Posted inଜାତୀୟ

ମୋଦି ରାଜ୍‌-୨ରେ ଶସ୍ତା ଇଏମ୍‌ଆଇ ଉପହାର: ରେପୋ ରେଟ୍‌ ହ୍ରାସ ସମ୍ପର୍କରେ ଆର୍‌ବିଆଇ କଲା ଘୋଷଣା

ନୂଆଦିଲ୍ଲୀ,୬।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଶାସନ-୨ରେ ସାଧାରଣ ଲୋକଙ୍କୁ ଶସ୍ତା ଇଏମ୍‌ଆଇ ଉପହାର ପ୍ରଦାନ କରାଯାଇଛି। ଏନେଇ ଭାରତୀୟ ରିଜର୍ଭ ବ୍ୟାଙ୍କ(ଆର୍‌ବିଆ) ପକ୍ଷରୁ ଗୁରୁବାର ଘୋଷଣା କରାଯାଇଛି। ଆର୍‌ବିଆଇର ଏକ ସମୀକ୍ଷା ବୈଠକରେ ବେସ୍‌ ପଏଣ୍ଟ୍‌ ୦.୨୫ ପ୍ରତିଶତ ହ୍ରାସ କରାଯାଇଛି। ଏହାଦ୍ୱାରା ରେପୋ ରେଟ୍‌ କମି ୫.୭୫% ହୋଇଛି। ଲଗାତାର ତୃତୀୟ ଥର ପାଇଁ ରେପୋ ରେଟ୍‌ ହ୍ରାସ ପାଇଥିବା କୁହାଯାଉଛି। ଗତ ଦୁଇ ସମୀକ୍ଷା ବୈଠକରେ ବେସ୍‌ ପଏଣ୍ଟ୍‌ ୦.୨୫ ପ୍ରତିଶତ ଭାବେ ହ୍ରାସ ପାଇଥିଲା। ଏହା ଦ୍ୱାରା ବ୍ୟାଙ୍କରୁ ଋଣ ନେଉଥିବା ଲୋକେ ବେଶ୍‌ ଉପକୃତ ହେବେ ବୋଲି ଅର୍ଥଶାସ୍ତ୍ରୀ ମତପୋଷଣ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୧୮ ପ୍ରସ୍ତାବ ଉପରେ ବାଜିଲା କ୍ୟାବିନେଟ୍‌ ମୋହର: ଏହିସବୁ ଉପରେ ବଡ଼ ଘୋଷଣା

ଭୁବନେଶ୍ୱର, ୭।୯: ୧୮ ପ୍ରସ୍ତାବ ଉପରେ ବାଜିଲା କ୍ୟାବିନେଟ୍‌ ମୋହର। ୧୨ ଟି ବିଭାଗର ୧୮ଟି ପ୍ରସ୍ତାବକୁ ସୋମବାର ଅନୁମୋଦନ ମିଳିଛି। ଏଥିରେ ଓଡ଼ିଶା ଜନ ବିଶ୍ୱାସ…

IAS ସ୍ତରରେ ବଡ଼ ଅଦଳବଦଳ: ଜାଣନ୍ତୁ କାହାକୁ ମିଳିଲା କେଉଁ ଦାୟିତ୍ୱ

ଭୁବନେଶ୍ୱର, ୭।୯: IAS ସ୍ତରରେ ଅଦଳବଦଳ କଲେ ରାଜ୍ୟ ସରକାର। ସାଧାରଣ ପ୍ରଶାସନ ବିଭାଗର ପ୍ରମୁଖ ଶାସନ ସଚିବ ହେଲେ ସୁରେଶ ବଶିଷ୍ଠ। ସଂସଦୀୟ ବ୍ୟାପାର ବିଭାଗର…

ପଶ୍ଚିମବଙ୍ଗରେ ହେବ ଖେଳ! ଯେଉଁଠାରୁ ହାରିଥିଲେ, ସେଠାରୁ ପୁଣି ନିର୍ବାଚନ ଲଢିବେ ଦିଦି? ଆସିଲା ବଡ଼ ଖବର

କୋଲକାତା,୭।୯: ପଶ୍ଚିମବଙ୍ଗର ଦୁଇଟି ବିଧାନସଭା ଆସନ ନନ୍ଦୀଗ୍ରାମ ଓ ରେଜିନଗର ପାଇଁ ଉପନିର୍ବାଚନ ଘୋଷଣା କରିଛନ୍ତି ଭାରତୀୟ ନିର୍ବାଚନ କମିଶନ (ECI)। ସୋମବାର ଘୋଷିତ କାର୍ଯ୍ୟସୂଚୀ ଅନୁଯାୟୀ,…

ଗୋଟିଏ ପରେ ଗୋଟିଏ ଗାଡ଼ିକୁ ପିଟିଲା ଭାଜପା ନେତାଙ୍କ ଗାଡି: ଘୋଷାଡ଼ି ଆଣି ପିଟିଲେ ଲୋକେ

କଟକ,୭।୯(ପ୍ରଭୁକଲ୍ୟାଣ ପାଲ): କଟକରେ ଭାଜପା ନେତା ଲଲାଟେନ୍ଦୁ ବଡୁଙ୍କ ଗାଡି ଧକ୍କାରେ ଚାରି ଜଣ ବ୍ୟକ୍ତି ଆହତ ହୋଇଛନ୍ତି। ସେଥିରେ ଦୁଇ ଶିଶୁ ରହିଛନ୍ତି । ପ୍ରଥମେ…

୧୮୬ ଯାତ୍ରୀଙ୍କୁ ନେଇ ଯାଉଥିଲା ବିମାନ, ମଝି ଆକାଶରେ ଘଟିଲା…

ନୂଆଦିଲ୍ଲୀ,୭।୯: ସୋମବାର କୁଆଲାଲମ୍ପୁରରୁ ଜେଦ୍ଦା ଯାଉଥିବା ମାଲେସିଆ ଏୟାରଲାଇନ୍ସର ଏକ ବିମାନର ଇଞ୍ଜିନରେ ବୈଷୟିକ ତ୍ରୁଟି ଦେଖାଦେବାରୁ ଏହାକୁ ଚେନ୍ନାଇ ଅଭିମୁଖେ ଡାଇଭର୍ଟ କରାଯାଇଥିଲା। ବିମାନରେ ୧୮୬…

ଭାରତରେ ସୁନା ଆମଦାନୀରେ ବମ୍ପର ହ୍ରାସ, PM ମୋଦିଙ୍କ ଅପିଲ ନା ଆଉ କିଛି କାରଣ? ଜାଣନ୍ତୁ…

ନୂଆଦିଲ୍ଲୀ,୭।୯: ଭାରତରେ ସୁନାର ଚାହିଦା ଏବଂ ଆମଦାନୀକୁ ନେଇ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳୁଛି। ପ୍ରକାଶିତ ତଥ୍ୟ ଅନୁସାରେ, ଅଗଷ୍ଟ ମାସରେ ଭାରତର ସୁନା ଆମଦାନୀ ବାର୍ଷିକ…

ଉପନିର୍ବାଚନ ଘୋଷଣା: ଏହି ସିଟ୍‌ରୁ ନିର୍ବାଚନ ଲଢିବେ ମମତା ବାନାର୍ଜୀ! ରାଜନୀତିରେ ଚହଳ

କୋଲକାତା,୭।୯: ୪ଟି ରାଜ୍ୟର ୬ଟି ଆସନରେ ଉପନିର୍ବାଚନନ ପାଇଁ ନିର୍ବାଚନ କମିଶନ ଘୋଷଣା କରିଛନ୍ତି। ଏହି ଆସନଗୁଡ଼ିକରେ ଅକ୍ଟୋବର ୬ ତାରିଖରେ ଭୋଟଗ୍ରହଣ ହେବ ଏବଂ ଅକ୍ଟୋବର…

elections

ନିର୍ବାଚନ କମିଶନଙ୍କ ବଡ଼ ଘୋଷଣା: ୬ ଆସନରେ ହେବ ଉପନିର୍ବାଚନ; ଜାଣନ୍ତୁ କେବେ, କେଉଁଠି…

ନୂଆଦିଲ୍ଲୀ,୭।୯: ଦେଶର ୬ଟି ଆସନରେ ଉପନିର୍ବାଚନନ ପାଇଁ ତାରିଖ ଘୋଷଣା କରିଛନ୍ତି ନିର୍ବାଚନ କମିଶନ। ୪ଟି ରାଜ୍ୟ ଏବଂ ଗୋଟିଏ କେନ୍ଦ୍ରଶାସିତ ଅଞ୍ଚଳର ୫ଟି ବିଧାନସଭା ଆସନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri