Posted inଜାତୀୟ

ମୋଦି ସରକାର ଆସନ୍ତା ୨୫ ବର୍ଷ ପର୍ଯ୍ୟନ୍ତ କେନ୍ଦ୍ରରେ ରହିବେ : ପ୍ରମୋଦ ସାଓ୍ବନ୍ତ

ପଣଜୀ,୧୯।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାରଙ୍କୁ ନେଇ ଗୋଆ ମୁଖ୍ୟମନ୍ତ୍ରୀ ପ୍ରମୋଦ ସାଓ୍ବନ୍ତ ଏକ ନିଆରା ମନ୍ତବ୍ୟ ଦେଇଛନ୍ତି। ସେ କହିଛନ୍ତି ଯେ, ଆସନ୍ତା ୨୫ ବର୍ଷ ପର୍ଯ୍ୟନ୍ତ ମୋଦି ସରକାର କେନ୍ଦ୍ରରେ କ୍ଷମତାରେ ରହିବେ। ସରକାର ଏଭଳି ଏକ ନିଷ୍ପତ୍ତି ନେବାକୁ ଯାଉଛନ୍ତି ଯାହାଦ୍ୱାରା ଭବିଷ୍ୟତରେ ତାଙ୍କୁ ହରାଇବା ଅସମ୍ଭବ ହେବ ବୋଲି ପ୍ରମୋଦ  ଭାଜପା  ସମ୍ମିଳନୀରେ କହିଛନ୍ତି। ତେବେ ପ୍ରମୋଦଙ୍କ ଏଭଳି ମନ୍ତବ୍ୟ ନେଇ ଏବେ ଚର୍ଚ୍ଚା ଆରମ୍ଭ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଚାର୍ଜଶିଟ୍‌ ଦାଖଲ ନହେବା ପର୍ଯ୍ୟନ୍ତ ପୀଡ଼ିତାଙ୍କ ବୟାନ ହେବନି ପ୍ରକାଶ: ସୁପ୍ରିମ୍‌କୋର୍ଟ…

ନୂଆଦିଲ୍ଲୀ,୫।୧୧ : ବଳାତ୍କାର ପୀଡିତାଙ୍କ ପରିଚୟ ତଥା ବୟାନକୁ ଗୁପ୍ତ ରଖିବା ପାଇଁ ସୁପ୍ରିମକୋର୍ଟ ଗୁରୁତ୍ୱପୂର୍ଣ୍ଣ ରାୟ ଦେଇଛନ୍ତି। ବଳାତ୍କାର ମାମଲାରେ ଚାର୍ଜଶିଟ କିମ୍ବା ଚୂଡ଼ାନ୍ତ...

ଆଜମ ଖାନଙ୍କୁ ପୁଣି ବଡ଼ ଝଟ୍‌କା

ଲକ୍ଷ୍ନୌ,୧୫।୨: ସମାଜବାଦୀ ପାର୍ଟିର ବରିଷ୍ଠ ନେତା ଆଜମ ଖାନଙ୍କ ପରେ ଏବେ ତାଙ୍କ ପୁଅ ଅବଦୁଲ୍ଲା ଆଜମଙ୍କ ବିଧାନସଭା ସଦସ୍ୟତା ପଦ ରଦ୍ଦ ହୋଇଛି। ୟୁପି...

ତିନି ତଲାକ୍‌ ବିଲ୍‌କୁ ମଞ୍ଜୁରୀ ଦେଲେ ରାଷ୍ଟ୍ରପତି: ୨୦୧୮ ସେପ୍ଟେମ୍ବର ୧୯ରୁ ଲାଗୁ

ନୂଆଦିଲ୍ଲୀ,୧।୮: ରାଷ୍ଟ୍ରପତି ରାମନାଥ କୋବିନ୍ଦ ଗୁରୁବାର ତିନି ତଲାକ୍‌ ବିଲ୍‌କୁ ମଞ୍ଜୁରୀ ଦେଇଛନ୍ତି। ଫଳରେ ଏବେ ଏହା ଆଇନରେ ପରିଣତ ହୋଇଛି। ଏହା ୨୦୧୮ ସେପ୍ଟେମ୍ବର...

ଅନୁପସ୍ଥିତ ମନ୍ତ୍ରୀଙ୍କ ତାଲିକା ମାଗିଲେ ମୋଦି

ନୂଆଦିଲ୍ଲୀ,୧୬।୭: ଭାରତୀୟ ଜନତା ପାର୍ଟି(ଭାଜପା)ର ସଂସଦୀୟ ଦଳ ବୈଠକ ମଙ୍ଗଳବାର ସଂସଦର ଲାଇବ୍ରେରୀ ବିଲଡିଂରେ ଅନୁଷ୍ଠିତ ହୋଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ...

ଡେଲିଭରୀ ବୟ ସହିତ ସ୍କୁଟରରେ ବସି ପ୍ରଚାର କଲେ ରାହୁଲ…

ବେଙ୍ଗାଲୁରୁ,୭।୫ : କର୍ନାଟକରେ ନିର୍ବାଚନ ପ୍ରଚାରରେ ସମସ୍ତ ଦଳ ନିଜର ଶେଷ ଶକ୍ତି ଲଗାଉଛନ୍ତି। ଏହି ସମୟରେ ରାହୁଲ ଗାନ୍ଧୀଙ୍କ ଏକ ଭିନ୍ନ ଶୈଳୀର ପ୍ରଚାର...

୨୦୨୨ ସୁଦ୍ଧା ସବୁ ପରିବାରକୁ ପକ୍କାଘର

ନୂଆଦିଲ୍ଲୀ, ୪ା୨(ପି.ଟି.): ସବୁ ଗରିବ ପରିବାରକୁ ୨୦୨୨ ସୁଦ୍ଧା ପକ୍କାଘର ଯୋଗାଇ ଦିଆଯିବ ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦିଲ୍ଲୀବାସୀଙ୍କୁ ପ୍ରତିଶ୍ରୁତି ଦେଇଛନ୍ତି। କର୍‌କର୍‌ଦୁମାରେ ଏକ...

ମରଣୋତ୍ତର ଭାବେ ‘କର୍ନାଟକ ରତ୍ନ’ରେ ସମ୍ମାନୀତ ହେବେ ଅଭିନେତା ପୁନିଥ ରାଜକୁମାର

ବେଙ୍ଗାଲୁରୁ,୬ ।୮: କନ୍ନଡ ଅଭିନେତା ପୁନିଥ ରାଜକୁମାର ଆମ ଗହଣରେ ନାହନ୍ତି ସତ, ହେଲେ ତାଙ୍କ ଫିଲ୍ମ ମାଧ୍ୟମରେ ସେ ଦର୍ଶକଙ୍କ ମନରେ ଅଭୁଲା ହୋଇ...

ବିଲ୍‌କିସ୍‌ ବାନୋ ମାମଲା: ଶୁଣାଣି ପାଇଁ ଗଠନ ହେବ ସ୍ବତନ୍ତ୍ର ଖଣ୍ଡପୀଠ

ନୂଆଦିଲ୍ଲୀ,୨୨ା୩: ବିଲକିସ ବାନୋ ମାମଲାରେ ମୁକ୍ତ ହୋଇଥିବା ଦୋଷୀମାନଙ୍କ ଅଡୁଆ ପୁଣି ବଢିପାରେ। ଦୋଷୀ ସାବ୍ୟସ୍ତ ହେବା ପୂର୍ବରୁ ଦାଖଲ ହୋଇଥିବା ପିଟିସନର ଶୁଣାଣି ପାଇଁ...

Advertisement
Archives

Model This Week