Posted inଜାତୀୟ

ମୋଦି ସରକାର ଆଶ୍ୱସ୍ତ: ରାଫାଲର ପୁନର୍ବିଚାର ଆବେଦନ ସୁପ୍ରିମ୍‌କୋର୍ଟରେ ଖାରଜ

ନୂଆଦିଲ୍ଲୀ,୧୪।୧୧: ରାଫାଲ୍‌ ଯୁଦ୍ଧ ବିମାନ ମାମଲାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାରଙ୍କୁ ଆଶ୍ୱସ୍ତି ମିଳିଛି। ଏହାର ପୁନର୍ବିଚାର ଆବେଦନକୁ ଗୁରୁବାର ସୁପ୍ରିମ୍‌କୋର୍ଟ ଖାରଜ କରିଛନ୍ତି। ଏହି ମାମଲାରେ ୨୦୧୮ରେ ଶୀର୍ଷ ଅଦାଲତଙ୍କ ରାୟ ଉପରେ ବରିଷ୍ଠ ଆଇନଜୀବୀ ପ୍ରଶାନ୍ତ ଭୂଷଣଙ୍କ ସମେତ ଅନ୍ୟମାନଙ୍କ ପକ୍ଷରୁ ପୁନର୍ବିଚାର ଆବେଦନ ଦାଖଲ କରାଯାଇଥିଲା। ଏହି ମାମଲାର ବିଚାର ପ୍ରଧାନ ବିଚାରପତି ରଞ୍ଜନ ଗୋଗୋଇଙ୍କ ନେତୃତ୍ୱରେ ଗଠିତ ଖଣ୍ଡପୀଠ କରିଛନ୍ତି। ଖଣ୍ଡପୀଠରେ ବିଚାରପତି ସଞ୍ଜୟ କିଶନ କୌଲ ଏବଂ ବିଚାରପତି କେ.ଏମ୍‌. ଯୋଶେଫ୍‌ ମଧ୍ୟ ସାମିଲ୍‌ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଥିଲେ ଚାକରାଣୀ, ହେଲେ ମନ୍ତ୍ରୀ: କାଲିତାଙ୍କ ଫିଟିଗଲା ଭାଗ୍ୟ

କୋଲକାତା,।୧।୬: ପଶ୍ଚିମବଙ୍ଗରେ ଶୁଭେନ୍ଦୁ ଅଧିକାରୀ ସରକାରଙ୍କ କ୍ୟାବିନେଟ ସମ୍ପ୍ରସାରିତ ହୋଇଛି। ପ୍ରଥମ ଥର ପାଇଁ ରାଜ୍ୟରେ କ୍ଷମତାକୁ ଆସିଥିବା ଭାରତୀୟ ଜନତା ପାର୍ଟି (ଭାଜପା) କ୍ୟାବିନେଟ ଚୟନ…

ଇନ୍ଦ୍ରମଣି ସ୍କୁଲ ଚୋରି ଘଟଣା; ୱାଚମ୍ୟାନକୁ ଉଠାଇନେଲା ଧାମନଗର ପୋଲିସ

ତିହିଡ଼ି,୧।୬(କାଳନ୍ଦୀ ବେହେରା): ଧାମନଗର ଥାନା ଅନ୍ତର୍ଗତ ଇନ୍ଦ୍ରମଣି ଉଚ୍ଚ ବିଦ୍ୟାପୀଠରେ ଘଟିଥିବା ବଡ଼ଧରଣର ଚୋରି ଘଟଣା ଏବେ ଚର୍ଚ୍ଚାର ବିଷୟ ପାଲଟିଛି । ବିଦ୍ୟାଳୟରୁ ଇନଭର୍ଟର, ଦୁଇଟି…

ପାଦ ଛୁଇଁ ନୁହେଁ, କୋହଲିଙ୍କୁ ଦେଖି ଏମିତି କାମ କଲେ ବୈଭବ ସୂର୍ଯ୍ୟବଂଶୀ: ଦେଖନ୍ତୁ VIDEO

ନୂଆଦିଲ୍ଲୀ,୧।୬:ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର IPL 2026 ଫାଇନାଲ ଜିତିବା ପରେ ବୈଭବ ସୂର୍ଯ୍ୟବଂଶୀ ବିରାଟ କୋହଲିଙ୍କୁ ଭେଟିଥିଲେ। ଗୁଜରାଟ ଟାଇଟାନ୍ସ ବିପକ୍ଷରେ RCBର ଫାଇନାଲ ମ୍ୟାଚ ଦେଖିବା…

ପୂର୍ବତନ ଏମପି ବାଳଗୋପାଳ ମିଶ୍ରଙ୍କୁ ଅସମ୍ମାନ ପ୍ରସଙ୍ଗ; କୋଶଲବାଦୀ ସଙ୍ଗଠନ ପକ୍ଷରୁ ଅଭିନଵ ପ୍ରତିବାଦ, ଚୌକି ଧରି…

ବଲାଙ୍ଗୀର,୧।୬(ସୁନିଲ କୁମାର ମହାନ୍ତି): ପୂର୍ବତନ ଏମ୍‌ପି ତଥା ବର୍ଷିୟାନ ରାଜନେତା ବାଳଗୋପାଳ ମିଶ୍ରଙ୍କୁ ସୋମବାର ଜିଲାସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ଜିଲା ପ୍ରଶାସନ ପକ୍ଷରୁ ଅସମ୍ମାନ…

ଥାନାରେ ଯୁବକଙ୍କୁ ଅକଥନୀୟ ନିର୍ଯାତନା ଅଭିଯୋଗ; ଦେହରେ ଗରମ ପାଣି ଢାଳି ଲଙ୍କାଗୁଣ୍ଡ ଫିଙ୍ଗିଦେଲେ, ଚାଲିଗଲା ଜୀବନ

କବିସୂର୍ଯ୍ୟନଗର,୧।୬(କୃପାସିନ୍ଧୁ ସ୍ବାଇଁ): କବିସୂର୍ଯ୍ୟନଗର ପୋଲିସ ନାଁରେ ସାଂଘାତିକ ଅଭିଯୋଗ ସାମ୍ନାକୁ ଆସିଛି । ଥାନା ଭିତରେ ଯୁବକଙ୍କୁ ଲହୁଲୁହାଣ କରିଥିବା ନେଇ ଅଭିଯୋଗ ହୋଇଛି । ଗୁରୁତର…

ଲୋକଙ୍କ ଆପତ୍ତି ଅଭିଯୋଗ ଶୁଣିଲେ ଜିଲାପାଳ, ତାଗିଦ୍‌ କରି ଅଧିକାରୀଙ୍କୁ କହିଲେ ଯଦି କିଛି ସମସ୍ୟା ଅଛି…

ଭଞ୍ଜନଗର,୧ା୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲାପାଳ ଭି. କୀର୍ତ୍ତି ଭାସନ ସୋମବାର ଭଞ୍ଜନଗର ଉପଜିଲାପାଳଙ୍କ କାର୍ଯ୍ୟାଳୟରେ ଉପଖଣ୍ଡର ବିଭିନ୍ନ ଲୋକଙ୍କ ଆପତ୍ତି ଅଭିଯୋଗ ଶୁଣିଥିଲେ। ଏହି ସମୟରେ କିଛି…

‘ଦୟାକରି ମୋତେ ସିଗାରେଟ୍ ପିଆଇ ଦିଅନ୍ତୁ..’ ଏନକାଉଣ୍ଟର ପରେ ପୋଲିସକୁ ଏଭଳି କହିଲେ ଅଭିଯୁକ୍ତ, ଭିଡିଓ ଭାଇରାଲ

ଲକ୍ଷ୍ନୌ,୧।୬: ଉତ୍ତର ପ୍ରଦେଶ ପୋଲିସ ବର୍ତ୍ତମାନ ଆକ୍ସନ ମୋଡରେ ରହିବା ପରି ମନେ ହେଇଛି । ଏହି ପ୍ରୟାସ ଅନୁଯାୟୀ, ରବିବାର ବିଳମ୍ବିତ ସନ୍ଧ୍ୟାରେ ମୁଜାଫରନଗର ପୋଲିସ ଏବଂ…

କାର୍ଯ୍ୟଦକ୍ଷତା ବଢ଼ାଏ ପଢ଼ାପଢ଼ି

ଯଦି ଜଣେ ବ୍ୟକ୍ତି ପ୍ରତିଦିନ କିଛି ସମୟ ପଢ଼ାପଢ଼ି କରନ୍ତି ତେବେ ତାଙ୍କର କାର୍ଯ୍ୟଦକ୍ଷତା ବୃଦ୍ଧି ପାଇପାରେ। ଏପରି ଆକଳନ କରିଛନ୍ତି ଟୋକିଓ ୟୁନିଭର୍ସିଟିର ମନୋବିଜ୍ଞାନୀମାନେ। ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri