Posted inଜାତୀୟ

ମୋଦି-ଶାହଙ୍କ ନୀତି ଯୋଗୁ ବଢୁଛି ବେକାରଙ୍କ ସଂଖ୍ୟା: ରାହୁଲ

ନୂଆଦିଲ୍ଲୀ,୮।୧: ବୁଧବାର ଟ୍ରେଡ୍‌ ୟୁନିୟନ୍‌ ପକ୍ଷରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାରଙ୍କ ଜନବିରୋଧ ଏବଂ ଆର୍ଥିକ ନୀତି ବିରୋଧରେ ୧୩ ଦଫା ଦାବି ନେଇ ଭାରତ ବନ୍ଦ ଡାକରା ଦିଆଯାଇଛି। ଏହାକୁ କଂଗ୍ରେସ ପକ୍ଷରୁ ରାହୁଲ ଗାନ୍ଧୀ ସମର୍ଥନ କରିଛନ୍ତି। ବନ୍ଦରେ ସାମିଲ୍‌ ଥିବା ୨୫ କୋଟି କର୍ମଚାରୀଙ୍କୁ ରାହୁୁଲ ଟୁଇଟ୍‌ କରି ଧନ୍ୟବାଦ ଜଣାଇଛନ୍ତି। ପ୍ରଧାନମନ୍ତ୍ରୀ ମୋଦି ଏବଂ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହଙ୍କ ଦ୍ୱାରା ଲାଗୁ ହୋଇଥିବା ଜନ ବିରୋଧି, ଶ୍ରମିକ ବିରୋଧି ନୀତି ଯୋଗୁ ଦେଶରେ ବେକାରଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। କେନ୍ଦ୍ର ସରକାରଙ୍କ ନୀତି ଯୋଗୁ ପିଏସ୍‌ୟୁ ଗୁଡ଼ିକ ଦୁର୍ବଳ ହେବାରେ ଲାଗିଥିବା ରାହୁଲ ଅଭିଯୋଗ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଉଦୟନିଧି ଷ୍ଟାଲିନଙ୍କ ମାମଲାରେ କୋର୍ଟଙ୍କ କଡ଼ା ନିର୍ଦ୍ଦେଶ! ପଚରାଉଚରା ପରେ…

ନୂଆଦିଲ୍ଲୀ,୪।୮: ତାମିଲନାଡୁର ବିରୋଧୀ ଦଳ ନେତା ଡିଏମକେ (DMK) ନେତା ଉଦୟନିଧି ଷ୍ଟାଲିନ୍‌ଙ୍କୁ ତାମିଲନାଡୁ ମୁଖ୍ୟମନ୍ତ୍ରୀ ବିଜୟଙ୍କ ନିକଟତର ବନ୍ଧୁ ଏବଂ ଅଭିନେତ୍ରୀ ତ୍ରିଷାଙ୍କ ଉପରେ କଥିତ…

ଚୋରିର ୧୫ ଦିନ ପରେ ଲକ୍ଷ ଲକ୍ଷ ଟଙ୍କାର ଅଳଙ୍କାର ଫେରାଇଦେଲେ ଚୋର; ଚିଠିରେ ଲେଖିଲେ..

ହାଇଦ୍ରାବାଦ୍‌,୪।୮: ଆନ୍ଧ୍ରପ୍ରଦେଶର କାକିନାଡା ଜିଲାରୁ ଏକ ଅତ୍ୟନ୍ତ ଅସାଧାରଣ ଘଟଣା ସାମ୍ନାକୁ ଆସିଛି। ଏଠାରେ ଚୋରି କରିଥିବା ଚୋରମାନେ ଅପରାଧର ପ୍ରାୟ ୧୫ ଦିନ ପରେ ଅଧିକାଂଶ…

ମଝି ଆକାଶରେ ହଠାତ୍‌ ତଳକୁ ଖସିଲା ବିମାନ, ଛାତରେ ବାଜିଲା ଯାତ୍ରୀଙ୍କ ମୁଣ୍ଡ, ଅନେକ ଯାତ୍ରୀ…

ନୂଆଦିଲ୍ଲୀ,୪।୮: ଦିଲ୍ଲୀ ବିମାନବନ୍ଦରରେ ଏକ ବଡ଼ ଦୁର୍ଘଟଣା ଅଳ୍ପକେ ଟଳିଯାଇଛି। ଫୁକେଟରୁ ଦିଲ୍ଲୀ ଆସୁଥିବା ଏୟାର ଇଣ୍ଡିଆର ଏକ ବିମାନ ହଠାତ୍‌ ପ୍ରବଳ ଟର୍ବୁଲେନ୍ସର ସମ୍ମୁଖୀନ ହୋଇଥିଲା।…

ହଠାତ୍‌ ୧୬ କିଲୋ ଓଜନ ହ୍ରାସ: ସ୍ବାସ୍ଥ୍ୟ ସମସ୍ୟାକୁ ନେଇ ଚାଞ୍ଚଲ୍ୟକର ଖୁଲାସା କଲେ ସଲମାନ

କିଛି ଦିନ ହେବ ସୋସିଆଲ ମିଡିଆରେ ବଲିଉଡର ‘ଦବଙ୍ଗ’ ଷ୍ଟାର ସଲମାନ ଖାନଙ୍କ ଫିଟନେସ ଏବଂ ଲୁକକୁ ନେଇ ଚର୍ଚ୍ଚା ହେଉଛି। ହଠାତ୍‌ ତାଙ୍କ ଓଜନ ହ୍ରାସ…

ଉପନିର୍ବାଚନରେ ପରାଜୟ ପରେ BJPର କଡ଼ା ପଦକ୍ଷେପ, ଏହି ନେତାଙ୍କୁ ମିଳିବ ଶାସ୍ତି!

ନୂଆଦିଲ୍ଲୀ,୪।୮: ମଧ୍ୟପ୍ରଦେଶର ଦତିଆ ବିଧାନସଭା ଆସନରେ ହୋଇଥିବା ଉପନିର୍ବାଚନରେ ପରାଜୟ ଭାରତୀୟ ଜନତା ପାର୍ଟି (BJP) ପାଇଁ ଚିନ୍ତାର କାରଣ ପାଲଟିଛି। ଏହି ବଡ଼ ପରାଜୟ ପରେ…

ଯକ୍ଷ୍ମା ମୁକ୍ତ ଭାରତ ଗଠନରେ ଛାତ୍ରଛାତ୍ରୀଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ

ଭଞ୍ଜନଗର,୪।୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ମଙ୍ଗଳବାର ‘ଟିବି ମୁକ୍ତ ଭାରତ ଅଭିଯାନ’ ଅନ୍ତର୍ଗତ ଯକ୍ଷ୍ମା ରୋଗ ଉପରେ ଏକ…

ବିଧାୟକ ହେବା ପରେ ପ୍ରତି ମାସରେ କେତେ ଦରମା ପାଇବେ ପ୍ରଶାନ୍ତ କିଶୋର, ଜାଣନ୍ତୁ କେଉଁ ସବୁ ସରକାରୀ ସୁବିଧା ମିଳିବ…

ପାଟନା,୪।୮: ବଡ଼ ବଡ଼ ରାଜନୈତିକ ଦଳକୁ ନିର୍ବାଚନ ଜିତିବାର ରଣନୀତି ଦେଉଥିବା ରାଜନୈତିକ ବିଶ୍ଳେଷକରୁ ସିଧାସଳଖ ରାଜନୀତିକୁ ପ୍ରବେଶ କରିଥିବା ଜନ ସୁରାଜ ପାର୍ଟିର ମୁଖ୍ୟ ପ୍ରଶାନ୍ତ…

ସ୍ବାମୀ ଉଦୟନିଧିଙ୍କୁ ନେବାକୁ ଆସିଥିବା ପୋଲିସ ସହ ଯୁକ୍ତିତର୍କ କଲେ ସ୍ତ୍ରୀ, କହିଲେ- ସେ ବାଥରୁମ୍‌ରେ…

ନୂଆଦିଲ୍ଲୀ,୪।୮: ଡିଏମକେ ନେତା ଉଦୟନିଧି ଷ୍ଟାଲିନଙ୍କୁ ମଙ୍ଗଳବାର ପୋଲିସ ଗିରଫ କରିଛି। ପୋଲିସ ତାଙ୍କୁ ତାଙ୍କ ବାସଭବନରୁ ନେଇଥିଲା। ଉଦୟନିଧିଙ୍କୁ ନେବାକୁ ଆସିଥିବା ପୋଲିସ ସହ ତାଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri