Posted inଜାତୀୟ

ମୋଦି ବିଦେଶରେ ସମ୍ମାନ ପାଇବା ଯୋଗ୍ୟ: ଥରୁର

ପୁଣେ,୨୩ା୯(ପି.ଟି.): ମୋଦି ନେତୃତ୍ୱାଧୀନ ସରକାରଙ୍କ ଘୋର ବିରୋଧୀ ଭାବେ ଜଣାଶୁଣା ବରିଷ୍ଠ କଂଗ୍ରେସ ନେତା ଶଶୀ ଥରୁର ରବିବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ପ୍ରଶଂସା କରିଛନ୍ତି। ପ୍ରଧାନମନ୍ତ୍ରୀ ବିଦେଶରେ ଭାରତର ପ୍ରତିନିଧିତ୍ୱ କରୁଥିବାବେଳେ ସେ ସମ୍ମାନ ପାଇବା ଯୋଗ୍ୟ। କିନ୍ତୁ ସେ ଦେଶରେ ଥିବାବେଳେ ତାଙ୍କୁ ପ୍ରଶ୍ନ କରିବା ଅଧିକାର ଲୋକଙ୍କର ରହିଛି ବୋଲି ମହାରାଷ୍ଟ୍ରର ପୁଣେରେ ରବିବାର ଆୟୋଜିତ ଏକ କାର୍ଯ୍ୟକ୍ରମରେ ଥିରୁଭାନନ୍ଥପୁରମ୍‌ ଏମ୍‌ପି ଥରୁର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୩୪ ବର୍ଷ ପରେ ବଦଳିଲା ଭାରତର ଶିକ୍ଷାନୀତି: ସ୍କୁଲ, କଲେଜ ବ୍ୟବସ୍ଥାରେ ହେଲା ବଡ଼ ପରିବର୍ତ୍ତନ

ନୂଆଦିଲ୍ଲୀ,୨୯।୭: ଭାରତରେ ପ୍ରଥମ ଥର ପାଇଁ ୩୪ ବର୍ଷ ପରେ  ଶିକ୍ଷାନୀତିରେ ପରିବର୍ତ୍ତନ ଅଣାଯାଇଛି। ମୋଦି ସରକାର ଏହି ନୂଆ ଶିକ୍ଷାନୀତିକୁ ମଞ୍ଜୁରୀ ପ୍ରଦାନ କରିଛନ୍ତି।...

ଘୁଞ୍ଚିଲା ପ୍ରିୟଙ୍କାଙ୍କ ଭାଇ ବାହାଘର

ମୁମ୍ବାଇ,୩୦।୪: ବଲିଉଡ୍‌ ଦେଶୀ ଗର୍ଲ ପ୍ରିୟଙ୍କା ଚୋପ୍ରା ଜୋନସଙ୍କ ଭାଇ ସିଦ୍ଧାର୍ଥ ଚୋପ୍ରାଙ୍କ ବିବାହ ତାରିଖ ଘୁଞ୍ଚି ଯାଇଛି। ଚଳିତ ସପ୍ତାହରେ ଏହା ହେବାକୁ ଥିବା...

ଅଯୋଧ୍ୟା ପୂଜକ, ୧୫ ପୋଲିସଙ୍କୁ କରୋନା

ଅଯୋଧ୍ୟା,୩୧ା୭:ବହୁ ପ୍ରତୀକ୍ଷିତ ରାମମନ୍ଦିର ଭୂମିପୂଜା ଲାଗି ଯୁଦ୍ଧକାଳୀନ ଭିତ୍ତିରେ ପ୍ରସ୍ତୁତି ପର୍ବ ଚାଲିଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୫ରେ ସେଠାକୁ ଯିବାର କାର୍ଯ୍ୟକ୍ରମ ରହିଛି। ଏଭଳି...

ମହାତ୍ମା ଗାନ୍ଧୀଙ୍କ ଅସ୍ଥି ଚୋରି: ମାମଲା ରୁଜୁ

ଭୋପାଳ,୪।୧୦: ଗତ ଅକ୍ଟୋବର ୨ରେ ସାରା ଦେଶରେ ଜାତୀୟ ପିତା ମହାତ୍ମା ଗାନ୍ଧୀଙ୍କ ୧୫୦ ଜୟନ୍ତୀ ଧୂମଧାମରେ ପାଳନ କରାଯାଇଥିବା ବେଳେ ମଧ୍ୟପ୍ରଦେଶର ରିଓ୍ବା ଜିଲାରୁ...

ଅନନ୍ତନାଗରେ ଆତଙ୍କବାଦୀଙ୍କ ଗ୍ରେନେଡ୍‌ ଆକ୍ରମଣ

ଶ୍ରୀନଗର,୫।୧୦: ଜମ୍ମୁ-କଶ୍ମୀର ଅନନ୍ତନାଗରେ ଆତଙ୍କବାଦୀମାନେ ଗ୍ରେନେଡ୍‌ ଆକ୍ରମଣ କରିଛନ୍ତି। ସ୍ଥାନୀୟ ଡିସି ଅଫିସ୍‌ ସମ୍ମୁଖରେ ମୁତୟନ ଥିବା ସୁରକ୍ଷାକର୍ମୀଙ୍କୁ ଲକ୍ଷ୍ୟ କରି ଆକ୍ରମଣ ହୋଇଥିବା କୁହାଯାଉଛି।...

ପାଗ ଭିଡ଼ୁଛନ୍ତି ୟେଦୁରପ୍ପା

ବେଙ୍ଗାଲୁରୁ,୨୪ା୭: କର୍ନାଟକ ବିଧାନସଭାରେ ୧୪ ମାସର କଂଗ୍ରେସ-ଜେଡିଏସ୍‌ ମେଣ୍ଟ ସରକାର ଆସ୍ଥାଭୋଟରେ ପରାଜୟବରଣ କରିବା ପରେ ଭାଜପା ରାଜ୍ୟରେ ସରକାର ଗଠନ କରିବା ଲାଗି ଆଗେଇ...

ଆସାମକୁ ୫୦ହଜାର ପିପିଇ କିଟ୍‌ ପଠାଇଲା ଚାଇନା

ଗୁଆହାଟୀ,୧୬।୪(ପି.ଟି.): କରୋନା ଭାଇରସ୍‌ର ଉତ୍ପତ୍ତିସ୍ଥଳ ଚାଇନାରୁ ଆସାମକୁ ଆସିଛି ୫୦ହଜାର ବ୍ୟକ୍ତିଗତ ସୁରକ୍ଷା ଉପକରଣ(ପିପିଇ) କିଟ୍‌। କୋଭିଡ-୧୯ ବିରୋଧରେ ଲଢ଼େଇ ଜାରି ରଖିଥିବା ଆଗଧାଡ଼ିର ସ୍ବାସ୍ଥ୍ୟକର୍ମୀଙ୍କ...

ଏସବୁ ଖାଦ୍ୟ ଆର୍ଥରାଇଟିସ୍‌ରୁ ରଖେ ଦୂରେଇ…

ପରିବର୍ତ୍ତିିତ ଜୀବନ ଶୈଳୀ ଏବଂ ଖାଦ୍ୟପେୟରେ ଅନିୟମିତତା ଯୋଗୁ କେତେକଙ୍କଠାରେ ଆଣ୍ଠୁଗଣ୍ଠି ବିନ୍ଧା ସମସ୍ୟା ଦେଖାଦେଇଥାଏ। ଏହାକୁ ଡାକ୍ତରମାନେ ଆର୍ଥରାଇଟିସ୍‌ କୁହାଯାଇଥାଏ। ଏହି ସମସ୍ୟାରେ ଗଣ୍ଠି...

Advertisement


Archives

Model This Week

Why Dharitri