Posted inଜାତୀୟ

ମୋଦି ପୁଣି ଦେଲେ ଝଟ୍‌କା: ଲୋକ ସଭା ବାଚସ୍ପତି ହେବେ ଓମ୍‌ ବିର୍ଲା

ନୂଆଦିଲ୍ଲୀ,୧୮।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପୁଣିଥରେ ଝଟ୍‌କା ଦେଇଛନ୍ତି। ଲୋକ ସଭା ବାଚସ୍ପତି ପଦ ପାଇଁ ବହୁ ଚର୍ଚ୍ଚା ଲାଗି ରହିଥିଲା। ତେବେ ରାଜସ୍ଥାନ କୋଟା ଲୋକ ସଭା ଆସନରୁ ନିର୍ବାଚିତ ହୋଇଥିବା  ଓମ୍‌ ବିର୍ଲାଙ୍କୁ ବାଚସ୍ପତି ପଦ ପାଇଁ ଚୟନ କରି ମୋଦି ସମସ୍ତଙ୍କୁ ଚକିତ କରିଛନ୍ତି। ମଙ୍ଗଳବାର ଓମ୍‌ ବାଚସ୍ପତି ନିର୍ବାଚନ ପାଇଁ ନାମାଙ୍କନ ପତ୍ର ଦାଖଲ କରିବେ ବୋଲି କୁହାଯାଉଛି। ଏହା ଆମ ପରିବାର ପାଇଁ ଅତ୍ୟନ୍ତ ଗର୍ବର ବିଷୟ ବୋଲି ଓମ୍‌ଙ୍କ ସ୍ତ୍ରୀ ଅମିତା ବିର୍ଲା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଗାପୂଜା ପୂର୍ବରୁ ସରକାରୀ କର୍ମଚାରୀଙ୍କୁ ଡବଲ ଉପହାର! ୨୦% ଅତିରିକ୍ତ DA ସହ ଆଗୁଆ ମିଳିବ ଦରମା

ନୂଆଦିଲ୍ଲୀ, ୩୧।୭: ପଶ୍ଚିମବଙ୍ଗ ସରକାରଙ୍କ କର୍ମଚାରୀମାନଙ୍କ ପାଇଁ ଏକ ବଡ଼ ଖୁସିଖବର। ରାଜ୍ୟ ସରକାର ଘୋଷଣା କରିଛନ୍ତି ଯେ ଦୁର୍ଗାପୂଜା ପୂର୍ବରୁ କର୍ମଚାରୀମାନଙ୍କୁ ଅକ୍ଟୋବର ମାସରୁ ୨୦…

ବଢୁଛି ବନ୍ୟାପାଣି: ଶହଶହ ହେକ୍ଟର ଚାଷଜମି ଜଳମଗ୍ନ, ଚିନ୍ତାରେ ଚାଷୀ

ନିରାକାରପୁର,୩୧ା୭(ମାନସ ଚନ୍ଦ୍ର ପଟ୍ଟନାୟକ): ଉପରମୁଣ୍ଡରେ ଲଗାଣ ବର୍ଷା ଜାରି ରହିଛି। ଏହାର ପ୍ରଭାବରେ ନିକଟସ୍ଥ ରାଜୁଆ, ମକରା, ଦୟା, ଲୁଣା, ମଲାଗୁଣୀ ନଦୀ ଓ ନାଳରେ ପ୍ରଚୁର…

ଭାଜପା ଶିବିରରୁ ଆସିଲା ବଡ଼ ଖବର: ଇସ୍ତଫା ଦେଲେ ଏହି ନେତା!

ନୂଆଦିଲ୍ଲୀ,୩୧।୭: ଭାରତୀୟ ଜନତା ପାର୍ଟିର ମୁଖପାତ୍ର ଶେହଜାଦ ପୁନାୱାଲା ଭାଜପାରୁ ଇସ୍ତଫା ଦେଇଛନ୍ତି। ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ, ଭାଜପାରେ ଦୀର୍ଘ ଦିନରୁ ମୁଖପାତ୍ର ଥିବା ଶେହଜାଦ…

ଆତଙ୍କିତ ଅବସ୍ଥାରେ ରାତି କାଟିଲେ କୁମିଆପାଲି ଗାଁ ଲୋକେ: ସାଂଘାତିକ ପରିସ୍ଥିିିତି ସୃଷ୍ଟି

ବଲାଙ୍ଗୀର,୩୧ା୭(ବୀରେନ୍ଦ୍ର କୁମାର ଝାଙ୍କର):ବଲାଙ୍ଗୀର ଲୋୟର ସୁକ୍‌ତେଲ ଜଳଭଣ୍ଡାର ଭିତରୁ ବିସ୍ଥାପିତ ହୋଇନଥିବା କୁମିଆପାଲି ଗାଁର ପ୍ରାୟ ୧୦୦ ପରିବାର ଏବେ ବି ଗାଁରେ ରହିଛନ୍ତି। ବୁଧବାର ରାତିରେ…

ମୋଦି-ଶାହାଙ୍କୁ ରାହୁଲଙ୍କ କଡ଼ା ବାର୍ତ୍ତା, Gen Zଙ୍କୁ ନେଇ କହିଦେଲେ ଏମିତି

ନୂଆଦିଲ୍ଲୀ,୩୧।୭: ଲୋକସଭାର ବିରୋଧୀ ଦଳନେତା ରାହୁଲ ଗାନ୍ଧୀ ପୁଣିଥରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କୁ କଡ଼ା ସମାଲୋଚନା କରିଛନ୍ତି । ଶୁକ୍ରବାର ସେ…

ବର୍ଷାରେ ଭାଙ୍ଗିଲା ଝାଟିମାଟି ଘର: ସାହାରା ଖୋଜୁଛନ୍ତି ସମସ୍ତ ସରକାରୀ ଯୋଜନାରୁ ବଞ୍ଚିତ ସନ୍ତୋଷ

ନୂଆପଡା,୩୧ା୭ (ମକାରୁ ବେମାଲ): କୋମନା ବ୍ଲକ ଅନ୍ତର୍ଗତ ଜଡାମୁଣ୍ଡା ଗଁାର ସନ୍ତୋଷ ପ୍ରଧାନୀ (୬୮) ବର୍ଷ ବର୍ଷ ଧରି ଏକ ଝାଟିମାଟି ବାଉଁଶ ଓ ପଲିଥିନରେ ତିଆରି…

ନିଶା କାରବାରୀଙ୍କୁ ଝଟକା: ୨୭ କେଜି ଗଞ୍ଜେଇ ସହ ଜଣଙ୍କୁ ବାନ୍ଧିଲା ପୋଲିସ

ଭଞ୍ଜନଗର, ୩୧୭(ବାବୁଲା ପ୍ରଧାନ):ନିଶା କାରବାର ବିରୋଧରେ ଗଞ୍ଜାମ ପୋଲିସର କଡ଼ା ଅଭିଯାନ ଜାରି ରହିଥିବାବେଳେ ଭଞ୍ଜନଗର ପୋଲିସକୁ ମିଳିଛି ବଡ଼ ସଫଳତା। ଏକ ବେଆଇନ ଗଞ୍ଜେଇ ଚାଲାଣ…

ମୋଦିଙ୍କ ତ୍ୱଚା ଦେଶର ଭବିଷ୍ୟତ ଅପେକ୍ଷା ଅଧିକ ଉଜ୍ଜ୍ୱଳ: ଏମିତି କାହିଁକି କହିଲେ ଅଭିଜିତ୍‌ ଦୀପକେ

ନୂଆଦିଲ୍ଲୀ,୩୧।୭: ଲୋକ ସଭା ପରେ, ରାଜ୍ୟ ସଭା ଏବେ ପେପର ଲିକ ବିରୋଧୀ ସଂଶୋଧନ ବିଲ,୨୦୨୬କୁ ମଧ୍ୟ ଅନୁମୋଦନ କରିଛି। ରାଷ୍ଟ୍ରପତିଙ୍କ ସମ୍ମତି ପାଇବା ପରେ ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri