Posted inଜାତୀୟ

ମୋଦି ପୁଣି ହେବେ ପ୍ରଧାନମନ୍ତ୍ରୀ: ଖୁସିରେ ମାଗଣାରେ ବୁଟ୍‌ ପଲିସ୍‌ କଲେ ଲଣ୍ଡ୍ରି ମାଲିକ

ଇନ୍ଦୋର,୩୦।୫: ନୂଆ ପ୍ରଧାନମନ୍ତ୍ରୀ ଭାବେ ନରେନ୍ଦ୍ର ମୋଦି ଦେଶର ଶାସନ ଡୋର ଧରୁଥିବାରୁ ମଧ୍ୟପ୍ରଦେଶ ଇନ୍ଦୋରର ରେଡିଶନ ଛକରେ ଜଣେ ଲଣ୍ଡ୍ରି ମାଲିକ ମାଗଣାରେ ବୁଟ୍‌ ପଲିସ୍‌ କରିଛନ୍ତି। ଖବର ପ୍ରଚାରିତ ହେବା ପରେ ଶହ ଶହ ସଂଖ୍ୟାରେ ଲୋକ ଏଠାରେ ପହଞ୍ଚିଥିଲେ। ଶ୍ୟାମା ଲଣ୍ଡ୍ରି ଶୁଜ୍‌ ପକ୍ଷରୁ ଏହା ଆୟୋଜନ କରାଯାଇଥିଲା। ଖୁସିରେ ଏପରି କରାଯାଇଥିବା ଲଣ୍ଡ୍ରି ମାଲିକ ମୁକେଶ ହରିୟାଲେ ସୂଚନା ଦେଇଛନ୍ତି। ଏହି କାର୍ଯ୍ୟକ୍ରମରେ ଭାଜପା କର୍ମୀ ସଞ୍ଜୟ କଟାରିଆ ମଧ୍ୟ ଯୋଗଦେଇଥିଲେ। ସେ ନିଜେ ଲୋକଙ୍କ ବୁଟ୍‌ ପଲିସ୍‌ କରୁଥିବା ଦେଖିବାକୁ ମିଳିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରକୃତ କୃଷକ କ୍ଷେତରେ କାମ କରୁଛନ୍ତି: କୈଳାଶ ଚୌଧୁରୀ

ନୂଆଦିଲ୍ଲୀ,୬ ।୧୨: ଗତ ପ୍ରାୟ ୧୧ ଦିନ ଧରି କେନ୍ଦ୍ର ସରକାରଙ୍କ କୃଷି ଆଇନକୁ ବିରୋଧ କରି ଚାଲିଥିବା କୃଷକ ଆନ୍ଦୋଳନକୁ ନେଇ ଏବେ କେନ୍ଦ୍ର...

ନ୍ୟାୟ ପାଇଁ ନୁହେଁ ରାଜନୀତି କରିବାକୁ ହାଥରସ ଯାଉଛନ୍ତି ରାହୁଲ: ଇରାନି

ନୂଆଦିଲ୍ଲୀ,୩ ।୧୦: ଉତ୍ତର ପ୍ରଦେଶ ହାଥରସ ବଳାତ୍କାର ମାମଲାକୁ ନେଇ ଏବେ ଆରମ୍ଭ ହୋଇଯାଇଛି ରାଜନୀତି । ଗୋଟିଏ ପଟେ ପୀଡ଼ିତାଙ୍କ ପରିବାର ଭିନ୍ନ ଭିନ୍ନ...

ପଶ୍ଚିମବଙ୍ଗ ପରେ ଝାଡ଼ଖଣ୍ଡରେ ବଢ଼ିଲା ଲକ୍‌ଡାଉନ

ରାଞ୍ଚି,୨୭।୬: ସାରା ଦେଶରେ କରୋନା ସଙ୍କଟ ସ୍ଥିତି ଅସମ୍ଭାଳ ହେବାରେ ଲାଗିଛି। ଦିନକୁ ଦିନ ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଉଥିବା ବେଳେ ନିୟନ୍ତ୍ରଣାଧିନ ହୋଇପାରୁ ନ...

ଫେବୃୟାରୀରେ ଶୀର୍ଷ ଛୁଇଁବ କରୋନା: ଦୈନିକ ଚିହ୍ନଟ ହେବେ ୮ ଲକ୍ଷରୁ ଊର୍ଦ୍ଧ୍ୱ

କାନପୁର,୮ ।୧: ଦେଶରେ କରୋନା ମହାମାରୀର ତୃତୀୟ ଲହର ଆରମ୍ଭ ହୋଇ ଯାଇଛି । ଆସନ୍ତା ଫେବୃୟାରୀରେ ଏହା ଶୀର୍ଷରେ ପହଞ୍ଚିବ ବୋଲି ବିଶେଷଜ୍ଞମାନେ ଅନୁମାନ...

୫ ରାଷ୍ଟ୍ରକୁ ଚିଦାମ୍ବରମଙ୍କ କମ୍ପାନୀର ବିବରଣୀ ମାଗିଲା ସିବିଆଇ

ନୂଆଦିଲ୍ଲୀ,୨୪।୮: ପୂର୍ବତନ ଅର୍ଥମନ୍ତ୍ରୀ ତଥା ବରିଷ୍ଠ କଂଗ୍ରେସ ନେତା ପି. ଚିଦାମ୍ବରମ୍‌ ଓ ତାଙ୍କ ପୁଅ କାର୍ତ୍ତି ଚିଦାମ୍ବରମ୍‌ ମାଲିକାନାରେ ଥିବା ବିଭିନ୍ନ ସେଲ୍‌ କମ୍ପାନୀ...

ରାମମନ୍ଦିର ସହିତ ମସଜିଦ ନିର୍ମାଣ ହେବ ଶେଷ, ୨୦୨୩ରେ ଧନୀପୁର ଅଯୋଧ୍ୟା ମସଜିଦ…

ଅଯୋଧ୍ୟା ,୧୪।୧୧ : ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶରେ ଅଯୋଧ୍ୟାରେ ମୁସଲମାନମାନଙ୍କୁ ଦିଆଯାଇଥିବା ଜମିରେ ମସଜିଦ ନିର୍ମାଣ କାର୍ଯ୍ୟ ଡିସେମ୍ବର ୨୦୨୩ ସୁଦ୍ଧା ଶେଷ ହେବ ବୋଲି ଆଶା...

ପୁଣି ବଢ଼ିଲା ଦୈନିକ ସଂକ୍ରମଣ, ସକ୍ରିୟ ମାମଲା ଲକ୍ଷେ ୪୫ ହଜାରରୁ ଅଧିକ…

ନୂଆଦିଲ୍ଲୀ, ୨୭।୭ : ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ସୃଷ୍ଟି ହୋଇଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ...

ବିଧାନପରିଷଦରେ କାନ୍ଦିଲେ ମନ୍ତ୍ରୀ

ଲକ୍ଷ୍ନୌ,୨୭।୫: ୟୁପି ବିଧାନସଭାର ବଜେଟ ଅଧିବେଶନ ଚାଲିଛି। ଏହି ବଜେଟ ଅଧିବେଶନରେ ଏକ ଚର୍ଚ୍ଚିତ ଘଟଣା ଘଟିଛି। ବିଧାନ ପରିଷଦରେ ଯୋଗୀ ସରକାରରେ ମତ୍ସ୍ୟ ବିଭାଗର...

Advertisement
Archives

Model This Week