Posted inଜାତୀୟ

ମୋଦି ବ୍ୟବହାର କରୁଛନ୍ତି ଆଇଫୋନ୍‌-୬ ସ୍ମାର୍ଟଫୋନ୍‌; ଶାହଙ୍କ ପାଖରେ ଆଇଫୋନ୍‌ ଏକ୍ସ୍‌ଏସ୍‌

ନୂଆଦିଲ୍ଲୀ, ୧୭।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୁରକ୍ଷା ଦୃଷ୍ଟିରୁ ଆଇଫୋନ୍‌-୬ ସିରିଜ୍‌ ସ୍ମାର୍ଟଫୋନ୍‌ ବ୍ୟବହାର କରୁଛନ୍ତି। ଆପଲ୍‌ ପକ୍ଷରୁ ଏହି ସିରିଜ୍‌ରେ ଆଇଫୋନ୍‌-୬, ଆଇଫୋନ୍‌-୬ ପ୍ଲସ୍‌, ଆଇଫୋନ୍‌-୬ ଏସ୍‌, ଆଇଫୋନ୍‌-୬ ଏସ୍‌ ପ୍ଲସ୍‌ ଆଦି ସ୍ମାର୍ଟଫୋନ୍‌ ରହିଛି। ଗତବର୍ଷ ଚାଇନା ଏବଂ ଦୁବାଇ ଗସ୍ତ ସମୟରେ ତାଙ୍କ ହାତରେ ଏହି ଫୋନ୍‌ ରହିଥିବା ଦେଖିବାକୁ ମିଳିଥିଲା। ପ୍ରାୟ ୨ ବର୍ଷ ତଳେ ମୋଦି ସେ ବ୍ୟବହାର କରୁଥିବା ମୋବାଇଲ୍‌ ନେଟ୍‌ଓ୍ବାର୍କର ସ୍କ୍ରିନ୍‌ ଶଟ୍‌ ଶେୟାର କରିଥିଲେ। ଏଥିରେ ଭୋଡ଼ାଫୋନ୍‌ ଲୋଗୋ ଥିଲା। ଏଥିରୁ ଜଣାପଡ଼ିଥିଲା ଯେ, ସେ ଭୋଡ଼ାଫୋନ୍‌ ସିମ୍‌ ବ୍ୟବହାର କରୁଛନ୍ତି। ସେହିପରି ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ ଆପଲ୍‌ କମ୍ପାନୀର ଆଇଫୋନ୍‌ ଏକ୍ସ୍‌ଏସ୍‌ ବ୍ୟବହାର କରୁଛନ୍ତି। ଗତ ବର୍ଷ ସେପ୍ଟେମ୍ବରରେ କମ୍ପାନୀ ପକ୍ଷରୁ ଏହି ଫୋନର ବିକ୍ରି ଆରମ୍ଭ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

କୋର୍ଟରେ ମାମଲା ଲଢୁଥିବାବେଳେ ଅସୁସ୍ଥ ହୋଇପଡ଼ିଲେ ଓକିଲ, ସାଥୀ ଓକିଲଙ୍କୁ ମାମଲା ଆଗକୁ ନେବାକୁ କହି…

ଦାରିଙ୍ଗବାଡ଼ି,୧୨ା୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅଞ୍ଚଳରେ ଘଟିଛି ଏକ ଅଭାବନୀୟ ଘଟଣା। ଜଣେ କର୍ତ୍ତବ୍ୟରତ ବରିଷ୍ଠ ଓକିଲ କୋର୍ଟରେ ମାମଲା ଲଢ଼ୁଥିବାବେଳେ ହଠାତ୍‌ ଅସୁସ୍ଥ…

ଅଭିଜିତ୍ ଦୀପକେଙ୍କ ବଡ଼ ଘୋଷଣା, ଏହି ଦିନ ଆରମ୍ଭ ହେବ ‘ଯନ୍ତର ମନ୍ତର ସିଜନ୍-୨’

ନୂଆଦିଲ୍ଲୀ,୧୨ା୮: କକ୍ରୋଚ୍ ଜନତା ପାର୍ଟି (CJP)ର ପ୍ରତିଷ୍ଠାତା ଅଭିଜିତ୍ ଦୀପକେ ଏକ ବଡ଼ ଘୋଷଣା କରିଛନ୍ତି। ସେ କହିଛନ୍ତି ଯେ ଇନଷ୍ଟାଗ୍ରାମରେ ଅନେକ ଲୋକ କମେଣ୍ଟ କରି…

ପାଟ୍ରୋଲିଂ ସମୟରେ ବିପୁଳ ପରିମାଣର ପାନ ମସଲା ଜବତ, ଟ୍ରକ୍‌ ଯାଞ୍ଚ କରିବାରୁ…

ପାରଳଖେମୁଣ୍ଡି/ମୋହନା,୧୨ା୮(ଗିରିଧାରୀ ପରିଚ୍ଛା/ମନ୍ମଥ ମିଶ୍ର): ଗଜପତି ଜିଲା ଆଡ଼ବା ଥାନା ପୋଲିସ ଏମ୍ଭି ଯାଞ୍ଚ ଓ ପାଟ୍ରୋଲିଂ ବେଳେ ବିପୁଳ ପରିମାଣର ସନ୍ଦିଗ୍ଧ ପାନ ମସଲା ଓ ତମାଖୁଜାତ…

ବାଘ ସଫାରୀରେ ହରିଣ ଶିକାର କଲା ମହାବଳ ବାଘ, ଲାଇଭ ଭିଡିଓ କଲେ ପର୍ଯ୍ୟଟକ

ବାରଙ୍ଗ,୧୨ା୮(ଲିଙ୍ଗରାଜ ରାଉତ): ଓଡ଼ିଶାର ଗର୍ବ କୁହାଯାଉଥିବା ନନ୍ଦନକାନନ ପ୍ରାଣୀ ଉଦ୍ୟାନ ଏବେ ପଶୁ ଯନ୍ତ୍ରଣା କେନ୍ଦ୍ର ପାଲଟିଛି। ବାଘ ସଫାରୀ ଭିତରୁ ଆସିଥିବା ଏହି ହୃଦୟ ବିଦାରକ…

୨ ମିନିଟ୍‌ର ସୂର୍ଯ୍ୟପରାଗ ଦେଖିବାକୁ ଲକ୍ଷେଟଙ୍କା ଟିକେଟ, ଉଡ଼ିବ ସ୍ୱତନ୍ତ୍ର ବିମାନ

ନୂଆଦିଲ୍ଲୀ,୧୨ା୮: ମାତ୍ର ୨ ମିନିଟ୍ ୧୮ ସେକେଣ୍ଡର ଅନ୍ଧାର ଦେଖିବା ପାଇଁ ଲୋକମାନେ ୧ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଖର୍ଚ୍ଚ କରୁଛନ୍ତି । ଆଜି ଅର୍ଥାତ୍ ଅଗଷ୍ଟ…

ସୂର୍ଯ୍ୟଙ୍କ ନକ୍ଷତ୍ରରେ ରାଜକୁମାର ବୁଧଙ୍କ ଏଣ୍ଟ୍ରି, ୫ ରାଶିଙ୍କ ଚମକିବ ଭାଗ୍ୟ; ଆଖି ପିଛୁଳାକେ ମିଳିବ ଧନ…

ବୁଧ ଗ୍ରହଙ୍କର କେବଳ ରାଶି ପରିବର୍ତ୍ତନ ନୁହେଁ, ବରଂ ନକ୍ଷତ୍ର ପରିବର୍ତ୍ତନ ମଧ୍ୟ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ, କାରଣ ସେ ବୈଦିକ ଜ୍ୟୋତିଷ ଶାସ୍ତ୍ରର ସବୁଠାରୁ ଶୁଭ ଗ୍ରହମାନଙ୍କ…

ମଧ୍ୟାହ୍ନଭୋଜନ ଖାଇବା ପରେ ଅସୁସ୍ଥ ହୋଇପଡ଼ିଲେ ୪ ଛାତ୍ରୀ, ଛାତିରେ ଯନ୍ତ୍ରଣା ସହ…

ଦେବଗଡ଼,୧୨ା୮(ଶଶାଙ୍କ ଶେଖର ଝାଙ୍କର): ରାଜ୍ୟରେ ବିଦ୍ୟାଳୟଗୁଡ଼ିକରେ ମଧ୍ୟାହ୍ନଭୋଜନ ବ୍ୟବସ୍ଥାକୁ ନେଇ ବାରମ୍ବାର ପ୍ରଶ୍ନବାଚୀ ସୃଷ୍ଟି ହେଉଥିବାବେଳେ, ପୁଣି ଏକ ଅଘଟଣ ସାମ୍ନାକୁ ଆସିଛି। ଦେବଗଡ଼ ଜିଲା ନଈକୂଳ…

ଛାତ୍ରୀଙ୍କୁ ପ୍ରଧାନଶିକ୍ଷକଙ୍କ ଅସଦାଚରଣ ଅଭିଯୋଗ, ଅଭିଭାବକଙ୍କୁ ଫୋନ୍‌ କରି କହିଲେ ସାର୍‌ ମୋତେ…

ମହାକାଳପଡ଼ା,୧୨ା୮(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ଥାନା ଅଞ୍ଚଳରେ ଏକ ପ୍ରମୁଖ ଶିକ୍ଷାନୁଷ୍ଠାନ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପ୍ରଧାନଶିକ୍ଷକଙ୍କ ବିରୋଧରେ ଏକ ସଙ୍ଗୀନ ଅଭିଯୋଗ କରିଛନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri