Posted inଜାତୀୟ

ମୋଦି-ଶାହଙ୍କ ସହିତ ମୁହାଁମୁହିଁ: ମମତା ସାଜିଲେ ନମ୍ବର ଓ୍ବାନ୍‌ ବିପକ୍ଷ ନେତା !

କୋଲକାତା,୧୬।୫: ପଶ୍ଚିମବଙ୍ଗରେ ନିର୍ବାଚନୀ ପ୍ରଚାର ନେଇ ଭାଜପା ଏବଂ ତୃଣମୂଳ କଂଗ୍ରେସ ମଧ୍ୟରେ ଜୋର୍‌ଦାର୍‌ ଲଢ଼େଇ ଆରମ୍ଭ ହୋଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଅମିତ ଶାହଙ୍କୁ ଟକ୍କର ଦେଇ ମୁଖ୍ୟମନ୍ତ୍ରୀ ତଥା ତୃଣମୂଳ କଂଗ୍ରେସ ଅଧ୍ୟକ୍ଷା ମମତା ବାନାର୍ଜୀ ନମ୍ବର ଓ୍ବାନ୍‌ ବିପକ୍ଷ ନେତା ପାଲଟି ଯାଇଛନ୍ତି। ରାଜ୍ୟରେ ଭାଜପା-ତୃଣମୂଳ କଂଗ୍ରେସ କଳିରୁ ମମତା ଅଧିକ ଲାଭାନ୍ବିତ ହୋଇଥିବା କୁହାଯାଉଛି। ଏଥିରେ ଭାଜପାର କ୍ଷତି ହେବାର ଆଶଙ୍କା ଥିବା ରାଜନୈତିକ ସମୀକ୍ଷକ ମତପୋଷଣ କରିଛନ୍ତି। ପୂର୍ବରୁ ତୃତୀୟ ସାମ୍ମୁଖ୍ୟର ନେତା କିଏ ହେବ ସେ ନେଇ ମାୟାବତୀ, କେ.ଚନ୍ଦ୍ରଶେଖର ରାଓ, ଏମ୍‌. କେ ଷ୍ଟାଲିନ୍‌ ଏବଂ ଚନ୍ଦ୍ରାବାବୁ ନାଉଡୁଙ୍କ ମଧ୍ୟରେ ପ୍ରତିଯୋଗିତା ଚାଲିଥିବାବେଳେ ମମତା ସମସ୍ତଙ୍କୁ ପଛରେ ପକାଇ ଦେଇଛନ୍ତି। ପଶ୍ଚିମବଙ୍ଗର ରାଜନୈତିକ ହିଂସା ଜାତୀୟସ୍ତରରେ ମମତାଙ୍କ ପତିଆରା ବଢ଼ାଇଥିବା ରାଜନୈତିକ ସମୀକ୍ଷକ ମତପୋଷଣ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଟାଇଟଲ୍‌ ଲକ୍ଷ୍ୟରେ ଭାରତ: ଇଂଲଣ୍ଡ ଆଗରେ ୪୧୨ ରନ୍‌ର ବିଶାଳ ଟାର୍ଗେଟ୍‌

ହରାରେ,୬।୨: ହରାରେ ସ୍ପୋଟର୍‌ସ କ୍ଲବଠାରେ ଶୁକ୍ରବାର ୧୯ ବର୍ଷରୁ କମ୍‌ ପୁରୁଷ ବିଶ୍ବକପ୍‌ ଫାଇନାଲ ମ୍ୟାଚ୍‌ ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ଖେଳାଯାଉଛି। ଫାଇନାଲ ମ୍ୟାଚ୍‌ରେ ଭାରତ…

Love-Relationshipକୁ ନେଇ ଗୁରୁତ୍ୱପୂର୍ଣ୍ଣ ଟିପ୍ପଣି ଦେଲେ ସୁପ୍ରିମକୋର୍ଟ: ବ୍ରେକଅପ ପରେ ବଳାତ୍କାର ଅଭିଯୋଗ…

ନୂଆଦିଲ୍ଲୀ,୬।୨: ସୁପ୍ରିମକୋର୍ଟ ଗୁରୁବାର (ଫେବୃଆରୀ ୫, ୨୦୨୬) ଦିନ ଏକ ମାମଲାରେ ଗୁରୁତ୍ୱପୂର୍ଣ୍ଣ ଟିପ୍ପଣି କରିଛନ୍ତି, ଯେଉଁଥିରେ କୁହାଯାଇଛି ଯେ ସମ୍ପର୍କ ଖରାପ ହେବା କିମ୍ବା ଭାଙ୍ଗିବା…

ଟି-୨୦ ବିଶ୍ୱକପ୍‌ରୁ ବାଦ୍ ପଡ଼ିଲେ ହର୍ଷିତ ରାଣା: ଭାରତକୁ ବଡ଼ ଝଟ୍‌କା

ମୁମ୍ବାଇ,୬।୨: ଟି-୨୦ ବିଶ୍ୱକପ୍ ୨୦୨୬ ଆରମ୍ଭ ହେବା ପୂର୍ବରୁ ଭାରତୀୟ କ୍ରିକେଟ ଦଳ ପାଇଁ ଏକ ଦୁଃଖଦ ଖବର ସାମ୍ନାକୁ ଆସିଛି। ଦ୍ରୁତ ବୋଲର ହର୍ଷିତ ରାଣା…

ଯାତ୍ରା ମାଲିକ ନାଣ୍ଡୁଙ୍କ ନାଁରେ ସାଂଘାତିକ ଅଭିଯୋଗ ଆଣିଲେ ସାଇଙ୍କ ମା’, କହିଲେ ମୋ ପୁଅକୁ…

ଭୁବନେଶ୍ୱର,୬।୨: ଅନନ୍ତ ନାରାୟଣ ଧଳ ଓରଫ ନାଣ୍ଡୁ ବାବୁଙ୍କ ପିଛା ଛାଡ଼ୁନାହିଁ ବିବାଦ। ପୁଣି ଥରେ ବିବାଦର ଅଡ଼ୁଆ ସୂତାରେ ଛନ୍ଦି ହୋଇଛନ୍ତି ତୁଳସୀ ଗଣନାଟ୍ୟର ମାଲିକ…

“ମହିଳାଙ୍କୁ ବାଧ୍ୟ କରାଯାଇପାରିବ ନାହିଁ”: ନାବାଳିକାଙ୍କୁ ୩୦ ସପ୍ତାହର ଗର୍ଭପାତ ପାଇଁ ଅନୁମତି ଦେଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୬।୨: ମହିଳାଙ୍କ ପ୍ରଜନନ ସ୍ଵାଧୀନତାକୁ ଗୁରୁତ୍ୱ ଦେଇ ମାନ୍ୟବର ସୁପ୍ରିମକୋର୍ଟ ଶୁକ୍ରବାର ଏକ ବଡ଼ ନିଷ୍ପତ୍ତି ଶୁଣାଇଛନ୍ତି। ଜଣେ ଯୁବତୀଙ୍କୁ ତାଙ୍କ ଇଚ୍ଛା ବିରୁଦ୍ଧରେ ମାତୃତ୍ୱ ଗ୍ରହଣ…

ପ୍ରାକ ବଜେଟ ବୈଠକରେ ହେଲା ଜରୁରୀ ଆଲୋଚନା: ମଧ୍ୟବିତ୍ତଙ୍କ ପାଇଁ ଏଥର ଫୋକସ୍‌ରେ ରହିବ…

ଭୁବନେଶ୍ୱର,୬।୨: ଆସନ୍ତା ୨୦ ଫେବୃୟାରୀରେ ବିଧାନସଭାରେ ରାଜ୍ୟ ବଜେଟ ଉପସ୍ଥାପନ ହେବ। ଏହା ପୂର୍ବରୁ ଓଡ଼ିଶାବାସୀଙ୍କ ଠାରୁ ମଧ୍ୟ ରାୟ ଲୋଡିଛନ୍ତି ରାଜ୍ୟ ସରକାର। ମୁଖ୍ରମନ୍ତ୍ରୀ କହିଛନ୍ତି,…

ଝିଅ ଜନ୍ମ ହେବା ମାତ୍ରେ ମିଳିବ ୨୧,୦୦୦ ଟଙ୍କା, ପଢିବା ଖର୍ଚ୍ଚ ମଧ୍ୟ ବହନ କରିବେ ସରକାର, ଜାଣନ୍ତୁ ଏହି ଯୋଜନା କ’ଣ…

ନୂଆଦିଲ୍ଲୀ,୬।୨: ଝିଅମାନଙ୍କୁ ଶିକ୍ଷା ଏବଂ ପାଳନପୋଷଣ ପାଇଁ ସରକାର ଅନେକ ଯୋଜନା ଚଳାନ୍ତି। ରାଜ୍ୟ ସରକାରଗୁଡ଼ିକ ମଧ୍ୟ ରାଜ୍ୟ ସ୍ତରରେ ଅନେକ ଯୋଜନା ଚଳାନ୍ତି, ଯେପରିକି ଉତ୍ତର…

‘ଆପଣଙ୍କୁ କେବଳ ପବ୍ଲିସିଟି ଦରକାର’, କାହିଁକି ପ୍ରଶାନ୍ତ କିଶୋରଙ୍କୁ ଏମିତି କହିଲେ ସୁପ୍ରିମକୋର୍ଟ? ଜାଣନ୍ତୁ…

ପାଟନା,୬।୨: ୨୦୨୫ ବିହାର ବିଧାନସଭା ନିର୍ବାଚନକୁ ଚ୍ୟାଲେଞ୍ଜ କରି ଏବଂ ନୂତନ ନିର୍ବାଚନ ପାଇଁ ପ୍ରଶାନ୍ତ କିଶୋରଙ୍କ ଜନ ସୂରଜ ପାର୍ଟି ଦ୍ୱାରା ଦାୟର କରାଯାଇଥିବା ଆବେଦନର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri