Posted inଜାତୀୟ

ମୋଦି-ଶାହଙ୍କ ପାଖରେ ରହିଛି ସିବିଆଇ, ଇଡ଼ି ଏବଂ ଆୟକର ତ୍ରିଶୂଳ: ଜୟରାମ ରମେଶ

ନୂଆଦିଲ୍ଲୀ,୭।୧୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ସ୍ବରାଷ୍ଟ୍ର ମନ୍ତ୍ରୀଙ୍କୁ କଡ଼ା ସମାଲୋଚନା କରିଛନ୍ତି କଂଗ୍ରେସ ନେତା ଜୟରାମ ରମେଶ। ମୋଦି-ଶାହଙ୍କ ପାଖରେ ସିବିଆଇ, ଇଡ଼ି ଏବଂ ଆୟକର ତ୍ରିଶୂଳ ରହିଛି। ଏହାର ବଳରେ ବଳୀୟାନ ହୋଇ ସେମାନେ ରାଜନେତାଙ୍କ ଚରିତ୍ର ହରଣ କରିବାକୁ ପଛାଉ ନାହାଁନ୍ତି। ବିରୋଧୀ ଦଳ ସଦସ୍ୟଙ୍କ ଉପରେ ଏହି ତ୍ରିଶୂଳର ପ୍ରୟୋଗ କରାଯାଉଛି। ସେହିପରି ଏନ୍‌ଆର୍‌ସି ଦ୍ୱାରା କେବଳ ସାଧାରଣ ଲୋକଙ୍କୁ ହଇରାଣ କରାଯାଉଛି ବୋଲି ସେ ଅଭିଯୋଗ କରିଛନ୍ତି। ଏହା ଦ୍ୱାରା ଦେଶର ରାଜନୈତିକ ପରିବେଶ କଳୁଷିତ ହେଉଥିବା ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନବଜାତ ଶିଶୁଙ୍କୁ ସୁନାମୁଦି ଦେବେନି ବିଜୟ? ଆସିଲା ବଡ଼ ଖବର

ନୂଆଦିଲ୍ଲୀ,୯।୯: ତାମିଲନାଡୁରେ କ୍ଷମତା ସମ୍ଭାଳିବା ପରେ ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟଙ୍କ ନବଜାତ ଶିଶୁମାନଙ୍କୁ ସୁନା ମୁଦି ପ୍ରଦାନ କରିବା ସମ୍ପର୍କିତ ଚର୍ଚ୍ଚିତ ଯୋଜନାର ଶୁଭାରମ୍ଭ ବର୍ତ୍ତମାନ…

ଧାନ କାଟିବାକୁ ଯାଇଥିବା ନାବାଳିକାଙ୍କୁ ବଳାତ୍କାର, ଜଣେ ନାବାଳକଙ୍କୁ ଅଟକ ରଖି…

ବଞ୍ଚୋ,୯ା୯(ପ୍ରଦୋଷ ବିଶ୍ୱାଳ): ଆନନ୍ଦପୁର ଥାନା ଅଞ୍ଚଳର ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗରେ ଜଣେ ୧୭ ବର୍ଷ ୧୦ ମାସ ବୟସର ନାବାଳକଙ୍କୁ ପୋଲିସ…

ଘର ଆଗରୁ ବାଇକ୍‌ ଚୋରି କରି ନେଇଗଲେ ଦୁର୍ବୃତ୍ତ

ଦିଗପହଣ୍ଡି,୯ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ରାଜନଗର ମେନ୍‌ରୋଡ୍‌ରେ ଥିବା ଏ. ମୁନା ଦୋରାଙ୍କ ଘର ସମ୍ମୁଖରୁ କେହି ଦୁର୍ବୃତ୍ତ ତାଙ୍କ ବାଇକ୍‌କୁ ଚୋରି କରି…

ପାଖେଇ ଆସିଲାଣି ଗଣେଶ ପୂଜା, ମୂର୍ତ୍ତି ନିର୍ମାଣରେ ବ୍ୟସ୍ତ କାରିଗର

ରିଷିଡ଼ା,୯ା୯(ସୁଶାନ୍ତ ମଲ୍ଲିକ): ଗଣେଶ ପୂଜା ଉପଲକ୍ଷେ କଳାହାଣ୍ଡି ଜିଲା ଉତ୍ସବ ମୁଖର ହୋଇଉଠିଛି। ବିଶେଷକରି କର୍ଲାମୁଣ୍ତା ବ୍ଲକ ରିଷିଡ଼ା ଅଞ୍ଚଳର ମୂର୍ତ୍ତି କାରିଗରମାନେ ମାଟି ମୂର୍ତ୍ତି ନିର୍ମାଣରେ…

ଆବୁଧାବି ଗସ୍ତରେ ମୁଖ୍ୟମନ୍ତ୍ରୀ, ଆଜି ଆଇଏଚ୍‌ସିର ବ୍ୟବସାୟିକ ୟୁନିଟ୍‌-ଗ୍ରୁପ୍‌ କମ୍ପାନୀ ସହ କରିବେ ଆଲୋଚନା

ଭୁବନେଶ୍ୱର,୯ା୯(ସୁନିତ୍‌ ମିଶ୍ର): ଓଡ଼ିଶା ସରକାରଙ୍କ ୟୁଏଇ ନିବେଶ ଅଭିଯାନର ଅଂଶ ଭାବେ ୯ ସେପ୍ଟେମ୍ବର ୨୦୨୬ରେ ବ୍ୟବସାୟ ନିବେଶ ଓ କୂଟନୈତିକ କ୍ଷେତ୍ରରେ ଏକାଧିକ ଉଚ୍ଚସ୍ତରୀୟ ଆଲୋଚନା…

ମୋଦି କ୍ୟାବିନେଟ୍‌ର ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି: ହେଲା ବଡ଼ ଘୋଷଣା, ଓଡ଼ିଶାକୁ…

ନୂଆଦିଲ୍ଲୀ,୯।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ବୁଧବାର ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟ ବୈଠକରେ ଅନେକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଦେଶର ରେଳ ଭିତ୍ତିଭୂମିକୁ ଆହୁରି ସୁଦୃଢ଼ କରିବା…

ବିଭିନ୍ନ ଦାବିରେ ଉପଜିଲାପାଳ ଅଫିସ ଘେରାଉ କଲା ବିଜେଡି

ପାଟଣାଗଡ଼,୯ା୯(ସଚ୍ଚିଦାନନ୍ଦ ମହାକୁର): ବଲାଙ୍ଗୀର ଜିଲା ପାଟଣାଗଡ଼ରେ ବିଭିନ୍ନ ଦାବି ନେଇ ବୁଧବାର ସ୍ଥାନୀୟ ବିଜେଡି ପକ୍ଷରୁ ଉପଜିଲାପାଳଙ୍କ କାର୍ଯ୍ୟାଳୟକୁ ଘେରାଉ କରାଯାଇଛି। ଏହି ଅବସରରେ ରାଜ୍ୟପାଳଙ୍କ ଉଦ୍ଦେଶ୍ୟରେ…

‘ଦୃଶ୍ୟମ ୩’ର ଧମାକାଦାର ଟ୍ରେଲର ରିଲିଜ୍‌: ସାଉଁଟୁଛି ପ୍ରଶଂସା

ବଲିଉଡ ଅଭିନେତା ଅଜୟ ଦେବଗନଙ୍କ ବହୁ ପ୍ରତୀକ୍ଷିତ କ୍ରାଇମ ଥ୍ରିଲର୍‌ ‘ଦୃଶ୍ୟମ ଦ କନକ୍ଲୁଜନ’ ଅର୍ଥାତ୍‌ ‘ଦୃଶ୍ୟମ ୩’ର ଟ୍ରେଲର୍‌ ରିଲିଜ ହୋଇଛି। ୨୦୧୫ରେ ଆରମ୍ଭ ହୋଇଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri