ବିଶେଷ କରି ଉକ୍ତ ମେସେଜରେ ଉଲ୍ଲେଖ କରାଯାଇଥିଲା କି ଯେଉଁମାନଙ୍କର ଘର ନାହିଁ ଓ ପୋଷ୍ଟ ଅଫିସରେ ଜମା ଖାତା ରହିଛି ସେମାନଙ୍କୁ ଏହି ସୁବିଧା ମିଳିବ। ତେଣୁ କେରଳର ମୁନ୍ନାର ଅଞ୍ଚଳରେ ଥିବା ଅନେକ ଦିନ ମଜୁରିଆ ଲାଇନରେ ରହି ସେଠାକାର ଡାକଘରେ ପାଖାପାଖି ୧୦୫୦ଟି ଆକାଉଣ୍ଟ ଖୋଲିଥିବା କୁହାଯାଉଛି। ହେଲେ ଏମିତି ମେସେଜ୍‌ କିଏ ଓ କାହିଁକି ପୋଷ୍ଟ କରିଥିଲେ ତାହା ଏପର୍ଯ୍ୟନ୍ତ ସ୍ପଷ୍ଟ ହୋଇନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ସରକାରଙ୍କ ବଡ଼ ଉପହାର; ଅଧା ହେଲା ବିଜୁଳି ଦର

ଲକ୍ଷ୍ନୌ,୭।୧: ରାଜ୍ୟର ବିଦ୍ୟୁତ୍‌ ଉପଭୋକ୍ତାମାନଙ୍କୁ ଖୁସି କଲାଭଳି ଘୋଷଣା ଉତ୍ତରପ୍ରଦେଶ ସରକାର କରିଛନ୍ତି। ବିଦ୍ୟୁତ୍‌ ଦର ୫୦% ପର୍ଯ୍ୟନ୍ତ ହ୍ରାସ କରିବାକୁ ରାଜ୍ୟ ସରକାର ଘୋଷଣା...

କରୋନାକୁ ହରାଇଲେ ୧୦୦ ବର୍ଷୀୟା ବୃଦ୍ଧା, ନର୍ସ ପାଳିଲେ ମହୋତ୍ସବ

ଗୁଆହାଟି,୧୭ା୯:  କୁହାଯାଏ ରଖେ ହରି ତ ମାରେ କିଏ। ଠିକ୍‌ ସେହିପରି ଏକ ଘଟଣା ଦେଖିବାକୁ ମିଳିଛି ଗୁଆହାଟିରେ। ଏଠାକାର ଜଣେ ଶହେ ବର୍ଷୀୟା ବୃଦ୍ଧା...

୨୦୨୨ରେ ଭୋଟ୍‌ ପ୍ରଚାର କରିବ ରୋବୋ

ନୂଆଦିଲ୍ଲୀ, ୨୧।୬: ଗତ ମାର୍ଚ୍ଚ, ଏପ୍ରିଲରେ ୫ଟି ରାଜ୍ୟରେ ବିଧାନସଭା ନିର୍ବାଚନ ଅନୁଷ୍ଠିତ ହୋଇଥିଲା। କୋଭିଡ୍‌ ମହାମାରୀ ସମୟରେ ବିଭିନ୍ନ ରାଜନୈତିକ ଦଳ ପକ୍ଷରୁ ଆୟୋଜିତ...

ଗୁଗୁଲ ଭାରତରେ ନିବେଶ କରିବ ୭୫ ହଜାର କୋଟି ଟଙ୍କା

ନୂଆଦିଲ୍ଲୀ,୧୩।୭: ଭାରତର ଡିଜିଟାଲ ଅର୍ଥ ବ୍ୟବସ୍ଥାକୁ ଆଗେଇ ନେବାକୁ ଗୁଗୁଲ ଭାରତରେ ୭୫ ହଜାର କୋଟି ଟଙ୍କାର ପୁଞ୍ଜି ନିବେଶ କରିବ। ସୋମବାର ଗୁଗୁଲ ସିଇଓ...

ସିଏଏ ନିଅଁ।ରେ ଜଳୁଛି ଦେଶ: କେନ୍ଦ୍ର ଜାରି କଲା ୫ ସର୍ତ୍ତ

ନୂଆଦିଲ୍ଲୀ,୨୧ା୧୨(ଆଇଏଏନ୍‌ଏସ୍‌): ସଂଶୋଧିତ ନାଗରିକତ୍ୱ ଆଇନ (ସିଏଏ)କୁ ବିରୋଧ କରି ଦେଶବ୍ୟାପୀ ଆନ୍ଦୋଳନ ଜାରି ରହିଥିବାବେଳେ ଶୁକ୍ରବାର ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ଭାରତୀୟ ନାଗରିକତ୍ୱ ପାଇଁ ୫ଟି ସର୍ତ୍ତ...

ତିହାରରେ ତାଣ୍ଡବ: ନିଜକୁ ଆହତ କଲେ ୫ କଏଦୀ

ନୂଆଦିଲ୍ଲୀ,୭ ।୧: ତିହାରର ୩ ନମ୍ବର ଜେଲରେ ୫ ଜଣ କଏଦୀ ମୁଣ୍ଡ ବାଡେଇ ଲହୁ ଲୁହାଣ ହୋଇଥିବା ଜଣାପଡିଛି । ସିସି ଟିଭି କ୍ୟାମେରାରେ...

ପୁଞ୍ଛ ସେକ୍ଟରରେ ପାକିସ୍ତାନର ଅସ୍ତ୍ରବିରତି ଉଲ୍ଲଂଘନ

ଶ୍ରୀନଗର,୯।୧୨: ଜମ୍ମୁ-କଶ୍ମୀର ପୁଞ୍ଛ ଜିଲାର ଶାହପୁରରେ ସୋମବାର ପାକିସ୍ତାନ ପକ୍ଷରୁ ଅସ୍ତ୍ରବିରତି ଉଲ୍ଲଂଘନ କରାଯାଇଛି। ଭାରତୀୟ ସେନା କ୍ୟାମ୍ପ ଉପରକୁ ପାକିସ୍ତାନ ସେନା ଗୁଳିଗୋଳା ବର୍ଷଣ...

ଖୁବ୍‌ଶୀଘ୍ର ସ୍ବଦେଶୀ ୪ଜି ନେଟ୍‌ଓ୍ବର୍କ: ଅଶ୍ୱିନୀ

ନୂଆଦିଲ୍ଲୀ,୩୧।୩ : ଭାରତରେ ଖୁବ୍‌ଶୀଘ୍ର ସ୍ବଦେଶୀ ୪ଜି ମୋବାଇଲ୍‌ ନେଟଓ୍ବର୍କ ସେବା କାର୍ଯ୍ୟକାରୀ ହେବାକୁ ଯାଉଛି। ଚଳିତ ବର୍ଷ ଶେଷ ସୁଦ୍ଧା ୫ଜି ନେଟ୍‌ଓ୍ବର୍କ ପ୍ରସ୍ତୁତ...

Advertisement
Archives

Model This Week